୨୦ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ, ବେଳାଭୂମି ପର୍ଯ୍ୟଟନ ବନ୍ଦ

13527

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ ନେଇ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ । ୧୯ ଓ ୨୦ ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୦ ପର୍ଯ୍ୟନ୍ତ ବେଳାଭୂମି ପର୍ଯ୍ୟଟନ ବନ୍ଦ ରଖାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ...

  • 13591

    ପାର୍ବଣ ଋତୁ ଶେଷ ନ ହେଉଣୁ ଖାଉଟି ଉତ୍ପାଦ କମ୍ପାନିଗୁଡ଼ିକ ସେମାନଙ୍କ ସାମଗ୍ରୀ ଦର ବଢ଼ାଇବାକୁ ଲାଗିଲେଣି । ଏଫ୍‌ଏମ୍‌ସିଜି କମ୍ପାନିଗୁଡ଼ିକ ଉପରେ ଖର୍ଚ୍ଚ ଚାପ ଲଗାତର ଭାବେ ବୃଦ୍ଧି ପାଉଛି । ଗତ ତ୍ରୟମାସରେ ରିଫାଇନ୍‌ଡ ପାମ୍‌ ଅଏଲ, ଦୁଗ୍ଧ, ଚିନି ଏବଂ ପ୍ୟାକେଜିଂ ଲାମିନେଟ୍‌ସ ଦରରେ ୭% ପର ...

  • 14077

    ବଲିଉଡ ଅଭିନେତା ଶରଦ କପୁରଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ବାର୍ସିଲୋନାରେ ଫୁଟବଲ ଖେଳିବା ବେଳେ ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା । ସେବେଠାରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ନାହିଁ । ସେ ୱାକର୍‌ରେ ଚାଲିବା ସହ ଅଧିକାଂଶ ସମୟ ଶୋଇ ରହୁଛନ୍ତି । ମାନସିକ ଅବସାଦରେ ବି ଅଛନ୍ତି । ଏଭଳି ସ୍ଥିତିରେ କିଛି ଲୋକଙ୍ ...

  • 15404

    ବିହାରର ରାଜଧାନୀ ପାଟନାର ଏଜି କଲୋନୀରେ ରହିଛି ବିହାର ମନ୍ତ୍ରୀ ସଞ୍ଜୟ ଟାଇଗରଙ୍କ ବହୁତଳ ବିଶିଷ୍ଟ ଘର। ଛଟ୍ ପର୍ବ ସମୟରେ ଏହି ଘରେ ଚୋରି ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ଲୁଟିନେଲେ ଲକ୍ଷ ଲକ୍ଷ ଟଙ୍କାର ସୁନା, ରୁପା ଓ ନଗଦ ଟଙ୍କା। ଆଲମାରି ଭାଙ୍ଗି ଘରର ସବୁ ଜିନିଷ ଖେଳାଇଦେଲେ ଦୁର୍ବୃତ୍ତ। ନଭେମ୍ବର ୧୪ ତାରିଖ ...

  • 14984

    ମୁମ୍ବାଇରେ ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌ ଓ ପ୍ରିନ୍ସେସ୍‌ କେଟ୍‌ ମିଡଲଟନ୍‌। ତାହା ପୁଣି ନିଜେ ଷ୍ଟିୟରିଂ ଧରି ଅଟୋ ଚଳାଇଲେ ପ୍ରିନ୍ସ ୱିଲିୟମ୍‌। ଆଉ ପଛ ସିଟ୍‌ରେ ବସି ଏହି ଯାତ୍ରାର ମଜା ନେଲେ କେଟ୍‌।

    ଭାରତ ଗସ୍ତରେ ଥିବା ପ୍ରିନ୍ସ ୱି ...

  • 14351

    ୟୁଗେ ୟୁଗେଁ ଭାରତ ସଂଗ୍ରହାଳୟର ପ୍ରଥମ ଗ୍ୟାଲେରୀରେ ଶୋଭାପାଇବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ । ୟୁଗେ ୟୁଗେଁ ଗ୍ୟାଲେରୀରେ ନୃତ୍ୟରତ ହରପ୍ପା କନ୍ୟା, ଜାତୀୟ ସଂଗ୍ରହାଳୟରୁ ତକ୍ଷଶିଳା ଗହଣା, ଲଘୁ ଚିତ୍ରକଳା ଓ ଗାନ୍ଧାର କଳାକୃତି ସ୍ଥାନ ପାଇବ । ଆସନ୍ତା ବର୍ଷ ୨ୟାର୍ଦ୍ଧରେ ନର୍ଥ ବ୍ଲକ୍‌ରେ ପ୍ରଥମ ଗ୍ୟାଲ ...

  • 15680

    ବାଇକ ଚାଳକଙ୍କ ବଦଳରେ ଜଣେ ଅଟୋ ଚାଳକଙ୍କ ମୋବାଇଲକୁ ଆସିଛି ହେଲମେଟ ନ ପିନ୍ଧିବାର ଚାଲାଣ। ଗଞ୍ଜାମ ସହରର ପ୍ରଫୁଲ୍ଲ କୁମାର ପଣ୍ଡା ଗତ ସୋମବାର ନିଜ ଅଟୋ ନେଇ ଭଡ଼ାରେ ବ୍ରହ୍ମପୁର ଯାଇଥିଲେ। ଘରକୁ ଫେରିବା ପରେ ତାଙ୍କ ମୋବାଇଲକୁ ହେଲମେଟ ପିନ୍ଧି ନ ଥିବା ନେଇ ଏକ ଇ-ଚାଲାଣ ମେସେଜ ଆସିଥିଲା। ଏଥିରେ ହେଲମେଟ ବ୍ୟବହାର ନ କ ...

  • 15449

    ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...

  • 15422

    ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।  

    ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍‌ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...

  • 15113

    ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...

  • 16229

    ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...

  • 16470

    ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...

ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

15266

ଗୁଜରାଟର ରାଜକୋଟରେ ପାନ ଖାଇବାକୁ ନେଇ ପରେଶ ଚୌହାନ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଅନିଲ ଓରଫ କାନୋ ପରମାର, ଧର୍ମେଶ ଓରଫ ରାଧେ ରାଠୋର ଏବଂ ଜଣେ ନାବାଳକଙ୍କୁ ପୁଲିସ ଗିରଫ କରିଛି। ପୁଲିସର ପ୍ରାଥମିକ ତଦନ୍ତ ଅନୁସାରେ, ପାନ ଦୋକାନରେ ହୋଇଥିବା ବିବାଦ ସମ୍ପର୍କରେ ଅନିଲ ତାଙ୍କ ନାବାଳକ ସାଙ୍ଗକୁ ଜଣାଇଥିଲେ ...

15583

ଚଳଚ୍ଚିତ୍ର ‘ରାମାୟଣ’ ବକ୍ସ ଅଫିସ୍‌ରେ ଜବରଦସ୍ତ ପ୍ରଦର୍ଶନ କରୁଛି। ରିଲିଜ୍‌ ପରଠାରୁ ମାତ୍ର ୧୨ ଦିନ ମଧ୍ୟରେ ଏହାର ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି ଟଙ୍କାରେ ପହଞ୍ଚିଛି। ନିତେଶ ତିୱାରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର କପୁର ଶ୍ରୀରାମ, ସାଇ ପଲ୍ଲବୀ ସୀତା ଏବଂ ୟଶ ରାବଣ ଭୂମିକାରେ ଅ ...

  • 14464

    ଭୁବନେଶ୍ୱର, ୧୭.୧୧.୨୦୨୬: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ (ST&SC Dev Department Cultural Association) ପକ୍ଷରୁ ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ପ୍ରତି ...

  • 14928

    ଅଣ୍ଡର-୧୯ ଏସିଆ କପ ୨୦୨୬ର ଫାଇନାଲ ମହା ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ ହୋଇଛି। ୩୩୮ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ ଭଲ ଆରମ୍ଭ କରିଥିଲା। ହେଲେ ମଧ୍ୟକ୍ରମର ବ୍ୟାଟରମାନେ ବିଫଳ ହେବାରୁ ଦଳ ପରାଜୟର ଦ୍ୱାରଦେଶରେ ପହଞ୍ଚି ଯାଇଥିଲା।

    ୨୫୨ ରନ ସ୍କୋରରେ ଭାରତ ଅଷ୍ଟମ ଉଇକେଟ ହରାଇଥିଲା ...

  • 14811

    ଟେଷ୍ଟ କ୍ରିକେଟ୍ ରୁ ଅବସର ଘୋଷଣା କଲେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି। ୬୪ଟି ଟେଷ୍ଟ, ୨୨୯ ୱିକେଟ୍ ଓ ଅନେକ ସ୍ମରଣୀୟ ପ୍ରଦର୍ଶନ ସହ ଶେଷ ହୋଇଛି ସାମିଙ୍କ ୧୩ ବର୍ଷର ଟେଷ୍ଟ ଯାତ୍ରା। ସୋସିଆଲ ମିଡିଆରେ ଭାବପ୍ରବଣ ପୋଷ୍ଟ କରି ଟେଷ୍ଟ କ୍ରିକେଟକୁ ବାଏ ବାଏ କହିଛନ୍ତି ସାମି।

    ୨୦୨୩ ଜୁନରେ ଦି ଓଭାଲରେ ଅଷ୍ଟ୍ରେ ...

  • 14550

    ମର୍ସିଡିଜ୍‌ ଚାଳକ କିମି ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରିରେ ବିଜେତା ହୋଇଛନ୍ତି। ସଂପ୍ରତି ସେ ଚାଳକ ଦୌଡ଼ରେ ୩୬୫ ପଏଣ୍ଟ ସହ ଶୀର୍ଷରେ ରହିଛନ୍ତି। ତାଙ୍କ ମର୍ସିଡିଜ୍‌ ସାଥୀ ଜର୍ଜ ରସେଲ (୨୪୨) ଦ୍ବିତୀୟ ସ୍ଥାନରେ ରହିଛନ୍ତି। ଏଥସହ ସେ ସର୍ବକନିଷ୍ଠ ଚାଳକ ଭାବେ ଫର୍ମୁଲା ୱାନ୍‌ ବିଜେତା ହେବାର ...

  • 15229

    ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...

ଏକ ନଜରରେ ଖବର