ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ଆଜି ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର ଅଭିଯାନ ଜାରି ରହିଛି । ଗତକାଲି ପାଣ୍ଡିଆନ କୋରାପୁଟ ଲୋକସଭା ଅନ୍ତର୍ଗତ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳିରେ ପ୍ରଚାର କରିଥିଲେ । ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ଉମରକୋଟ, ଝରିଗାଁ, ଡାବୁଗା ...
ଉତ୍ତରପ୍ରଦେଶର ହାଇ-ପ୍ରୋଫାଇଲ୍ ଅମେଠି ଲୋକସଭା ଆସନକୁ ନେଇ ଜାରି ରହିଛି ସସ୍ପେନ୍ସ। ବିଜେପି ଏହି ଆସନରେ ପ୍ରାର୍ଥୀ ଦେଇ ସାରିଥିବା ବେଳେ କଂଗ୍ରେସ ତରଫରୁ କିନ୍ତୁ ଏଯାଏଁ କୌଣସି ଘୋଷଣା ହୋଇ ନାହିଁ। କଂଗ୍ରେସର ଗଡ କୁହାଯାଉଥିବା ଏହି ଆସନରୁ କିଏ ଲଢ଼ିବ ତାକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି।
କଂଗ୍ରେ ...
ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଲେଶ ଯାଦବ ଲୋକସଭା ନିର୍ବାଚନ ଲଢ଼ିବେ। ସେ ଉତ୍ତର ପ୍ରଦେଶ କନୌଜ ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି । ଏହି ଆସନରୁ ଅଖିଲେଶ ପୂର୍ବରୁ ୩ଥର ଜିତିଥିଲେ। ସେ ...
ଅରୁଣାଚଳ ପ୍ରଦେଶରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଚୀନ୍ର ସୀମାକୁ ସଂଯୋଗ କରୁଥିବା ଏକ ରାଜପଥରେ ଏହି ଭୂସ୍ଖଳନ ହୋଇଥିବା ସୂଚନା ରହିଛି। ଏହି କାରଣ ଯୋଗୁ ଚୀନ୍ ସୀମାବର୍ତ୍ତୀ ଅଞ୍ଚଳ ସହିତ ଯୋଗାଯୋଗ ନଷ୍ଟ ହୋଇଯାଇଛି। ଏଥିରେ ଦିଭଙ୍ଗ ଉପତ୍ୟକା ମଧ୍ୟ ସାମିଲ ଅଛି। ଏହା ହେଉଛି ଏକମାତ୍ର ମାର୍ଗ ଯାହାକି ଦି ...
ବିହାରରେ JDU ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତ ଜେଡିୟୁ ନେତା ସୌରଭ କୁମାର ବୋଲି ଜଣାପଡିଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ସକାଳେ ଏହି ଘଟଣା ପରେ ଲୋକମାନେ ପାଟନା-ପୁନପୁନ ରାସ୍ତା ଅବରୋଧ କରି ହଙ୍ଗାମା ସୃଷ୍ଟି କରିଛନ୍ତି।
ସୂଚନା ଅନୁସାରେ, ...
ହର୍ଲିକ୍ସକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ହିନ୍ଦୁସ୍ତାନ ୟୁନିଲିଭର ଲିମିଟେଡ୍ (ଏଚୟୁଏଲ) ହର୍ଲିକ୍ସର ‘ହେଲଥ ଡ୍ରିଙ୍କ୍ସ’ ବର୍ଗକୁ ବଦଳାଇ ପୁଣିଥରେ ନାମିତ କରିଛି। ପରିବର୍ତ୍ତିତ ନାମ ଅନୁଯାୟୀ ହର୍ଲିକ୍ସ ହେଉଛି ‘ଫଙ୍କସନାଲ ନ୍ୟୁଟ୍ରିସନାଲ ଡ୍ରିଙ୍କ୍ସ’ (ଏଫଏନଡି) ...
ଝାଡ଼ଖଣ୍ଡରେ ବାର୍ଡ ଫ୍ଲୁ ବ୍ୟାପକ ଭାବରେ ବ୍ୟାପି ଚାଲିଛି। ଏଥିପାଇଁ ରାଞ୍ଚିରେ ଏକ ସତର୍କ ସୂଚନା ଜାରି କରାଯାଇଛି। ବାର୍ଡ ଫ୍ଲୁ ବିପଦକୁ ଦେଖି ଏପର୍ଯ୍ୟନ୍ତ ୪୦୦୦ରୁ ଅଧିକ ପକ୍ଷୀଙ୍କୁ ମାରି ଦିଆଯାଇଛି।
ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ ହୋଇଥିଲା ...
ପାଠ ପଢୁନଥିବାରୁ ଆକଟ କରିଥିଲେ ବାପା । ୧୭ ବର୍ଷର ପୁଅକୁ ବାପାଙ୍କ କଥା ଭାରି କଷ୍ଟ ଦେଇଥିଲା । ହେଲେ ସେ ଏମିିତି କିଛି ରାସ୍ତା ବାଛି ନେବ ବୋଲି ଭାବିନଥିଲେ ଘର ଲୋକ । ଆତ୍ମହତ୍ୟା କରିଦେଲା ପୁଅ ।
ବାଲେଶ୍ବର ସୋର ବ୍ଲକ୍ ଆଟପୁର ପଞ୍ଚାୟତ ହଂସୀପଟଣା ଗ୍ରାମର ଗୌତମ ଲେଙ୍କା (୧୭) ସ୍ଥାନୀୟ ଉପେନ୍ଦ୍ରନା ...
ନୂଆଦିଲ୍ଲୀ: ଇନ୍ସାଟ-୩ଡିଏସ୍ର ସଫଳ ଉତ୍କ୍ଷେପଣ ପରେ ଇସ୍ରୋ ଏବେ ଆଉ ଏକ ବଡ଼ ମିଶନ ପାଇଁ ପ୍ରସ୍ତୁତ ହେଉଛି । ବହୁ-ଆକାଂକ୍ଷିତ ପ୍ରୋଜେକ୍ଟ ନିସାର୍ ଲଞ୍ଚ୍ କରିବ ଭାରତୀୟ ମାହାକାଶ ଗବେଷଣା ସଂସ୍ଥା । ଆମେରିକୀୟ ମହାକାଶ ଏଜେନ୍ସି ନାସା ସହ ମିଶି ଏହା ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍&z ...
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ମୃତ ଓ ଗୁରୁତରମାନଙ୍କର ପରିଚୟ ମିଳିପାରି ନାହିଁ ...
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ବେଲବାହାଳି ନଇସାହି ସ୍ଥିତ ହନୁମାନ ମନ୍ଦିର ନିକଟରେ ଆତଙ୍କ ମଚାଇଛି ପାଗଳା କୁରୁର। କୁକୁର ଆକ୍ରମଣ ରେ ୨୦ରୁ ଉର୍ଦ୍ଧ ଆହତ ହୋଇଥିବା ବେଳେ ପୁଣି ୪ଜଣ ଆହତ ହୋଇ ଆନନ୍ଦପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ଆନନ୍ଦପୁର ଉପଖଣ୍ଡ ବେଲବାହାଳୀ ଗାଁରେ ଏକ ପାଗଳା ବୁଲା କୁକୁର ...
ବିବାହକୁ ୨ ବର୍ଷ ପୂରିନଥିଲା । ହେଲେ ଆଗପଛ ହୋଇ ଚାଲିଗଲେ ଦମ୍ପତି । ଏଭଳିି ଦୁଃଖଦ ଘଟଣା ଜଟଣୀରେ ଘଟିଛି । ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି ...
ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଂଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ (୧୦) ଓ ସନ୍ଧ୍ୟାରାଣୀ (୭)।
ଗ୍ରାମର ଅବକାଶ ରାଉତଙ୍କ ପାରିବାରିକ କଳହ ଯୋଗୁ ସ୍ତ୍ ...
ଭୁବନେଶ୍ୱର ବିମାନବନ୍ଦରରୁ ଏକ କେଜି ସୁନା ଜବତ ହୋଇଛି। ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡ଼ିଆ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରିଛି କଷ୍ଟମ ବିଭାଗ।
ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍ରୁ ବିମାନ ଯୋଗେ ଆସି ମଙ୍ଗଳବାର ଅପରାହ୍ନର ...
ନିକଟରେ ରଣବୀର ସିଂହଙ୍କ ଡିପ୍ ଫେକ୍ ଭିଡିଓ ସାମ୍ନାକୁ ଆସିଛି। ଏହି ନକଲି ଭିଡିଓରେ ରଣବୀର ଦେଶର ମହଙ୍ଗା ସ୍ଥିତି ଓ ବେରୋଜଗାରୀ ନେଇ ମୋଦୀ ସରକାରଙ୍କୁ ନିନ୍ଦା କରୁଥିବାର ଦେଖିବାକୁ ମଳିଥିଲା। ହେଲେ ଅଭିନେତା ଏକଥା ଜାଣିବା ପରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଚିନ୍ତା ବ୍ୟକ୍ତ କରିଥିଲେ। ଏବେ ରଣବୀର ଭିଡିଓ ନେଇ ମ ...
ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ପ୍ରାୟ ଏକ ମାସ ବାକି ଅଛି। ଏହାପୂର୍ବରୁ, ଗୁଜରାଟ ଟାଇଟାନ୍ସକୁ ବଡ଼ ଝଟକା ଲାଗିଛି। ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୪ ସିଜନରେ ଦ୍ରୁତ ବୋଲର ମହମ୍ମଦ ଶାମି ଖେଳିବେନି।
ଆହତ କାରଣରୁ ତାଙ୍କୁ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଧ୍ୟ ଚୟନ କରାଯାଇ ନଥିଲା। ଏହାପରେ ଘରୋଇ ମାଟିରେ ଚାଲିଥିବା ଇ ...
ପୁଣି ବାପା ହୋଇଛନ୍ତି ବିରାଟ କୋହଲି । ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମା ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅନୁଷ୍କା ପୁତ୍ର ସନ୍ତାନକୁ ଜନ୍ମ ଦେଇଥିବା ନିଜେ ବିରାଟ ପୂରା ବିଶ୍ୱକୁ ଜଣାଇଛନ୍ତି। ଏଥିସହ ପୁଅର ନାଁ ଅକାୟ ରଖାଯାଇଥିବା ବିରାଟ କହିଛନ୍ତି।
ଉଭୟ ବିରାଟ ଓ ଅନୁଷ୍କା ନିଜ ନିଜ ସୋଶାଲ ମିଡିଆ ...
ଅଚାନକ ଅବସର ଘୋଷଣା କରିଛନ୍ତି ବେଙ୍ଗଲ କ୍ରିକେଟର ମନୋଜ ତିୱାରୀ। ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ କ୍ରିକେଟରୁ ବିଦାୟ ନେଇଛନ୍ତି ମନୋଜ । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ମନୋଜ ଅବସର ଘୋଷଣା କରିଛନ୍ତି ।
ତେବେ ଅବସର ଘୋଷଣା ପରେ ତାଙ୍କର ଏ ...
ଘର ଭିତରେ ଫାଟ ସୃଷ୍ଟି ହେବା ପଛରେ ରବୀନ୍ଦ୍ର ଜାଡେଜାଙ୍କ ବାପା ଷ୍ଟାର କ୍ରିକେଟରଙ୍କ ପତ୍ନୀଙ୍କୁ ଦାୟୀ କରିଥିଲେ। ବାପାଙ୍କ ଏପରି କଥାକୁ ମୂଲ୍ୟହୀନ ବୋଲି କହିଥିବା ଜାଡେଜା ଏବେ ପତ୍ନୀଙ୍କୁ ପୁଣି ସମର୍ଥନ କରିଛନ୍ତି। ରବୀନ୍ଦ୍ର ଜାଡେଜା ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାରକୁ ତାଙ୍କ ପତ୍ନୀଙ୍କୁ ଉତ୍ସର୍ଗ କରିଛନ୍ତି। ପତ୍ନ ...
ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ସେ ମୁମ୍ବାଇର ଜୟକିଶନ ମନାକାନୀଙ୍କୁ ବିବାହ କରିଛନ୍ତି। ଭୁବନେଶ୍ୱର ପଟିଆ ଅଞ୍ଚଳରେ ଏକ ହୋଟେଲରେ ହିନ୍ଦୁ ବୈଦିକ ରୀତିନୀତିରେ ପଦ୍ମିନୀ ଓ ଜୟକିଶିନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଉତ୍ସବରେ ଓଡ଼ିଶା ସମେତ ଦେଶର ନାମୀଦାମୀ ଚେସ୍ ତା ...
ଅହମଦାବାଦ: ଭାରତର ଅନ୍ୟତମ ଅଗ୍ରଣୀ ଟାଇଲ୍ସ, ଇଞ୍ଜିନିୟର୍ଡ ମାର୍ବଲ, କ୍ୱାର୍ଜ ଏବଂ ବାଥ୍ୱେର ବ୍ରାଣ୍ଡ୍ ଏସିଆନ୍ ଗ୍ରାନିଟୋ ଇଣ୍ଡିଆ ଲିମିଟେଡ (ଏଜିଏଲ୍) ଗର୍ବର ସହିତ ବଲିଉଡ ତାରକା ରଣବୀର ...
ଭୁବନେଶ୍ୱର: #ଇନ୍ସ୍ପାୟାରଇନ୍କ୍ଲୁଜନ୍ ନିମନ୍ତେ ବିଶ୍ୱବ୍ୟାପୀ ଆହ୍ୱାନ ମଧ୍ୟରେ ଅନ୍ୟତମ ଅଗ୍ରଣୀ ସ୍ୱାସ୍ଥ୍ୟ ଓ କଲ୍ୟାଣକାରୀ କମ୍ପାନୀ ଶକ୍ତିଶାଳୀ #ହର୍ହେଲ୍ଥଫାଷ୍ଟ ଆଭିମୁଖ୍ୟ ଜରି ...
ଭୁବନେଶ୍ୱର: ବସନ୍ତର ଆଗମନ ସହିତ ଚମକଦାର ଔଜଲ୍ୟ ଥିବା ଗହଣା ଟ୍ରେଣ୍ଡ୍କୁ ନେଇ ଷ୍ଟାଇଲ୍କୁ ଆଉ ଏକ ଉଚ୍ଚତର ସୋପାନକୁ ନେଇଯିବାର ସମୟ ଆସିଛି! ୨୦୨୪ ଏହି ସମସ୍ତ ନୂଆ ଷ୍ଟାଇଲ୍ ଟ୍ରେଣ୍ଡ୍କୁ ...
ମୁକେଶ ଅମ୍ବାନିଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ତିଆରି କରିଛି ଚାଟ ଜିପିଟିର ଦେଶୀ ଭର୍ସନ ହନୁମାନ । ଏହା ଆସନ୍ତା ମାର୍ଚ୍ଚ ମାସରେ ଭାରତରେ ଲଞ୍ଚ୍ ହେବ । କମ୍ପାନୀ ଏଥିପାଇଁ ୮ ବିଶ୍ବବିଦ୍ୟାଳୟ ସହିତ ମିଶି କାମ କରୁଛି ଯାହାକୁ 'ଭାରତ ଜିପିଟି ଗ୍ରୁପ୍' ନାଁ ଦିଆଯାଇଛି । ମଙ୍ଗଳବାର କମ୍ପାନୀ ଏକ ପ୍ରଯୁକ୍ତିବିଦ୍ ...
ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍ ମାର୍କେଟ ହଂକଂକୁ ଅତିକ୍ରମ କରିଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ସୋମବାର ଭାରତୀୟ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ଷ୍ଟକଗୁଡ଼ିକର ମିଳିତ ବଜାର କ୍ୟାପ୍ (କମ୍ପାନୀଗୁଡିକର ଶେଆର୍ ମୂଲ୍ୟ) ୪ ଲକ୍ଷ ୩୩ ହଜାର କୋଟି ଡଲାରରେ ପହଞ୍ଚିଥିଲା। ଯେତେବେଳେ ହଂକଂ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ସ ...
ନୂଆବର୍ଷରେ ଟିଭି ଦେଖିବା ହେବ ମହଙ୍ଗା । ଧାରାବାହିକ ସହ ରିୟାଲିଟି ସୋ ଦେଖିବାକୁ ଟିଭି ଅପରେଟର ସହ ଅଧିକ ଟଙ୍କା ରିଚାର୍ଜ କରିବାକୁ ପଡିବ । କାରଣ ଜି ଏଣ୍ଟରଟେନମେଣ୍ଟ, ଭାୟାକମ୍ ୧୮ ଏବଂ ସୋନି ପିକ୍ଚର୍ସ ନେଟୱାର୍କ ଇଣ୍ଡିଆ ଭଳି ଦେଶର ପ୍ରମୁଖ ପ୍ରସାରଣକାରୀମାନେ ସେମାନଙ୍କ ଟିଭି ଚ୍ୟାନେଲଗୁଡ଼ିକର ମୂଲ୍ୟ ବୃଦ୍ଧି କରି ...