ଏଣିକି ପ୍ରତିମାସରେ ଦୁଇଥର କ୍ୟାବିନେଟ ବୈଠକ

14917

ଭୁବନେଶ୍ୱର: ରାଜ୍ୟ ପ୍ରଶାସନର ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବ । ବିଶେଷ କରି କ୍ୟାବିନେଟ୍ ନିଷ୍ପତ୍ତିର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି । ତେଣୁ ଏଣିକି ପ୍ରତିମାସରେ ଦୁଇଥର କ୍ୟାବିନେଟ ବୈଠକ ବସିବ । ଏଥିପାଇଁ ସମସ୍ତ ପ୍ରଶାସନିକ ବିଭାଗକୁ ଆଗୁଆ ନିଜର ପ୍ରସ୍ତାବ ...

14623

ବିହାର, ମଧ୍ୟପ୍ରଦେଶ ଏବଂ ଗୁଜରାଟର ୩ଟି ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନ ଫଳାଫଳ ସାମ୍ନାକୁ ଆସିଛି । ବିହାରର ବାଙ୍କିପୁରରେ ଜନସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର (ପିକେ) ୧୯,୩୨୪ ଖଣ୍ଡ ଭୋଟ୍ ବ୍ୟବଧାନରେ ପ୍ରଚଣ୍ଡ ବିଜୟ ହାସଲ କରିଛନ୍ତି । ବିଜେପି ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରି ସେ ନି ...

  • 16292

    ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...

  • 16134

    କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍‌ ମୋଟରସାଇକଲ୍‌ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...

  • 16090

    ଉଦଳା ଥାନା ଜଗନ୍ନାଥୀ ଗ୍ରାମରେ ଲୁଗା ଦୋଳିରେ ଖେଳୁଥିବା ବେଳେ ବେକରେ ଫାଶ ପଡି ଚାଲିଗଲା ନାବାଳକର ଜୀବନ। ମୃତ ନାବାଳକ ଜଣକ ହେଲେ ସତ୍ୟ ମୁର୍ମୁ ।

    ଉଦଳା ଥାନା ଜଗନ୍ନାଥୀ ଗ୍ରାମର ଦୁର୍ଗା ମୁର୍ମୁଙ୍କ ସାନପୁଅ ସତ୍ୟ ମୁର୍ମୁ ଘର ବାଡ଼ିରେ ଆତ ଗଛରେ ଶାଢ଼ୀରେ ହୋଇଥିବା ଦୋଳିରେ ବସି ଝୁଲୁଥିଲା। ପୁଅ ଖେଳୁଥିବା ଦେଖ ...

  • 14814

    ସାରା ଦେଶରେ ପାଟଣା ବ୍ଲକ୍‌ର ଡିଆନାଳୀ ଗ୍ରାମ ଜିତୁ ମୁଣ୍ଡାର ଘଟଣା ଖବରର ଶିରୋନାମା ପାଲଟିଛି। ୩ ମାସ ତଳେ ପ୍ରାଣ ହରାଇଥିବା ଭଉଣୀର ମୃତଦେହକୁ ଖୋଳି ବାହାର କରି ବ୍ୟାଙ୍କରେ ପହଞ୍ଚିବା ଘଟଣା ସାରା ବିଶ୍ୱରେ ଆଲୋଡ଼ନ କରିଛି । ଏହି ଘଟଣାରେ ରବିବାର ପୁଣି ଥରେ ଜିତୁ ମୁଣ୍ଡାର ପରିବାର ଶୁଦ୍ଧି ହେବେ । 

  • 15619

    ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । କଏଦୀଙ୍କ ଝୁଲନ୍ତା ମୃତାଦେହ ଶୌଚାଳୟରୁ ମିଳିଛି । ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦୀପ୍ତି ରଞ୍ଜନ ସ୍ୱାଇଁ ।  

    ଜେଲ୍ କର୍ତ୍ତୃପକ୍ଷଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୩ ମସିହାରେ ଏକ ଦୁଷ୍କର୍ମ ଅଭିଯୋଗ ...

  • 14531

    କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲୁଟ୍ ହୋଇ ଚାଲିଛି । ଦୁଇଦିନ ଭିତରେ ଦୁଇଟି ଲୁଟ୍ ପୁଲିସ ନିଦ ହଜାଇ ଦେଇଛି । ଗତ ମଙ୍ଗଳବାର ସୁଲଣ ଗାଁ ନିକଟରୁ ମଧୁସୂଦନ ଜେନାଙ୍କ ଘରୁ ଲୁଟ୍ ହୋଇଥିଲା । ମଧୁସୂଦନ ଶିକ୍ଷକ ହୋଇଥିବାରୁ ସେ ସ୍କୁଲ ଯିବାପରେ ତାଙ୍କ ଅନୁପସ୍ଥିତର ସୁଯୋଗ ନେଇ ଦୁର୍ବୃତ୍ତମାନ ...

ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

15154

ଭୋପାଳରେ ଛୋଟା ତାଳାବ ଧୋବି ଘାଟରୁ ମିଳିଥିବା ୧୬ ବର୍ଷୀୟ କିଶୋରଙ୍କ ମୃତଦେହ ମାମଲା ୧୧ ଦିନ ମଧ୍ୟରେ ସମାଧାନ ହୋଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତମାନେ ଏକ ରିଲରେ ଦେଖିଥିଲେ ଯେ ଶରୀରର ପ୍ରାଇଭେଟ ପାର୍ଟ ବିକ୍ରି କଲେ ୧.୨୦ କୋଟି ଟଙ୍କା ମିଳିଥାଏ। ଏହି ରିଲରୁ ପ୍ରଭାବିତ ହୋଇ ଅଭିଯୁକ୍ତମାନେ ରେହାନଙ୍କ ହତ୍ୟା ...

14140

ସୁନିତା ଆହୁଜାଙ୍କୁ ମୁମ୍ବାଇର ଫ୍ୟାମିଲି କୋର୍ଟ ବାହାରେ ଦେଖିବା ପରେ ଗୋବିନ୍ଦା ଓ ତାଙ୍କ ପତ୍ନୀଙ୍କ ମଧ୍ୟରେ ମତଭେଦ ଥିବା ଏବଂ ଛାଡପତ୍ର ହୋଇପାରେ ବୋଲି ଖବର ସାମ୍ନାକୁ ଆସିଥିଲା। ତେବେ ଏବେ ଏହି ଘଟଣାରେ ନୂଆ ମୋଡ଼ ଆସିଛି। ଗୋବିନ୍ଦାଙ୍କ ମ୍ୟାନେଜର ଶଶି ସିହ୍ନାଙ୍କ ସୂଚନା ଅନୁସାରେ, ସୁନିତା ଆହୁଜା ଗୋବିନ୍ଦାଙ୍କ ବି ...

ଏକ ନଜରରେ ଖବର