ଭୁବନେଶ୍ୱର: ଓଃ କି ତାତି । ଖରା ଅସହ୍ୟ । ଆକାଶରୁ ସତେଯେମିତି ନିଆଁ ଝୁଲ ଖସୁଛି । ଜଳୁଛି ସାରା ରାଜ୍ୟ । ସାଢେ ୨ଟା ସୁଦ୍ଧା ତାପମାତ୍ରା ୪୩ ଡିଗ୍ରୀ ଟପିଛି । ସାଢେ ୨ଟା ସୁଦ୍ଧା ୪୩.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ରାଜଧାନୀର ତାପମାତ୍ରା ୪୧ ଡିଗ୍ରୀ ରହିଛି । ସେହିପରି ସମ ...
ଉତ୍ତରପ୍ରଦେଶର ହାଇ-ପ୍ରୋଫାଇଲ୍ ଅମେଠି ଲୋକସଭା ଆସନକୁ ନେଇ ଜାରି ରହିଛି ସସ୍ପେନ୍ସ। ବିଜେପି ଏହି ଆସନରେ ପ୍ରାର୍ଥୀ ଦେଇ ସାରିଥିବା ବେଳେ କଂଗ୍ରେସ ତରଫରୁ କିନ୍ତୁ ଏଯାଏଁ କୌଣସି ଘୋଷଣା ହୋଇ ନାହିଁ। କଂଗ୍ରେସର ଗଡ କୁହାଯାଉଥିବା ଏହି ଆସନରୁ କିଏ ଲଢ଼ିବ ତାକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି।
କଂଗ୍ରେ ...
ଛତିଶଗଡ଼ର ବିଜାପୁର ଜିଲ୍ଲାରେ ନିର୍ବାଚନ ଡିୟୁଟିରେ ଥିବା କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ (ସିଆରପିଏଫ)ର ଜଣେ ଯବାନ ସହିଦ ହୋଇଯାଇଛନ୍ତି। ମୃତ ଯବାନଙ୍କ ନାମ ଦେବେନ୍ଦ୍ର କୁମାର । ମାଥାଭାଙ୍ଗର ଏକ ମତଦାନ କେନ୍ଦ୍ରରେ ସମ୍ପୃକ୍ତ ଯବାନ ଜଣକ ମୁତୟନ ଥିଲେ।
ଜଣେ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ, ବିଜାପୁର ଜିଲ୍ ...
ଏଭରେଷ୍ଟ କମ୍ପାନୀର ମାଛ ମସଲାରେ କୀଟନାଶକ ଥିବା ଦର୍ଶାଇ ସିଙ୍ଗାପୁର ସରକାର ବଡ ପଦକ୍ଷେପ ନେଇଛନ୍ତି । ସିଙ୍ଗାପୁର ମାର୍କେଟରୁ ଏହି ଉତ୍ପାଦ ଫେରାଇ ନେବାକୁ ଏଭରେଷ୍ଟ କମ୍ପାନୀକୁ ନିର୍ଦ୍ଦେଶ ଦିଆଯାଇଛି । ହେଲେ ଏଭେରେଷ୍ଟ ତରଫରୁ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ପ୍ରତିକ୍ରିୟା ଦିଆଯାଇନାହିଁ ।
ଏଭରେଷ୍ଟ କମ ...
ଏକ ତରଫା ପ୍ରେମରୁ ହତ୍ୟାକାଣ୍ଡ ଘଟିଛି କର୍ଣ୍ଣାଟକ ଜିଲ୍ଲାରେ । ଜଣେ କଂଗ୍ରେସ କର୍ପୋରେଟରଙ୍କ ଝିଅକୁ ହତ୍ୟା କରାଯାଇଛି । ପ୍ରେମରେ ପାଗଳ ଜଣେ ପ୍ରେମିକ କର୍ପୋରେଟରଙ୍କ ଝିଅକୁ ମାରିଦେଇଛି । ମୃତ ଛାତ୍ରୀ ଜଣକ କଂଗ୍ରେସ କର୍ପୋରେଟର ନିରଞ୍ଜନ ହିରମାଥ୍ଙ୍କ ଝିଅ ନେହା ବୋଲି ଜଣାପଡ଼ିଛି। ହତ୍ୟାକାରୀର ନାମ ଫୟାଜ। ...
ଅହମଦାବାଦ: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ୟ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ ...
ପୁଣେ: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ଦୁନିଆର ସବୁଠାରୁ କନିଷ୍ଠ ମହିଳା ଜ୍ୟୋତି ଆମେ ନାଗପୁର ଆସନରୁ ଭୋଟ ଦେଇଛନ୍ତି। ଗିନିଜ ୱାଲର୍ଡ ରେକର୍ଡ ଅନୁଯାୟୀ, ଜ୍ୟୋତି ଦୁନିଆର ସବୁଠାରୁ ଛୋଟ ଜୀବନ୍ତ ...
ପାଠ ପଢୁନଥିବାରୁ ଆକଟ କରିଥିଲେ ବାପା । ୧୭ ବର୍ଷର ପୁଅକୁ ବାପାଙ୍କ କଥା ଭାରି କଷ୍ଟ ଦେଇଥିଲା । ହେଲେ ସେ ଏମିିତି କିଛି ରାସ୍ତା ବାଛି ନେବ ବୋଲି ଭାବିନଥିଲେ ଘର ଲୋକ । ଆତ୍ମହତ୍ୟା କରିଦେଲା ପୁଅ ।
ବାଲେଶ୍ବର ସୋର ବ୍ଲକ୍ ଆଟପୁର ପଞ୍ଚାୟତ ହଂସୀପଟଣା ଗ୍ରାମର ଗୌତମ ଲେଙ୍କା (୧୭) ସ୍ଥାନୀୟ ଉପେନ୍ଦ୍ରନା ...
ନୂଆଦିଲ୍ଲୀ: ଇନ୍ସାଟ-୩ଡିଏସ୍ର ସଫଳ ଉତ୍କ୍ଷେପଣ ପରେ ଇସ୍ରୋ ଏବେ ଆଉ ଏକ ବଡ଼ ମିଶନ ପାଇଁ ପ୍ରସ୍ତୁତ ହେଉଛି । ବହୁ-ଆକାଂକ୍ଷିତ ପ୍ରୋଜେକ୍ଟ ନିସାର୍ ଲଞ୍ଚ୍ କରିବ ଭାରତୀୟ ମାହାକାଶ ଗବେଷଣା ସଂସ୍ଥା । ଆମେରିକୀୟ ମହାକାଶ ଏଜେନ୍ସି ନାସା ସହ ମିଶି ଏହା ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍&z ...
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ମୃତ ଓ ଗୁରୁତରମାନଙ୍କର ପରିଚୟ ମିଳିପାରି ନାହିଁ ...
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ବେଲବାହାଳି ନଇସାହି ସ୍ଥିତ ହନୁମାନ ମନ୍ଦିର ନିକଟରେ ଆତଙ୍କ ମଚାଇଛି ପାଗଳା କୁରୁର। କୁକୁର ଆକ୍ରମଣ ରେ ୨୦ରୁ ଉର୍ଦ୍ଧ ଆହତ ହୋଇଥିବା ବେଳେ ପୁଣି ୪ଜଣ ଆହତ ହୋଇ ଆନନ୍ଦପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ଆନନ୍ଦପୁର ଉପଖଣ୍ଡ ବେଲବାହାଳୀ ଗାଁରେ ଏକ ପାଗଳା ବୁଲା କୁକୁର ...
ବିବାହକୁ ୨ ବର୍ଷ ପୂରିନଥିଲା । ହେଲେ ଆଗପଛ ହୋଇ ଚାଲିଗଲେ ଦମ୍ପତି । ଏଭଳିି ଦୁଃଖଦ ଘଟଣା ଜଟଣୀରେ ଘଟିଛି । ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି ...
ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଂଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ (୧୦) ଓ ସନ୍ଧ୍ୟାରାଣୀ (୭)।
ଗ୍ରାମର ଅବକାଶ ରାଉତଙ୍କ ପାରିବାରିକ କଳହ ଯୋଗୁ ସ୍ତ୍ ...
ଭୁବନେଶ୍ୱର ବିମାନବନ୍ଦରରୁ ଏକ କେଜି ସୁନା ଜବତ ହୋଇଛି। ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡ଼ିଆ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରିଛି କଷ୍ଟମ ବିଭାଗ।
ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍ରୁ ବିମାନ ଯୋଗେ ଆସି ମଙ୍ଗଳବାର ଅପରାହ୍ନର ...
ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ଗୁରୁବାର ବିଳମ୍ବିତ ରାତିରେ ଦିବ୍ୟାଙ୍କା ତ୍ରିପାଠୀଙ୍କ ଦୁର୍ଘଟଣା ହୋଇଛି । କୁହାଯାଉଛି ଯେ ଏହି ଦୁର୍ଘଟଣାରେ ଦିବ୍ୟାଙ୍କାଙ୍କ ହାତରେ ଦୁଇଟି ହାଡ ଭାଙ୍ଗି ଯାଇଛି । ତାଙ୍କୁ ଶୀଘ୍ର ଡାକ୍ତରଖାନା ନିଆଯାଇଥିଲା । ସେ ଅସ୍ତ୍ରୋପଚାର କରିଛ ...
ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ପ୍ରାୟ ଏକ ମାସ ବାକି ଅଛି। ଏହାପୂର୍ବରୁ, ଗୁଜରାଟ ଟାଇଟାନ୍ସକୁ ବଡ଼ ଝଟକା ଲାଗିଛି। ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୪ ସିଜନରେ ଦ୍ରୁତ ବୋଲର ମହମ୍ମଦ ଶାମି ଖେଳିବେନି।
ଆହତ କାରଣରୁ ତାଙ୍କୁ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଧ୍ୟ ଚୟନ କରାଯାଇ ନଥିଲା। ଏହାପରେ ଘରୋଇ ମାଟିରେ ଚାଲିଥିବା ଇ ...
ପୁଣି ବାପା ହୋଇଛନ୍ତି ବିରାଟ କୋହଲି । ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମା ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅନୁଷ୍କା ପୁତ୍ର ସନ୍ତାନକୁ ଜନ୍ମ ଦେଇଥିବା ନିଜେ ବିରାଟ ପୂରା ବିଶ୍ୱକୁ ଜଣାଇଛନ୍ତି। ଏଥିସହ ପୁଅର ନାଁ ଅକାୟ ରଖାଯାଇଥିବା ବିରାଟ କହିଛନ୍ତି।
ଉଭୟ ବିରାଟ ଓ ଅନୁଷ୍କା ନିଜ ନିଜ ସୋଶାଲ ମିଡିଆ ...
ଅଚାନକ ଅବସର ଘୋଷଣା କରିଛନ୍ତି ବେଙ୍ଗଲ କ୍ରିକେଟର ମନୋଜ ତିୱାରୀ। ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ କ୍ରିକେଟରୁ ବିଦାୟ ନେଇଛନ୍ତି ମନୋଜ । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ମନୋଜ ଅବସର ଘୋଷଣା କରିଛନ୍ତି ।
ତେବେ ଅବସର ଘୋଷଣା ପରେ ତାଙ୍କର ଏ ...
ଘର ଭିତରେ ଫାଟ ସୃଷ୍ଟି ହେବା ପଛରେ ରବୀନ୍ଦ୍ର ଜାଡେଜାଙ୍କ ବାପା ଷ୍ଟାର କ୍ରିକେଟରଙ୍କ ପତ୍ନୀଙ୍କୁ ଦାୟୀ କରିଥିଲେ। ବାପାଙ୍କ ଏପରି କଥାକୁ ମୂଲ୍ୟହୀନ ବୋଲି କହିଥିବା ଜାଡେଜା ଏବେ ପତ୍ନୀଙ୍କୁ ପୁଣି ସମର୍ଥନ କରିଛନ୍ତି। ରବୀନ୍ଦ୍ର ଜାଡେଜା ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାରକୁ ତାଙ୍କ ପତ୍ନୀଙ୍କୁ ଉତ୍ସର୍ଗ କରିଛନ୍ତି। ପତ୍ନ ...
ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ସେ ମୁମ୍ବାଇର ଜୟକିଶନ ମନାକାନୀଙ୍କୁ ବିବାହ କରିଛନ୍ତି। ଭୁବନେଶ୍ୱର ପଟିଆ ଅଞ୍ଚଳରେ ଏକ ହୋଟେଲରେ ହିନ୍ଦୁ ବୈଦିକ ରୀତିନୀତିରେ ପଦ୍ମିନୀ ଓ ଜୟକିଶିନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଉତ୍ସବରେ ଓଡ଼ିଶା ସମେତ ଦେଶର ନାମୀଦାମୀ ଚେସ୍ ତା ...
ଅହମଦାବାଦ: ଭାରତର ଅନ୍ୟତମ ଅଗ୍ରଣୀ ଟାଇଲ୍ସ, ଇଞ୍ଜିନିୟର୍ଡ ମାର୍ବଲ, କ୍ୱାର୍ଜ ଏବଂ ବାଥ୍ୱେର ବ୍ରାଣ୍ଡ୍ ଏସିଆନ୍ ଗ୍ରାନିଟୋ ଇଣ୍ଡିଆ ଲିମିଟେଡ (ଏଜିଏଲ୍) ଗର୍ବର ସହିତ ବଲିଉଡ ତାରକା ରଣବୀର ...
ଭୁବନେଶ୍ୱର: #ଇନ୍ସ୍ପାୟାରଇନ୍କ୍ଲୁଜନ୍ ନିମନ୍ତେ ବିଶ୍ୱବ୍ୟାପୀ ଆହ୍ୱାନ ମଧ୍ୟରେ ଅନ୍ୟତମ ଅଗ୍ରଣୀ ସ୍ୱାସ୍ଥ୍ୟ ଓ କଲ୍ୟାଣକାରୀ କମ୍ପାନୀ ଶକ୍ତିଶାଳୀ #ହର୍ହେଲ୍ଥଫାଷ୍ଟ ଆଭିମୁଖ୍ୟ ଜରି ...
ଭୁବନେଶ୍ୱର: ବସନ୍ତର ଆଗମନ ସହିତ ଚମକଦାର ଔଜଲ୍ୟ ଥିବା ଗହଣା ଟ୍ରେଣ୍ଡ୍କୁ ନେଇ ଷ୍ଟାଇଲ୍କୁ ଆଉ ଏକ ଉଚ୍ଚତର ସୋପାନକୁ ନେଇଯିବାର ସମୟ ଆସିଛି! ୨୦୨୪ ଏହି ସମସ୍ତ ନୂଆ ଷ୍ଟାଇଲ୍ ଟ୍ରେଣ୍ଡ୍କୁ ...
ମୁକେଶ ଅମ୍ବାନିଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ତିଆରି କରିଛି ଚାଟ ଜିପିଟିର ଦେଶୀ ଭର୍ସନ ହନୁମାନ । ଏହା ଆସନ୍ତା ମାର୍ଚ୍ଚ ମାସରେ ଭାରତରେ ଲଞ୍ଚ୍ ହେବ । କମ୍ପାନୀ ଏଥିପାଇଁ ୮ ବିଶ୍ବବିଦ୍ୟାଳୟ ସହିତ ମିଶି କାମ କରୁଛି ଯାହାକୁ 'ଭାରତ ଜିପିଟି ଗ୍ରୁପ୍' ନାଁ ଦିଆଯାଇଛି । ମଙ୍ଗଳବାର କମ୍ପାନୀ ଏକ ପ୍ରଯୁକ୍ତିବିଦ୍ ...
ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍ ମାର୍କେଟ ହଂକଂକୁ ଅତିକ୍ରମ କରିଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ସୋମବାର ଭାରତୀୟ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ଷ୍ଟକଗୁଡ଼ିକର ମିଳିତ ବଜାର କ୍ୟାପ୍ (କମ୍ପାନୀଗୁଡିକର ଶେଆର୍ ମୂଲ୍ୟ) ୪ ଲକ୍ଷ ୩୩ ହଜାର କୋଟି ଡଲାରରେ ପହଞ୍ଚିଥିଲା। ଯେତେବେଳେ ହଂକଂ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ସ ...
ନୂଆବର୍ଷରେ ଟିଭି ଦେଖିବା ହେବ ମହଙ୍ଗା । ଧାରାବାହିକ ସହ ରିୟାଲିଟି ସୋ ଦେଖିବାକୁ ଟିଭି ଅପରେଟର ସହ ଅଧିକ ଟଙ୍କା ରିଚାର୍ଜ କରିବାକୁ ପଡିବ । କାରଣ ଜି ଏଣ୍ଟରଟେନମେଣ୍ଟ, ଭାୟାକମ୍ ୧୮ ଏବଂ ସୋନି ପିକ୍ଚର୍ସ ନେଟୱାର୍କ ଇଣ୍ଡିଆ ଭଳି ଦେଶର ପ୍ରମୁଖ ପ୍ରସାରଣକାରୀମାନେ ସେମାନଙ୍କ ଟିଭି ଚ୍ୟାନେଲଗୁଡ଼ିକର ମୂଲ୍ୟ ବୃଦ୍ଧି କରି ...