ଶେଷ ଜୀବନ ପର୍ଯ୍ୟନ୍ତ ବିଜେପିରେ ରହିବି: ସୁରେଶ ପୂଜାରୀ

14292

ଭୁବନେଶ୍ୱର: ଓଡ଼ିଶା ପାଇଁ ବିଜେପି ପକ୍ଷରୁ ବର୍ତ୍ତମାନ ସୁ୍ଦ୍ଧା ୧୮ଟି ଲୋକସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ସାଂସଦ ସୁରେଶ ପୂଜାରୀ ଟିକେଟ ପାଇବାରୁ ବଞ୍ଚିତ ହୋଇଛନ୍ତି ।  ତେବେ ଦଳ ଦାୟିତ୍ୱ ଦେଲେ ସେ ଲଢିବେ ବୋଲି କହିଛନ୍ତି ।ବ୍ରଜରାଜନଗରରୁ ବିଧାନସଭା ଲଢିବେ କି ନାହିଁଁ ପ୍ରଶ୍ନରେ ସେ ଏହା କହିଛନ ...

14730

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ସୀତା ସୋରେନ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏହାର ତୁରନ୍ତ ପରେ ସେ ବିଜେପିରେ ସାମିଲ ହୋଇଛନ୍ତି। ସୀତା ସୋରେନ ହେଉଛନ୍ତି ଜେଏମଏମ ମୁଖ୍ୟ ଶିବୁ ସୋରେନଙ୍କ ବଡ ବୋହୂ ଏବଂ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ। ସେ ଦୁମକାର ଜାମା ବିଧାନସଭା ଆସନରୁ ତିନିଥର ବିଧାୟକ ହୋଇ ...

  • 13685

    ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାରେ ଅଶାନ୍ତି ଭିତରେ ଏଲଏସିରେ ଶାନ୍ତି ପାଇଁ ବେଜିଂରେ ଭାରତ ଓ ଚୀନ୍ ମଧ୍ୟରେ କୂଟନୈତିକ ବୈଠକ ଅନୁଷ୍ଠିତ ହୋଇଛି। ଭାରତ-ଚୀନ୍ ସୀମାନ୍ତ ବ୍ୟାପାର ଡବ୍ଲୁଏମସିସି କର୍ମମର୍ତ୍ତାମାନେ ଏହି ବୈଠକରେ ଉପସ୍ଥିତ ଥିଲେ। ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ଓ ଶାନ୍ତି ସ୍ଥାପନ ପାଇଁ ଉଦ୍ୟମ ହୋଇଛି। ଏ ...

  • 15054

    ନୂଆଦିଲ୍ଲୀ: ଗ୍ରାମାଞ୍ଚଳ ଶ୍ରମିକଙ୍କୁ ଖୁସି କରିବାକୁ ଚେଷ୍ଟା କରିଛନ୍ତି କେନ୍ଦ୍ର ସରକାର । ମନରେଗା ପାରିଶ୍ରମିକ ବୃଦ୍ଧି କଲେ କେନ୍ଦ୍ର ସରକାର । ମନରେଗା ପାରିଶ୍ରମିକରେ ୩ରୁ ୧୦ ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର । ନୂଆ ପାରିଶ୍ରମିକ ଅନୁସାରେ ଓଡିଶା ଶ୍ରମିକ ପାଇବେ ୨୫୪ ଟଙ୍କା ମଜୁରୀ । । ଆସନ୍ତା ଏପ୍ରିଲ ୧ର ...

  • 13532

    ଲୁଣ ପାଣି ପିଇ ୨୧ ଦିନ ଧରି ବିକ୍ଷୋଭ କରୁଥିବା ବିଶିଷ୍ଟ ପରିବେଶବିତ ତଥା ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ଆମରଣ ଅନଶନ ଶେଷ କରିଛନ୍ତି। ଲଦାଖକୁ ରାଜ୍ୟ ମାନ୍ୟତା ଓ ଏହାର ଐତିହ୍ୟକୁ ସୁରକ୍ଷା ଦାବିରେ ସେ ବିକ୍ଷୋଭ କରୁଥିଲେ। ସେ ତାଙ୍କ ଅନଶନ ଶେଷ କରିଥିଲେ ହେଁ ଆଗକୁ ଲଢ଼େଇ ଜାରି ରହିବ ବୋଲି କହିଛନ୍ତି।

    ୱାଙ ...

  • 14932

    ଏବେ ଅନେକ କମ୍ପାନୀ ଛଟେଇ କରୁଛନ୍ତି । ଛଟେଇ କରିବା ପୂର୍ବରୁ ନୋଟିସ ଜାରି କରାଯାଉଛି । ପରଫର୍ମାନ୍ସ ଜରିଆରେ ହେଉ ଅବା କମ୍ପାନୀ ଦୁର୍ଦ୍ଦିନରେ ଚାଲୁଥିବା ଦର୍ଶାଇ ଛଟେଇ କରାଯାଉଛି । ହେଲେ ଏମିତି ଏକ କମ୍ପାନୀ ଯିଏକି ୧୦ ମିନିଟରେ ୪୦୦ କର୍ମୀଙ୍କୁ ବାହାର କରିଦେଇଛି । ସେପୁଣି ଭିଡିଓ କଲ୍‌ରେ ।

    ସୂଚନାନୁସ ...

  • 13766

    ଆମେରିକାରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ତାଙ୍କୁ ସ୍ତ୍ରୀଙ୍କୁ ୩ କୋଟି ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ହନିମୁନ୍ ସମୟରେ ସ୍ବାମୀ ସ୍ତ୍ରୀଙ୍କୁ ସେକେଣ୍ଡ ହ୍ୟାଣ୍ଡ୍ ବୋଲି କହିଥିଲେ। ପତ୍ନୀଙ୍କୁ ସେକେଣ୍ଡ ହ୍ୟାଣ୍ଡ କହିବା ଶାରୀରିକ ଦୁର୍ବବ୍ୟବହାର ସହ ସମାନ ବୋଲି ହ ...

  • 16008

    ପାଠ ପଢୁନଥିବାରୁ ଆକଟ କରିଥିଲେ ବାପା । ୧୭ ବର୍ଷର ପୁଅକୁ ବାପାଙ୍କ କଥା ଭାରି କଷ୍ଟ ଦେଇଥିଲା । ହେଲେ ସେ ଏମିିତି କିଛି ରାସ୍ତା ବାଛି ନେବ ବୋଲି ଭାବିନଥିଲେ ଘର ଲୋକ । ଆତ୍ମହତ୍ୟା କରିଦେଲା ପୁଅ ।

    ବାଲେଶ୍ବର ସୋର ବ୍ଲକ୍‌ ଆଟପୁର ପଞ୍ଚାୟତ ହଂସୀପଟଣା ଗ୍ରାମର ଗୌତମ ଲେଙ୍କା (୧୭) ସ୍ଥାନୀୟ ଉପେନ୍ଦ୍ରନା ...

  • 15519

    ନୂଆଦିଲ୍ଲୀ:  ଇନ୍‌ସାଟ-୩ଡିଏସ୍‌ର ସଫଳ ଉତ୍‌କ୍ଷେପଣ ପରେ ଇସ୍ରୋ ଏବେ ଆଉ ଏକ ବଡ଼ ମିଶନ ପାଇଁ ପ୍ରସ୍ତୁତ ହେଉଛି । ବହୁ-ଆକାଂକ୍ଷିତ ପ୍ରୋଜେକ୍ଟ ନିସାର୍ ଲଞ୍ଚ୍ କରିବ ଭାରତୀୟ ମାହାକାଶ ଗବେଷଣା ସଂସ୍ଥା । ଆମେରିକୀୟ ମହାକାଶ ଏଜେନ୍ସି ନାସା ସହ ମିଶି ଏହା ନାସା-ଇସ୍ରୋ ସିନ୍ଥେଟିକ୍‌ ଆପର୍&z ...

  • 15921

    କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ମୃତ ଓ ଗୁରୁତରମାନଙ୍କର ପରିଚୟ ମିଳିପାରି ନାହିଁ ...

  • 16911

    କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ବେଲବାହାଳି ନଇସାହି ସ୍ଥିତ ହନୁମାନ ମନ୍ଦିର ନିକଟରେ ଆତଙ୍କ ମଚାଇଛି ପାଗଳା କୁରୁର। କୁକୁର ଆକ୍ରମଣ ରେ ୨୦ରୁ ଉର୍ଦ୍ଧ ଆହତ ହୋଇଥିବା ବେଳେ ପୁଣି ୪ଜଣ ଆହତ ହୋଇ ଆନନ୍ଦପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

    ଆନନ୍ଦପୁର ଉପଖଣ୍ଡ ବେଲବାହାଳୀ ଗାଁରେ ଏକ ପାଗଳା ବୁଲା କୁକୁର ...

  • 16982

    ବିବାହକୁ ୨ ବର୍ଷ ପୂରିନଥିଲା । ହେଲେ ଆଗପଛ ହୋଇ ଚାଲିଗଲେ ଦମ୍ପତି । ଏଭଳିି ଦୁଃଖଦ ଘଟଣା ଜଟଣୀରେ ଘଟିଛି । ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍‌ପିଟାଲରେ ବିସ୍ଫୋରଣ ଘଟଣାରେ ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି ...

  • 16976

    ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଂଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ (୧୦) ଓ ସନ୍ଧ୍ୟାରାଣୀ (୭)।

    ଗ୍ରାମର ଅବକାଶ ରାଉତଙ୍କ ପାରିବାରିକ କଳହ ଯୋଗୁ ସ୍ତ୍ ...

କାଜୁ ଜଙ୍ଗଲରେ ନରକଙ୍କାଳ

13814

କଟକ ଜିଲ୍ଲା ବାଙ୍କୀ ଥାନା ଡମପଡ଼ା ମହାବିଦ୍ୟାଳୟ ପଛ ପଟ କାଜୁ ଜଙ୍ଗଲରେ ମିଳିଛି ମଣିଷ ଖପୁରୀ ଓ କଙ୍କାଳ। କିଛି ବ୍ୟକ୍ତି ଉକ୍ତ ନର କଙ୍କାଳକୁ ଠାବ କରିବା ପରେ ବାଙ୍କୀ ପୁଲିସକୁ ସୂଚନା ପ୍ରଦାନ କରିଥିଲେ। ବାଙ୍କୀ ପୁଲିସ ପହଂଚି ନରକଙ୍କାଳ ଜବତ କରିବା ସହ ତାକୁ ଫୋରେନସିକ ଲାବୋରେଟୋରିକୁ ପଠାଇଥିବା ଜଣାଯାଇଛି। ଉକ୍ତ ନ ...

14503

ଆନିମଲର ବିପୁଳ ସଫଳତା ପରେ ରଣବୀର କପୁର ଏବେ ଫିଲ୍ମ ରାମାୟଣ ପାଇଁ ବିଶେଷ ପ୍ରସ୍ତୁତି ଜାରି ରଖିଛନ୍ତି । କଠିନ ପରିଶ୍ରମ କରୁଛନ୍ତି । ତାଙ୍କୁ ଏହି ଫିଲ୍ମରେ ପ୍ରଭୁ ଶ୍ରୀ ରାମଙ୍କ ଭୂମିକାରେ ଦେଖିବାକୁ ମିଳିବ ।

ତେବେ ସୋସିଆଲ ମିଡିଆରେ ସେୟାର ହୋଇଥିବା ଫଟୋରେ ରଣବୀରଙ୍କୁ ତାଙ୍କ ଧନୁର୍ଦ୍ଧର ପ୍ରଶିକ୍ଷକଙ୍କ ସହ ...

  • 15253

    ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ପ୍ରାୟ ଏକ ମାସ ବାକି ଅଛି। ଏହାପୂର୍ବରୁ, ଗୁଜରାଟ ଟାଇଟାନ୍ସକୁ ବଡ଼ ଝଟକା ଲାଗିଛି। ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୪ ସିଜନରେ ଦ୍ରୁତ ବୋଲର ମହମ୍ମଦ ଶାମି ଖେଳିବେନି।

    ଆହତ କାରଣରୁ ତାଙ୍କୁ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଧ୍ୟ ଚୟନ କରାଯାଇ ନଥିଲା। ଏହାପରେ ଘରୋଇ ମାଟିରେ ଚାଲିଥିବା ଇ ...

  • 14710

    ପୁଣି ବାପା ହୋଇଛନ୍ତି ବିରାଟ କୋହଲି । ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମା ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅନୁଷ୍କା ପୁତ୍ର ସନ୍ତାନକୁ ଜନ୍ମ ଦେଇଥିବା ନିଜେ ବିରାଟ ପୂରା ବିଶ୍ୱକୁ ଜଣାଇଛନ୍ତି। ଏଥିସହ ପୁଅର ନାଁ ଅକାୟ ରଖାଯାଇଥିବା ବିରାଟ କହିଛନ୍ତି।

    ଉଭୟ ବିରାଟ ଓ ଅନୁଷ୍କା ନିଜ ନିଜ ସୋଶାଲ ମିଡିଆ ...

  • 15467

    ଅଚାନକ ଅବସର ଘୋଷଣା କରିଛନ୍ତି ବେଙ୍ଗଲ କ୍ରିକେଟର ମନୋଜ ତିୱାରୀ। ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ କ୍ରିକେଟରୁ ବିଦାୟ ନେଇଛନ୍ତି ମନୋଜ । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ମନୋଜ ଅବସର ଘୋଷଣା କରିଛନ୍ତି ।

    ତେବେ ଅବସର ଘୋଷଣା ପରେ ତାଙ୍କର ଏ ...

  • 16241

    ଘର ଭିତରେ ଫାଟ ସୃଷ୍ଟି ହେବା ପଛରେ ରବୀନ୍ଦ୍ର ଜାଡେଜାଙ୍କ ବାପା ଷ୍ଟାର କ୍ରିକେଟରଙ୍କ ପତ୍ନୀଙ୍କୁ ଦାୟୀ କରିଥିଲେ। ବାପାଙ୍କ ଏପରି କଥାକୁ ମୂଲ୍ୟହୀନ ବୋଲି କହିଥିବା ଜାଡେଜା ଏବେ ପତ୍ନୀଙ୍କୁ ପୁଣି ସମର୍ଥନ କରିଛନ୍ତି। ରବୀନ୍ଦ୍ର ଜାଡେଜା ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାରକୁ ତାଙ୍କ ପତ୍ନୀଙ୍କୁ ଉତ୍ସର୍ଗ କରିଛନ୍ତି। ପତ୍ନ ...

  • 16098

    ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ସେ ମୁମ୍ବାଇର ଜୟକିଶନ ମନାକାନୀଙ୍କୁ ବିବାହ କରିଛନ୍ତି। ଭୁବନେଶ୍ୱର ପଟିଆ ଅଞ୍ଚଳରେ ଏକ ହୋଟେଲରେ ହିନ୍ଦୁ ବୈଦିକ ରୀତିନୀତିରେ ପଦ୍ମିନୀ ଓ ଜୟକିଶିନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଉତ୍ସବରେ ଓଡ଼ିଶା ସମେତ ଦେଶର ନାମୀଦାମୀ ଚେସ୍‌ ତା ...

ଏକ ନଜରରେ ଖବର