ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ନେଇ ସରିଲା ପ୍ରଚାର । ଆଜି ହ୍ଵାଏ ଆଇ ଷ୍ଟାଣ୍ଡ ଫର ମିଟିଂ । ଆସନ୍ତାକାଲି ବଛା ହେବେ ଛାତ୍ର ନେତା । ଛାତ୍ର ସଂସଦ ନିର୍ବାଚନ ନେଇ ଅପିଲ୍ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ସବୁ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ । ବିନା ...
ଭୁବନେଶ୍ୱର, ତା 21.09.26 ରିଖ : ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ଆଜି ଶଙ୍ଖ ଭବନରେ ବିରୋଧୀ ଦଳ ନ ...
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାର ...
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତଙ୍କ ଆଉ ଏକ ବକ୍ତବ୍ୟରୁ ପୁଣି ଏକ ନୂଆ ଦଳ ଜନ୍ମ ନେଇଛି। "କକ୍ରୋଚ୍ ଜନତା ପାର୍ଟି" (CJP) ପରେ, "ମଖି ଜନତା ପାର୍ଟି" (MJP) ଏବେ ସୋସିଆଲ ମିଡିଆରେ ପ୍ରବେଶ କରିଛି । MJP ଦାବି କରିଛି ଯେ ଏହାର ଇନଷ୍ଟାଗ୍ରାମ ପେଜରେ ମାତ୍ର ୭୨ ଘଣ୍ଟା ମଧ୍ୟରେ ୪ ...
ମଙ୍ଗଳବାର ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍. ମୁରୁଗନ୍ କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି। ଏଲ୍. ମୁରୁଗନ୍ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି , ପ୍ରଧାନ ...
ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପଛରେ ପ୍ରକୃତ କାରଣ କ’ଣ, ତାହା ଏବେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ମାତ୍ର ୬ ମାସ ମଧ୍ୟରେ ତିନି ଭାଇଙ୍କ ଜୀବନ ଚାଲିଯାଇଥିବାରୁ ପରିବାର ସହ ସ୍ଥାନୀୟ ଲୋକେ ମଧ୍ୟ ଗଭୀର ଶୋକ ଓ ଆଶଙ୍କାରେ ଅଛନ୍ତି। ...
ବିହାର ହାଜିପୁର ଜିଲ୍ଲା ରାମପୁର ଶ୍ୟାମଚାନ୍ଦ ଗ୍ରାମରେ ଅଘଟଣ ଘଟିଛି। ଡଙ୍ଗା ବୁଡ଼ି ଶିଶୁଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ ଦୁର୍ଘଟଣାର କାରଣ ସମ୍ପର୍କରେ ବିସ୍ତୃତ ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ।
ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...
ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।
ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...
ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...
ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...
ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...
କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍ ମୋଟରସାଇକଲ୍ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...
ତେଲେଙ୍ଗାନାର ଜଣେ କୃଷି ବିଜ୍ଞାନୀଙ୍କ ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା କରାଯାଇଛି। ଅଭିଯୁକ୍ତଙ୍କୁ ସୁରକ୍ଷାକର୍ମୀ ବିକ୍ରମ ଭାବରେ ଚିହ୍ନଟ କରାଯାଇଛି। ସିସିଟିଭି ଫୁଟେଜରେ ସୁରକ୍ଷାକର୍ମୀ ଝିଅଟିକୁ ଅନୁସରଣ କରୁଥିବାର ଦେଖାଯାଉଛି। ଘଟଣାର ଦୁଇ ଦିନ ପୂର୍ବରୁ ମଧ୍ୟ ଅଭିଯୁକ୍ତକୁ ଘର ଭିତରେ ସନ୍ଦେହଜନକ ଭାବରେ ...
୭୫ ବର୍ଷ ବୟସରେ ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।
ନାନା ପାଟେକର ସେହି ଅଭିନେତାମାନଙ୍କ ମଧ୍ୟରୁ ଜଣେ ଥିଲେ । ତାଙ୍କର ପ୍ରସ ...
ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...
ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା ସହିତ ଥିବା କ୍ୟାପସନରେ ତାଙ୍କ ଅବସରକୁ ସମ୍ବୋଧିତ କରାଯାଇଛି। ...
ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍. ପ୍ରଜ୍ଞାନନନ୍ଦ ସେଣ୍ଟ୍ ଲୁଇସ୍ରେ ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ନିଜ ନାମରେ କରିଛନ୍ତି। ଏହି ଟ୍ରଫି ଜିତିବାରେ ସେ ପ୍ରଥମ ଭାରତୀୟ ଚେସ୍ ଖେଳାଳି ହୋଇଛନ୍ତି। ଫାଇନାଲ୍ ମୁକାବିଲାର ଶେଷ ଦିନରେ ବର୍ତ୍ତମାନର ଚାମ୍ପିୟନ୍ ଫାବିଆନୋ କାରୁଆନାଙ୍କଠାରୁ ୬ ପଏଣ୍ଟ ପଛରେ ଥିଲେ ମଧ୍ୟ ପ୍ରଜ୍ଞ ...
ନୂଆ ଇତିହାସ ରଚିଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍ ପ୍ରଜ୍ଞାନନ୍ଦ। ପ୍ରଥମ ଭାରତୀୟ ଭାବେ ସେ ନରୱେ ଚେସ୍ରେ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଆମେରିକାର ୱେସ୍ଲେ ସୋ’ଙ୍କୁ ପଛରେ ପକାଇ ଟ୍ରଫି ଜିତିବାର ସଫଳ ହୋଇଥିଲ।
ନରୱେ ଚେସ୍ରେ ଖେଳାଯାଇଥିବା ଏହି ପ୍ ...
ଅହମଦାବାଦ, ମେ ୩୧: ରବିବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ...
ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...
ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...
ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...
ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ୪ ବର୍ଷ ପରେ ୫.୨୫%ରୁ ବୃଦ୍ଧି ପାଇ ୫.୫୦% ହୋଇଛି ରେପୋ । ୪୪ ମାସ ପରେ ସୁଧହାର ବୃଦ୍ଧି କରିଛି ଆରବିଆଇ ଏମପିସି । ଏହି ବୃଦ୍ଧି ପରେ ସାଧାରଣ ଲୋକଙ୍କ ଋଣ ଇଏମଆଇ ବୃଦ୍ଧି ପାଇବ । ଏଣିକି ମହଙ୍ଗା ହେବ ଘର ଓ କାର୍ ଋଣ । ...
ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି
ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...
ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି । ...