ଭୁବନେଶ୍ବର :ଜଗତ ଜନନୀ ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଆଜି ମାଆଙ୍କ ମହା ଅଷ୍ଟମୀ ପୂଜା। ଏନେଇ ଉଭୟ ମଣ୍ଡପ ଓ ଶକ୍ତିପୀଠରେ ସ୍ବତନ୍ତ୍ର ନୀତିକାନ୍ତି ସହ ପୂଜାର୍ଚ୍ଚନା ଅନୁଷ୍ଠିତ ହେଉଛି। ମା’ଙ୍କ ଦର୍ଶନ ପାଇଁ ଶକ୍ତିପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି।
ସେହି ...
ଭୁବନେଶ୍ୱର, ତା 21.09.26 ରିଖ : ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ଆଜି ଶଙ୍ଖ ଭବନରେ ବିରୋଧୀ ଦଳ ନ ...
କୋଲକାତା: ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା ରୁଜୁ କରିଛି ଏବଂ ଆୟୋଜକଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଛି । ପଶ୍ଚିମ ...
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାତ୍ର ୫ ଦିନ ଭିତରେ ତାଙ୍କର ନୂଆ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇ ଦେଇଛନ୍ତି। ଜାକାରିଆ ସୋମବାର କାର୍ଯ୍ୟଭାର ଗ୍ରହଣ କରିଥିଲେ। ଟ୍ରମ୍ପ ତାଙ୍କ ନିଯୁକ୍ତି ଉପରେ ପୁନର୍ବିଚାର କରିବାକୁ କହିଥିଲେ। ସୂଚନା ଅନୁଯାୟୀ, ଓକିଲ ଭାବେ ଜାକାରିଆଙ୍କ ଯୋଗ୍ୟତାକୁ ...
ତିରୁଅନନ୍ତପୁରମ୍: କେରଳ ବିରୋଧୀ ଦଳ ନେତା ପିନାରାଇ ବିଜୟନ୍ଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ତରଫରୁ ସମନ ଜାରି କରାଯାଇଛି। କୋଚିନ୍ ମିନେରାଲ ଓ ରୁଟାଇଲ ଲିମିଟେଡ୍(ସିଏମ୍ଆରଏଲ)ରେ ବେଆଇନ ଅର୍ଥ କାରବାରରେ ବିଜୟନ୍ଙ୍କ ସଂପୃକ୍ତି ଥିବା ଅଭିଯୋଗରେ ଏହି ସମନ ଜାରି ହୋଇଛି। ...
ୱାଶିଂଟନ : ଆମେରିକାରେ ଭୟରେ କାଳ କାଟୁଛନ୍ତି ଭାରତୀୟ। ଏହି ଭୟ ଯୋଗୁଁ କାଲିଫର୍ଣ୍ଣିଆରେ ପ୍ରାୟ ୩୦ ହଜାର ଭାରତୀୟ ଶ୍ରମିକଙ୍କୁ ଚାଷ କାମ ଛାଡ଼ିବାକୁ ପଡ଼ିଛି। ଅଧିକାଂଶ ଶ୍ରମିକଙ୍କ ପାଖରେ ଆମେରିକାରେ ରହିବାକୁ ଓ କାମ କରିବାକୁ ସବୁ ପ୍ରମାଣପତ୍ର ନ ଥିବାରୁ ଏହି ସ୍ଥିତି ସୃଷ୍ଟି ହୋଇଛି। ଇମିଗ୍ରେସନ ଏଜେନ୍ସି ଆଇସିଇର ...
କୁପୱାଡା: ଜମ୍ମୁ-କାଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ସେନାକୁ ମିଳିଛି ବଡ଼ ଧରଣର ସଫଳତା। କୁପଓ୍ବାଡାରେ ଶନିବାର ଭୋର ପ୍ରାୟ ୩ଟା ୩ ୦ ମିନିଟ୍ରେ କୈରନ୍ ସେକ୍ଟରର ଜୁମାଗୁଡ ଅଞ୍ଚଳରେ ଏହି ସଂଘର୍ଷ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବାର ଖବର ମିଳିଛି। ବର୍ତ୍ତମାନ ସ ...
ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...
ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।
ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...
ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...
ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...
ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...
କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍ ମୋଟରସାଇକଲ୍ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...
ଗୁଜରାଟର ରାଜକୋଟରେ ପାନ ଖାଇବାକୁ ନେଇ ପରେଶ ଚୌହାନ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଅନିଲ ଓରଫ କାନୋ ପରମାର, ଧର୍ମେଶ ଓରଫ ରାଧେ ରାଠୋର ଏବଂ ଜଣେ ନାବାଳକଙ୍କୁ ପୁଲିସ ଗିରଫ କରିଛି। ପୁଲିସର ପ୍ରାଥମିକ ତଦନ୍ତ ଅନୁସାରେ, ପାନ ଦୋକାନରେ ହୋଇଥିବା ବିବାଦ ସମ୍ପର୍କରେ ଅନିଲ ତାଙ୍କ ନାବାଳକ ସାଙ୍ଗକୁ ଜଣାଇଥିଲେ ...
ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି ସାଉଥ୍ ସୁପରଷ୍ଟାର୍ ରାମ ଚରଣ ଓ ଲୋକପ୍ରିୟ ନିର୍ଦ୍ଦେଶକ ସୁକୁମାର। ଏହାର ଟାଇଟଲ୍ ଅସ୍ଥାୟୀ ଭାବେ ‘ଆର୍ସି-୧୭’ ରଖାଯାଇଛି। ଏହି ଫିଲ୍ମକୁ ନେଇ ଏବେ ଆଉ ଏକ ଖବର ସିନେପ୍ରେମୀଙ୍କ ଧ୍ୟାନ ଆକର୍ଷଣ କରିଛି। ‘ଧୁରନ୍ଧର’ ଫେମ୍ ଅଭିନେତ୍ରୀ ସାରା ଅର୍ଜୁନ ଏଥିରେ ...
ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...
ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା ସହିତ ଥିବା କ୍ୟାପସନରେ ତାଙ୍କ ଅବସରକୁ ସମ୍ବୋଧିତ କରାଯାଇଛି। ...
ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍. ପ୍ରଜ୍ଞାନନନ୍ଦ ସେଣ୍ଟ୍ ଲୁଇସ୍ରେ ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ନିଜ ନାମରେ କରିଛନ୍ତି। ଏହି ଟ୍ରଫି ଜିତିବାରେ ସେ ପ୍ରଥମ ଭାରତୀୟ ଚେସ୍ ଖେଳାଳି ହୋଇଛନ୍ତି। ଫାଇନାଲ୍ ମୁକାବିଲାର ଶେଷ ଦିନରେ ବର୍ତ୍ତମାନର ଚାମ୍ପିୟନ୍ ଫାବିଆନୋ କାରୁଆନାଙ୍କଠାରୁ ୬ ପଏଣ୍ଟ ପଛରେ ଥିଲେ ମଧ୍ୟ ପ୍ରଜ୍ଞ ...
ନୂଆ ଇତିହାସ ରଚିଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍ ପ୍ରଜ୍ଞାନନ୍ଦ। ପ୍ରଥମ ଭାରତୀୟ ଭାବେ ସେ ନରୱେ ଚେସ୍ରେ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଆମେରିକାର ୱେସ୍ଲେ ସୋ’ଙ୍କୁ ପଛରେ ପକାଇ ଟ୍ରଫି ଜିତିବାର ସଫଳ ହୋଇଥିଲ।
ନରୱେ ଚେସ୍ରେ ଖେଳାଯାଇଥିବା ଏହି ପ୍ ...
ଅହମଦାବାଦ, ମେ ୩୧: ରବିବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ...
କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ
ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...
ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି
ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...
ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...
ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...
ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...
ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ୪ ବର୍ଷ ପରେ ୫.୨୫%ରୁ ବୃଦ୍ଧି ପାଇ ୫.୫୦% ହୋଇଛି ରେପୋ । ୪୪ ମାସ ପରେ ସୁଧହାର ବୃଦ୍ଧି କରିଛି ଆରବିଆଇ ଏମପିସି । ଏହି ବୃଦ୍ଧି ପରେ ସାଧାରଣ ଲୋକଙ୍କ ଋଣ ଇଏମଆଇ ବୃଦ୍ଧି ପାଇବ । ଏଣିକି ମହଙ୍ଗା ହେବ ଘର ଓ କାର୍ ଋଣ । ...