ଆରମ୍ଭ ହେଲା ଭବ୍ୟ ‘ଟ୍ରାଭେଲ ବଜାର’

13774

ଭୁବନେଶ୍ୱର: ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ବିଶ୍ୱର ବିଭିନ୍ନ ପ୍ରାନ୍ତର ପର୍ଯ୍ୟଟନ ପ୍ରତିନିଧି। ଚନ୍ଦ୍ରଶେଖରପୁରସ୍ଥିତ ହୋଟେଲ ମେଫେୟାର ସାଂଚୁଆରିରେ ଆରମ୍ଭ ହେଲା ଭବ୍ୟ ‘ଟ୍ରାଭେଲ ବଜାର’। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ...

  • 14381


    କିଛି ଦିନ ପୂର୍ବରୁ ରାୟପୁରର ଏକ ସରକାରୀ କାର୍ଯ୍ୟକ୍ରମରେ ରାମ୍ପ ଓ୍ୱାକ୍ କରି ମହିଳା ନକ୍ସଲମାନେ ଚର୍ଚ୍ଚାକୁ ଆସିଥିଲେ। ସେମାନଙ୍କ ରାମ୍ପ ୱାକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଫିଲ୍ମ ନିର୍ମାତାଙ୍କ ନଜର ସେମାନଙ୍କ ଉପରେ ପଡ଼ିଥିଲା। ଏବେ ବଲିଉଡରେ ନଜର ଆସିବେ ଛତିଶଗଡ଼ର ୯ ଆତ୍ମସମର୍ପଣକାରୀ ମହିଳା ନ ...

  • 13847

    ସେପ୍ଟେମ୍ବର ୧୭ରେ କେନ୍ଦ୍ର ସରକାର କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ (ଇପିଏଫ୍ଓ)ର ମାସିକ ବେତନ ସୀମାକୁ ୧୫ ହଜାରରୁ ୨୫ ହଜାରକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ଦେଶରେ ୧ କୋଟିରୁ ଊଦ୍ଧ୍ୱର୍ ଲୋକ ସାମାଜିକ ସୁରକ୍ଷା ପରିସରଭୁକ୍ତ ହେବେ । ତେବେ ଏହି ସୀମା ବୃଦ୍ଧି ପରେ କମ୍ପାନି ଗୁଡିକ କର୍ମଚାରୀଙ୍କ ବେତନରୁ ଅର ...

  • 13843

    ମଇଁଷି ଚରାଳିରୁ ହୋଇଗଲେ ଡେପୁଟି କଲେକ୍ଟର ମଧ୍ୟପ୍ରଦେଶର ବିଜୟ କୁମାର ଦେହରିଆ । ବିଜୟ କୁମାର ଦେହରିଆଙ୍କ ପାଇଁ ପାଠପଢ଼ା ଜାରି ରଖିବା ସହଜ ନଥିଲା, ଯିଏ ଥରେ ତାଙ୍କ ପରିବାର ପ୍ରତିପୋଷଣ ପାଇଁ ଗାଈ ଏବଂ ମଇଁଷି ପାଳନ ପାଳୁଥିଲେ । ଆର୍ଥିକ ଅସୁବିଧା ସତ୍ତ୍ୱେ, ସେ ଜଙ୍ଗଲରେ ପୁସ୍ତକ ନେଇ ପାଠପଢ଼ା କରିଥିଲେ ଏବଂ ବନରକ୍ଷୀ ...

  • 13917

    ହାଇଦରାବାଦ : ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଉପଗ୍ରହ ଉତକ୍ଷେପଣ ହୋଇଛି। ହାଇଦରାବାଦ କମ୍ପାନୀ ‘ଟେକମିଟୁସ୍ପେସ’ ଦ୍ବାରା ନିର୍ମିତ ଏହି ଉପଗ୍ରହକୁ ସ୍ପେସଏକ୍ସର ଟ୍ରନ୍ସପୋର୍ଟର-୧୮ ଅଭିଯାନରେ ଗୁରୁବାର ରାତି ୧୧ଟା୪୮ରେ ମହାକାଶକୁ ପଠାଯାଇଛି। ଏହି ଉପଗ୍ରହର ନାମ ଏମଓଆଇ-୧ଏ ରଖାଯାଇଛି। ବିଶ୍ବ ...

  • 15142

    ମୁମ୍ବଇ: ଶିଳ୍ପପତି ଗୌତମ ଆଦାନୀ ତିନି ବର୍ଷ ପରେ ପୁଣି ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ସେ ଭାରତର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସେ ଶୀର୍ଷରେ ଅଛନ୍ତି। ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଓ ତାଙ୍କ ପରିବାରର ମୋଟ ସମ୍ପତ୍ତି ୧୦.୮୫ ଲକ୍ଷ କୋଟି ...

  • 15236

    ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।  

    ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍‌ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...

  • 15011

    ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...

  • 16101

    ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...

  • 16374

    ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...

  • 16217

    କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍‌ ମୋଟରସାଇକଲ୍‌ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...

  • 16182

    ଉଦଳା ଥାନା ଜଗନ୍ନାଥୀ ଗ୍ରାମରେ ଲୁଗା ଦୋଳିରେ ଖେଳୁଥିବା ବେଳେ ବେକରେ ଫାଶ ପଡି ଚାଲିଗଲା ନାବାଳକର ଜୀବନ। ମୃତ ନାବାଳକ ଜଣକ ହେଲେ ସତ୍ୟ ମୁର୍ମୁ ।

    ଉଦଳା ଥାନା ଜଗନ୍ନାଥୀ ଗ୍ରାମର ଦୁର୍ଗା ମୁର୍ମୁଙ୍କ ସାନପୁଅ ସତ୍ୟ ମୁର୍ମୁ ଘର ବାଡ଼ିରେ ଆତ ଗଛରେ ଶାଢ଼ୀରେ ହୋଇଥିବା ଦୋଳିରେ ବସି ଝୁଲୁଥିଲା। ପୁଅ ଖେଳୁଥିବା ଦେଖ ...

ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

14995

ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଉପରକୁ ଅଭିଯୁକ୍ତ ଫାୟାରିଂ କରିବାରୁ ପାଲଟା ଗୁଳି ଚଳାଇଥିଲା ପୋଲିସ। ଗୁଳିଟି ଅଭିଯୁକ ...

15884

M3M ହୁରୁନ ଇଣ୍ଡିଆ ଧନୀ ତାଲିକା-୨୦୨୬ରେ ଦେଶର ସବୁଠୁ ଧନୀ ସେଲିବ୍ରିଟି ଭାବେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି ବଲିଉଡ୍‌ର ବାଦ୍‌ଶାହ ଶାହରୁଖ ଖାନ୍‌। ତାଙ୍କ ମୋଟ ନେଟ୍ ସମ୍ପତ୍ତି ପ୍ରାୟ ୧୦ ହଜାର କୋଟି ଟଙ୍କା ବୋଲି ଆକଳନ କରାଯାଇଛି। 

ଏହି ତାଲିକାରେ ପ୍ରାୟ ୪ ହଜାର କୋଟି ଟଙ୍କାର ସମ୍ପତ୍ତି ସହିତ ଦ୍ୱିତୀୟ ସ୍ଥ ...

ଏକ ନଜରରେ ଖବର