ଭୁବନେଶ୍ୱର : ସାରା ରାଜ୍ୟ ସହ ଟ୍ୱିନ ସିଟିରେ ବଢି ଚାଲିଛି ତାପମାତ୍ରା। କଲବଲ କରୁଛି ତାତି, ବଢୁଛି ତାପମାତ୍ର।। ସାଢେ ୧୧ଟାରେ ୪୦ ଟପିଲା ୪ ସହରର ତାପମାତ୍ରା। ଭୁବନେଶ୍ୱର ତାପମାତ୍ରା ୪୦.୬ ଡିଗ୍ରୀ ରେକର୍ଡ କରାଯାଇଛି। ବାଲେଶ୍ୱର ୪୦.୬, ଚାନ୍ଦବାଲି ଓ ଝାରସୁଗୁଡା ୪୦, ସମ୍ବଲପୁର ୩୯.୭, କେନ୍ଦୁଝର ୩୯, ହୀରାକୁଦ ୩୮. ...
ମହାରାଷ୍ଟ୍ରର ମହାବିକାଶ ଆଘାଡି ମେଣ୍ଟ ମଧ୍ୟରେ ସିଟ ଭାଗବଣ୍ଟାକୁ ନେଇ ଜାରି ରହିଥିବା ସମସ୍ୟାର ସମାଧାନ ହୋଇଛି। କେତେ ସିଟରେ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ମଧ୍ୟ ଘୋଷଣା କରାଯାଇଛି। ଉଦ୍ଧବ ଠାକରେଙ୍କ ଶିବସେନା ସର୍ବାଧିକ ୨୧ଟି ଆସନ, କଂଗ୍ରେସ ୧୭ଟି ଆସନ ଏବଂ ଶରଦ ପାୱାରଙ୍କ ଏନସିପି ୧୦ଟି ଆସନରେ ପ୍ରତିଦ୍ୱନ୍ଦ ...
ନୂଆଦିଲ୍ଲୀ: ଲଗାଇ ବର୍ଷା ଯୋଗୁ ବେହାଲ ହେଲାଣି ଦୁବାଇ । ଦୁବାଇରେ ୨୪ ଘଣ୍ଟାରେ ହୋଇଥିବା ବର୍ଷାର ପରିମାଣ ବର୍ଷକ ମଧ୍ୟରେ ହେଉଥିବା ବର୍ଷାର ପରିମାଣଠୁ ଯଥେଷ୍ଟ ଅଧିକ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଅତ୍ୟଧିକ ବର୍ଷା ଯୋଗୁ ରାସ୍ତା, ଘାଟ, ବିମାନବନ୍ଦର ଆଦି ଜଳମଗ୍ନ ହୋଇ ଯାଇଛି। ଏହାବାଦା ଘର ସହ ଆପାର୍ଟମେଣ୍ଟ, ...
ଅଯୋଧ୍ଯା:ରାମ ଧ୍ୱନୀରେ ଉତ୍ସବ ମୁଖର ହୋଇଛି ଗାଁଠୁ ସହର। ଆଜି ପବିତ୍ର ଶ୍ରୀରାମ ନବମୀ। ସବୁଠି ଶୁଭୁଛି ରାମ ନାମ । ଭକ୍ତି, ଉପାସନା, ତପସ୍ୟା, ସତ୍ୟ, ପ୍ରେମ ଏବଂ କର୍ତ୍ତବ୍ୟର ଉଦାହରଣ ଶ୍ରୀରାମ ।
ରାମ ନବମୀ ଲାଗି ସଜେଇ ହୋଇଛି ଅଯୋଧ୍ୟା। ୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମ ଲଲାଙ୍କ ଜନ୍ମୋତ୍ସବ ...
ନୂଆଦିଲ୍ଲୀ: ପବିତ୍ର ରାମନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପବିତ୍ର ଦିନଟି ଆମକୁ ସତ୍ୟ, ଧର୍ମ ଓ ନ୍ୟାୟରେ ଚାଲିବା ପାଇଁ ପ୍ରେରଣା ଦେଇଥାଏ। ନିସ୍ୱାର୍ଥ ପ୍ରେମ, ପରାକ୍ରମ ଏବଂ ଉଦାରତାର ଉଚ୍ଚତମ ଆଦର୍ଶ ସ୍ଥାପିତ କର ...
ସାବରକାନ୍ଥା ଜିଲାର ହିମ୍ମତ ନଗର ଅଞ୍ଚଳର କୋଟିପତି ବ୍ୟବସାୟୀ ଭାବେଶ ଭଣ୍ଡାରୀ ଓ ତାଙ୍କ ସ୍ତ୍ରୀ ସମସ୍ତ ସାଂସାରିକ ମୋହ ତ୍ୟାଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିଜର ୨୦୦ କୋଟି ଟଙ୍କାର ସମ୍ପତ୍ତି ଦାନ କରି ସ୍ତ୍ରୀଙ୍କ ସହ ସନ୍ନ୍ୟାସୀ ହେବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରୀ ମାସରେ ନିଜର ସମସ୍ତ ସମ୍ପତ୍ତି ଦାନ କ ...
ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର । କିନ୍ତୁ ଜଣେ ଯୁବକ ସାମାନ୍ୟ ରାଗ ସୁଝାଇବା ପାଇଁ କୋଟିଏ ଟଙ୍କାର ଏହି କାର୍କୁ ଜାଳି ଦେଇଛନ୍ତି । ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ଲମ୍ବୋର୍ଗିନି କାରରେ ନିଆଁ ଲାଗିଯାଇଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ କାରଟି ଜଳୁଥିବା ଦେଖିବା ...
ପାଠ ପଢୁନଥିବାରୁ ଆକଟ କରିଥିଲେ ବାପା । ୧୭ ବର୍ଷର ପୁଅକୁ ବାପାଙ୍କ କଥା ଭାରି କଷ୍ଟ ଦେଇଥିଲା । ହେଲେ ସେ ଏମିିତି କିଛି ରାସ୍ତା ବାଛି ନେବ ବୋଲି ଭାବିନଥିଲେ ଘର ଲୋକ । ଆତ୍ମହତ୍ୟା କରିଦେଲା ପୁଅ ।
ବାଲେଶ୍ବର ସୋର ବ୍ଲକ୍ ଆଟପୁର ପଞ୍ଚାୟତ ହଂସୀପଟଣା ଗ୍ରାମର ଗୌତମ ଲେଙ୍କା (୧୭) ସ୍ଥାନୀୟ ଉପେନ୍ଦ୍ରନା ...
ନୂଆଦିଲ୍ଲୀ: ଇନ୍ସାଟ-୩ଡିଏସ୍ର ସଫଳ ଉତ୍କ୍ଷେପଣ ପରେ ଇସ୍ରୋ ଏବେ ଆଉ ଏକ ବଡ଼ ମିଶନ ପାଇଁ ପ୍ରସ୍ତୁତ ହେଉଛି । ବହୁ-ଆକାଂକ୍ଷିତ ପ୍ରୋଜେକ୍ଟ ନିସାର୍ ଲଞ୍ଚ୍ କରିବ ଭାରତୀୟ ମାହାକାଶ ଗବେଷଣା ସଂସ୍ଥା । ଆମେରିକୀୟ ମହାକାଶ ଏଜେନ୍ସି ନାସା ସହ ମିଶି ଏହା ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍&z ...
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ମୃତ ଓ ଗୁରୁତରମାନଙ୍କର ପରିଚୟ ମିଳିପାରି ନାହିଁ ...
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ବେଲବାହାଳି ନଇସାହି ସ୍ଥିତ ହନୁମାନ ମନ୍ଦିର ନିକଟରେ ଆତଙ୍କ ମଚାଇଛି ପାଗଳା କୁରୁର। କୁକୁର ଆକ୍ରମଣ ରେ ୨୦ରୁ ଉର୍ଦ୍ଧ ଆହତ ହୋଇଥିବା ବେଳେ ପୁଣି ୪ଜଣ ଆହତ ହୋଇ ଆନନ୍ଦପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ଆନନ୍ଦପୁର ଉପଖଣ୍ଡ ବେଲବାହାଳୀ ଗାଁରେ ଏକ ପାଗଳା ବୁଲା କୁକୁର ...
ବିବାହକୁ ୨ ବର୍ଷ ପୂରିନଥିଲା । ହେଲେ ଆଗପଛ ହୋଇ ଚାଲିଗଲେ ଦମ୍ପତି । ଏଭଳିି ଦୁଃଖଦ ଘଟଣା ଜଟଣୀରେ ଘଟିଛି । ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି ...
ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଂଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ (୧୦) ଓ ସନ୍ଧ୍ୟାରାଣୀ (୭)।
ଗ୍ରାମର ଅବକାଶ ରାଉତଙ୍କ ପାରିବାରିକ କଳହ ଯୋଗୁ ସ୍ତ୍ ...
ମଦ ନିଶାରେ ୮ ବର୍ଷର ପୁଅକୁ ମା’ ପିଟି ମାରି ଦେଇଛି ମାରିଦେଇଛି ଜନ୍ମକଲା ମା’ । ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା କାଳିମେଳା ଥାନା ତୁମ୍ଭାଗୁଡ଼ା ଗାଁରେ।
ଶନିବାର ରାତି ପ୍ରାୟ ୧୧.୩୦ରେ ୱାଗି ପଡ଼ିଆମି ନାମକ ଜଣେ ମହିଳା ନିଶାସକ୍ତ ଅବସ୍ଥାରେ ଘରକୁ ଆସିଥିଲେ। ତାଙ୍କ ସ୍ୱାମୀ ମଧ ...
ନିକଟରେ ଆମିର ଖାନ୍ ଙ୍କ ଏକ ଡିପଫେକ୍ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ମିଥ୍ୟା ପ୍ରଚାର କରାଯାଇଥିଲା ଯେ, ଅଭିନେତା ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳକୁ ସମର୍ଥନ କରୁଛନ୍ତି। ହେଲେ, ଲୋକସଭା ନିର୍ବାଚନ ୨୦୨୪ ମଧ୍ୟରେ ଏଭଳି ଭିଡିଓକୁ ଦେଖି ଆମିର ଖାନ୍ ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି।
ଏହି ଭିଡିଓ ଫେକ୍&z ...
ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ପ୍ରାୟ ଏକ ମାସ ବାକି ଅଛି। ଏହାପୂର୍ବରୁ, ଗୁଜରାଟ ଟାଇଟାନ୍ସକୁ ବଡ଼ ଝଟକା ଲାଗିଛି। ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୪ ସିଜନରେ ଦ୍ରୁତ ବୋଲର ମହମ୍ମଦ ଶାମି ଖେଳିବେନି।
ଆହତ କାରଣରୁ ତାଙ୍କୁ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଧ୍ୟ ଚୟନ କରାଯାଇ ନଥିଲା। ଏହାପରେ ଘରୋଇ ମାଟିରେ ଚାଲିଥିବା ଇ ...
ପୁଣି ବାପା ହୋଇଛନ୍ତି ବିରାଟ କୋହଲି । ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମା ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅନୁଷ୍କା ପୁତ୍ର ସନ୍ତାନକୁ ଜନ୍ମ ଦେଇଥିବା ନିଜେ ବିରାଟ ପୂରା ବିଶ୍ୱକୁ ଜଣାଇଛନ୍ତି। ଏଥିସହ ପୁଅର ନାଁ ଅକାୟ ରଖାଯାଇଥିବା ବିରାଟ କହିଛନ୍ତି।
ଉଭୟ ବିରାଟ ଓ ଅନୁଷ୍କା ନିଜ ନିଜ ସୋଶାଲ ମିଡିଆ ...
ଅଚାନକ ଅବସର ଘୋଷଣା କରିଛନ୍ତି ବେଙ୍ଗଲ କ୍ରିକେଟର ମନୋଜ ତିୱାରୀ। ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ କ୍ରିକେଟରୁ ବିଦାୟ ନେଇଛନ୍ତି ମନୋଜ । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ମନୋଜ ଅବସର ଘୋଷଣା କରିଛନ୍ତି ।
ତେବେ ଅବସର ଘୋଷଣା ପରେ ତାଙ୍କର ଏ ...
ଘର ଭିତରେ ଫାଟ ସୃଷ୍ଟି ହେବା ପଛରେ ରବୀନ୍ଦ୍ର ଜାଡେଜାଙ୍କ ବାପା ଷ୍ଟାର କ୍ରିକେଟରଙ୍କ ପତ୍ନୀଙ୍କୁ ଦାୟୀ କରିଥିଲେ। ବାପାଙ୍କ ଏପରି କଥାକୁ ମୂଲ୍ୟହୀନ ବୋଲି କହିଥିବା ଜାଡେଜା ଏବେ ପତ୍ନୀଙ୍କୁ ପୁଣି ସମର୍ଥନ କରିଛନ୍ତି। ରବୀନ୍ଦ୍ର ଜାଡେଜା ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାରକୁ ତାଙ୍କ ପତ୍ନୀଙ୍କୁ ଉତ୍ସର୍ଗ କରିଛନ୍ତି। ପତ୍ନ ...
ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ସେ ମୁମ୍ବାଇର ଜୟକିଶନ ମନାକାନୀଙ୍କୁ ବିବାହ କରିଛନ୍ତି। ଭୁବନେଶ୍ୱର ପଟିଆ ଅଞ୍ଚଳରେ ଏକ ହୋଟେଲରେ ହିନ୍ଦୁ ବୈଦିକ ରୀତିନୀତିରେ ପଦ୍ମିନୀ ଓ ଜୟକିଶିନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଉତ୍ସବରେ ଓଡ଼ିଶା ସମେତ ଦେଶର ନାମୀଦାମୀ ଚେସ୍ ତା ...
ଅହମଦାବାଦ: ଭାରତର ଅନ୍ୟତମ ଅଗ୍ରଣୀ ଟାଇଲ୍ସ, ଇଞ୍ଜିନିୟର୍ଡ ମାର୍ବଲ, କ୍ୱାର୍ଜ ଏବଂ ବାଥ୍ୱେର ବ୍ରାଣ୍ଡ୍ ଏସିଆନ୍ ଗ୍ରାନିଟୋ ଇଣ୍ଡିଆ ଲିମିଟେଡ (ଏଜିଏଲ୍) ଗର୍ବର ସହିତ ବଲିଉଡ ତାରକା ରଣବୀର ...
ଭୁବନେଶ୍ୱର: #ଇନ୍ସ୍ପାୟାରଇନ୍କ୍ଲୁଜନ୍ ନିମନ୍ତେ ବିଶ୍ୱବ୍ୟାପୀ ଆହ୍ୱାନ ମଧ୍ୟରେ ଅନ୍ୟତମ ଅଗ୍ରଣୀ ସ୍ୱାସ୍ଥ୍ୟ ଓ କଲ୍ୟାଣକାରୀ କମ୍ପାନୀ ଶକ୍ତିଶାଳୀ #ହର୍ହେଲ୍ଥଫାଷ୍ଟ ଆଭିମୁଖ୍ୟ ଜରି ...
ଭୁବନେଶ୍ୱର: ବସନ୍ତର ଆଗମନ ସହିତ ଚମକଦାର ଔଜଲ୍ୟ ଥିବା ଗହଣା ଟ୍ରେଣ୍ଡ୍କୁ ନେଇ ଷ୍ଟାଇଲ୍କୁ ଆଉ ଏକ ଉଚ୍ଚତର ସୋପାନକୁ ନେଇଯିବାର ସମୟ ଆସିଛି! ୨୦୨୪ ଏହି ସମସ୍ତ ନୂଆ ଷ୍ଟାଇଲ୍ ଟ୍ରେଣ୍ଡ୍କୁ ...
ମୁକେଶ ଅମ୍ବାନିଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ତିଆରି କରିଛି ଚାଟ ଜିପିଟିର ଦେଶୀ ଭର୍ସନ ହନୁମାନ । ଏହା ଆସନ୍ତା ମାର୍ଚ୍ଚ ମାସରେ ଭାରତରେ ଲଞ୍ଚ୍ ହେବ । କମ୍ପାନୀ ଏଥିପାଇଁ ୮ ବିଶ୍ବବିଦ୍ୟାଳୟ ସହିତ ମିଶି କାମ କରୁଛି ଯାହାକୁ 'ଭାରତ ଜିପିଟି ଗ୍ରୁପ୍' ନାଁ ଦିଆଯାଇଛି । ମଙ୍ଗଳବାର କମ୍ପାନୀ ଏକ ପ୍ରଯୁକ୍ତିବିଦ୍ ...
ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍ ମାର୍କେଟ ହଂକଂକୁ ଅତିକ୍ରମ କରିଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ସୋମବାର ଭାରତୀୟ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ଷ୍ଟକଗୁଡ଼ିକର ମିଳିତ ବଜାର କ୍ୟାପ୍ (କମ୍ପାନୀଗୁଡିକର ଶେଆର୍ ମୂଲ୍ୟ) ୪ ଲକ୍ଷ ୩୩ ହଜାର କୋଟି ଡଲାରରେ ପହଞ୍ଚିଥିଲା। ଯେତେବେଳେ ହଂକଂ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ସ ...
ନୂଆବର୍ଷରେ ଟିଭି ଦେଖିବା ହେବ ମହଙ୍ଗା । ଧାରାବାହିକ ସହ ରିୟାଲିଟି ସୋ ଦେଖିବାକୁ ଟିଭି ଅପରେଟର ସହ ଅଧିକ ଟଙ୍କା ରିଚାର୍ଜ କରିବାକୁ ପଡିବ । କାରଣ ଜି ଏଣ୍ଟରଟେନମେଣ୍ଟ, ଭାୟାକମ୍ ୧୮ ଏବଂ ସୋନି ପିକ୍ଚର୍ସ ନେଟୱାର୍କ ଇଣ୍ଡିଆ ଭଳି ଦେଶର ପ୍ରମୁଖ ପ୍ରସାରଣକାରୀମାନେ ସେମାନଙ୍କ ଟିଭି ଚ୍ୟାନେଲଗୁଡ଼ିକର ମୂଲ୍ୟ ବୃଦ୍ଧି କରି ...