ପିପିଲି : ପିପିଲି ଥାନା ଅନ୍ତର୍ଗତ ଗୋବିନ୍ଦପୁର ମାଟିଆପଡା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଏକ ଆପାର୍ଟମେଣ୍ଟ ଘର ମଧ୍ୟରୁ ଜଣେ ଅଭିଯୁକ୍ତର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ସୁଧାଂଶୁ ଭୂଷଣ ବେହେରା ବୋଲି ଜଣାପଡିଛି। ତାଙ୍କ ଘର କଟକ ଜିଲାରେ ହୋଇଥିବାବେଳେ ସେ ପିପିଲି ଥାନା ଅନ୍ତର୍ଗତ ଗୋବିନ୍ଦପୁର ମାଟି ...
ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର "ହୁଇପ୍'କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ । କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି । କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ କହିଛନ୍ତି, କଂଗ୍ରେସ ଦଳ ଝିଅ ସୋଫିଆଙ୍କୁ ଅଣ ...
ନୂଆଦିଲ୍ଲୀ : ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର । ଏବଂ ସୋସିଆଲ ମିଡିଆରେ ଅଧିକ ରୋଜଗାର କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଫେସବୁକ୍ କ୍ରିଏଟର ଫାଷ୍ଟ ଟ୍ରାକ୍ ନାମକ ଏକ ନୂଆ ପ୍ରୋଗ୍ରାମ୍ ଲଞ୍ଚ ହୋଇଛି। ଯାହା କ୍ରିଏଟରମାନଙ୍କୁ ଦ୍ରୁତ ଗତିରେ ବୃଦ୍ଧି ଏବଂ ରୋଜଗାର କରି ...
ପୋୟାଙ୍ଗୟାଙ୍ଗ୍: ଉତ୍ତର କୋରିଆରେ ଗତ ୧୫ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ବୁଧବାର ଫଳାଫଳ ପ୍ରକାଶ ପାଇଛି। ଏହି ନିର୍ବାଚନରେ ଏକଛତ୍ରବାଦ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ‘ୱାର୍କସ ପାର୍ଟି ଅଫ୍ କୋରିଆ’କୁ ରେକର୍ଡ ୯୯.୯୩ ପ୍ରତିଶତ ଭୋଟ ମିଳିଥିବା ଜଣାପଡିଛି। ...
ଯୁଦ୍ଧ ଯୋଗୁ ଇଲାଷ୍ଟିକ ମୂଲ୍ୟରେ ୨୫ ପ୍ରତିଶତ ବୃଦ୍ଧି ହେବାକୁ ଯାଉଛି । ଏଥିଯୋଗୁ ଦେଶର ପ୍ରମୁଖ ଗାର୍ମେଣ୍ଟ ବଜାର ତିରୁପୁର ସମେତ ଅନ୍ୟ ସ୍ଥାନ ଗୁଡ଼ିକରେ ଉତ୍ପାଦନ ପ୍ରଭାବିତ ହେବ । କଞ୍ଚାମାଲ ଉପରେ ପ୍ରଭାବ ପଡିବା ଫଳରେ ଏଭଳି ସ୍ଥିତି ଉପୁଜିଛି । ଫଳରେ ଇଲାଷ୍ଟିକ ଅଭାବ ସମ୍ପୂର୍ଣ୍ଣ ଯୋଗାଣ ଚେନ୍କୁ ପ୍ର ...
ଯୁଦ୍ଧର ଭୟାବହତା ଭିତରେ ତୃତୀୟ ଭାରତୀୟ ପତାକା ଥିବା ଜାହାଜ ଜଗ୍ ଲଡକି ସୁରକ୍ଷିତ ଭାବରେ ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି । ଜଗ୍ ଲଡକି ଏକ ତୈଳ ଟ୍ୟାଙ୍କର୍ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ୮୦ ହଜାର ଟନ୍ ମର୍ବାନ୍ ଅଶୋଧିତ ତୈଳ ନେଇ ଭାରତ ଆସିଛି ।
ଜଗ୍ ଲଡ୍କି ଏବଂ ଏଥିରେ ଥିବା ସମସ ...
ସୋସିଆଲ ମିଡିଆରେ ଭ୍ୟୁ ଏବଂ ଲାଇକ୍ ପାଇଁ ଲୋକମାନେ ଏତେ ତଳକୁ ଖସିଯାଉଛନ୍ତି ତାହା ଭାବିବା ମୁସ୍କିଲ । କର୍ଣ୍ଣାଟକର ବେଙ୍ଗାଲୁରୁରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ।
ଜଣେ ପୁଅ ବୋହୂ ବୃଦ୍ଧ ବାପାଙ୍କୁ ଏକ ମାନବ ପାର୍ସଲରେ ଭର୍ତ୍ତି କରି ରିଲ୍ କରିବାକୁ ଚେଷ୍ଟା କରିଛନ୍ତି । ପୁଅ-ବୋହୂ ବଡ଼ ବାକ୍ ...
ଜଗତପୁର ଥାନା ପାଗା ଫାଣ୍ଡି ଅନ୍ତର୍ଗତ ମହାଜନପୁର ନାୟକ ସାହିରେ ଅଘଟଣ। ଘରେ ବାଣ ଭିଡ଼ିଲା ବେଳେ ବିସ୍ଫୋରଣ ହୋଇଛି। ଘଟଣା ସ୍ଥଳରେ ଦମକଳ ବାହିନୀ ଓ ଜଗତପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିସ୍ଫୋରଣରେ ମହାଜନପୁର ଗାଁରେ ମା’ ଓ ଝିଅଙ୍କର ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ଅଛନ୍ତି ।
ସୂଚନା ...
ସମ୍ବଲପୁର ବୁର୍ଲାରେ ପୋଲ ଉପରୁ ମହାନଦୀକୁ ଡେଇଁ ଜୀବନ ହାରିଲେ ମହିଳା। ମୃତକ ମହିଳାଜଣକ ବୁର୍ଲାର ବୋଲି ଜଣାପଡିଛି। କାହିଁକି ଜୀବନ ହାରିଲେ କାରଣ ଅସ୍ପଷ୍ଟ ରହିଛି। ବୁର୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ହଠାତ ମହାନଦୀ ସେତୁ ଉପରକୁ ଚଢିଥିଲେ। ଏହାକୁ ଦେଖି ରାସ୍ତାରେ ଯ ...
କେନ୍ଦୁଝରଜିଲ୍ଲା ବଡ଼ବିଲ ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇ ହୋଇଛନ୍ତି। ମୃତ ମହିଳା ହେଲେ ସସ୍ମିତା ମହାନ୍ତ (୨୯)। ସ୍ବାମୀ ମନୋରଂଜନ ମହାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବଡ଼ବିଲସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନିର କର୍ମଚାରୀ ...
ଆଧ୍ୟାତ୍ମିକ ଚେତନାର ପୀଠ ଅଲାରନାଥ ମନ୍ଦିର ପରିସରରେ ଅଶାଳୀନ ରିଲ୍ସ ସୁଟିଂକୁ ନେଇ ଭକ୍ତଙ୍କ ମନରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି । ମନ୍ଦିର ମଧ୍ୟରେ ପହରା ଦେଉଥିବା ସୁରକ୍ଷାକର୍ମୀଙ୍କଠାରୁ ଆରମ୍ଭ କରି କର୍ମଚାରୀଙ୍କ ପର୍ଯ୍ୟନ୍ତ କେହି ଏହାକୁ ବାରଣ କରୁନାହାନ୍ତି ।
ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କ ପୀଠରେ ଥିବା ...
ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ପରିସରରେ ଆଦିବାସୀ କଳା ଓ କଳାବସ୍ତୁକୁ ନେଇ ୧୫ ଦିନିଆ ଲାଇଭ୍ ପ୍ରଦର୍ଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ବ୍ୟବସ୍ଥା ହୋଇଛି । କାର୍ଯ୍ୟକ୍ରମରେ ଭାଗ ନେବା ...
ଚିରସ୍ରୋତା ‘ସାଳନ୍ଦୀ ନଦୀ’ ଏବେ ଶୁଖିଗଲାଣି। ଏକଦା ସାଳନ୍ଦୀ ନଦୀର ପାଣି ହିଁ ଜିଲ୍ଲାର କୃଷିକ୍ଷେତ୍ରକୁ ବଞ୍ଚାଇ ରଖିଥିଲା। ମାତ୍ର କେତେକ ଶିଳ୍ପ ସଂସ୍ଥା ବେଆଇନ ଭାବେ ସାଳନ୍ଦୀ ନଦୀରୁ ପାଣି ନେଉଥିବାରୁ ଜାନୁଆରି ଆରମ୍ଭରୁ ଶୁଖିଗଲାଣି। ଧାନକଟା ଶେଷ ପରେ ନଦୀକୂଳରେ ବନ୍ତ, ତିହିଡ଼ି ଓ ଚାନ୍ଦବାଲି ବ୍ଲକ୍ ...
ଗୁରୁଗ୍ରାମର ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ଅକଥନୀୟ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି । ଛାତ୍ରୀ ଜଣକ ଏବେ ମେଡ଼ିକାଲରେ ଚିକିତ୍ସିତ ହେଉଥିବାବେଳେ ପୁଲିସ ଘଟଣାର ତଦନ୍ତ ଚଳାଇଛି । ୧୯ ବର୍ଷୀୟା ତ୍ରିପୁରା ଛାତ୍ରୀଙ୍କୁ ତାଙ୍କ ଲିଭ-ଇନ୍ ପାର୍ଟନର ନିର୍ମମ ଭାବରେ ମାଡ ମାରିଥିଲେ ଏବଂ ତାଙ୍କ ଗୁପ୍ତା ...
ବଲିଉଡ୍ ଫିଲ୍ମ "କେଡି: ଦ ଡେଭିଲ୍'ର ଗୀତ "ସର୍କେ ଚୁନର୍ ତେରୀ ସର୍କେ'କୁ ନେଇ ବିବାଦ ତେଜିଛି । ଗୀତରେ ନୋରା ଫତେହି ଓ ସଞ୍ଜୟ ଦତ୍ତ ଅଭିନୟ କରିଛନ୍ତି । ଗୀତରେ ଅଶ୍ଳୀଳ ଓ ଯୌନସୂଚକ ଦୃଶ୍ୟ ରହିଥିବାର ଅଭିଯୋଗ ପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
କେନ୍ଦ୍ରମନ୍ତ ...
୨୦୨୬ ଟି୨୦ ବିଶ୍ୱକପ୍ ରେ, ହାର୍ଦ୍ଦିକ ପାଣ୍ଡ୍ୟା ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ହାର୍ଦ୍ଦିକ ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଗୁଡାଇ ଗର୍ଲଫ୍ରେଣ୍ଡ ସହ ପୋଡିୟମରେ ଶୋଇ ପଡିଥିଲେ । ଏହା ଜାତୀୟ ପତାକାକୁ ଅସମ୍ମାନ । ପୁଣେର ଜଣେ ଓକିଲ ସେ ଜାତୀୟ ପତାକାକୁ ଅସମ୍ମାନୀତ କରିଥିବା ଅଭିଯୋଗ ଆଣିଛନ୍ତ ...
ଅହମଦାବାଦରେ କ୍ରିକେଟ ଷ୍ଟାଡିୟମରେ ଲକ୍ଷାଧିକ ଦର୍ଶକଙ୍କ ସମ୍ମୁଖରେ ଇତିହାସ ରଚିଛି ଭାରତ। ଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୯୬ ରନରେ ପରାସ୍ତ କରିଛି। ମ୍ୟାଚ ଆରମ୍ଭରେ ଭାରତ ଟସ ହାରି ବ୍ୟାଟିଂ କରିଥିଲା। ମ୍ୟାଚ ଆରମ୍ଭରୁ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଘାତକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡ ଦଳର ବୋଲିଂ ଫିକା ପଡିଥି ...
ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ। ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ...
ବାଂଲାଦେଶକୁ ବଡ଼ ଝଟକା। ଆଇସିସି ବାଂଲାଦେଶର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛି। ବାଂଲାଦେଶ ଭାରତରୁ ଏହାର ଟି-୨୦ ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଆଇସିସିକୁ ଅନୁରୋଧ କରିଥିଲା। ଏହା କହିଥିଲା ଯେ ଏହା ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ଭାରତ ଆସିବ ନାହିଁ । ତଥାପି, ଏକ ରିପୋର୍ଟ ଅନୁସାରେ, ବାଂଲାଦେଶକୁ ଭାରତରେ ଏହ ...
ଆବୁଧାବିରେ ଆଇପିଏଲ-୨୦୨୬ ଟୁର୍ଣ୍ଣାମେଣ୍ଟ ପାଇଁ ନିଲାମୀ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩୫୦ ଖେଳାଳି ଏବଂ ୧୦ଟି ଟିମ୍ ଅଂଶଗ୍ରହଣ କରିଥିଲେ।
ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ଖେଳାଳିମାନେ (ଆଇପିଏଲ ୨୦୨୬ ନୀଲାମୀ ବିକ୍ରି ଖେଳାଳି ତାଲିକା):
କ୍ୟାମେରନ ଗ୍ରୀନ (କେକେଆର୍) &n ...
ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏସ୍ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍ ଦି ପ୍ରିନସିପାଲ ସାଇଣ୍ଟିଫିକ ...
ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...
୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।
ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...
ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍ ଅଫ ଆଲଟିଜ୍ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...
ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...
କିଶୋରୀ ବାଳିକାମାନଙ୍କୁ ଶିକ୍ଷଣ, ଆବଶ୍ୟକ ପରାମର୍ଶ ଦେଇ ସଶକ୍ତ କରିବା ଏବଂ ଆର୍ସିବି ମହିଳା ଟିମ୍କୁ ପ୍ର୍ରତ୍ୟକ୍ଷ ଭେଟିବାର ସୁଯୋଗ ପ୍ରଦାନ ନିମନ୍ତେ ୧ଡର୍ଓମ୍ୟାନ୍ ଏକାଡେମୀ ଓ ଚାଟ୍&zw ...