ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

15154

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏନେଇ ସଙ୍କେତ ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଗତ ଗୁରୁବାର ହୋଇଥିବା ୧୫ ଦିନିଆ ଆଗୁଆ ପାଣିପାଗ ଆକଳନରୁ ଏଭଳି ସମ୍ଭାବନା ବିଷୟରେ ସୂଚନା ମିଳିଥିବା ସେ କହିଛନ୍ତି। ଏହି ଖବର ପରେ ବଙ୍ଗୋପସାଗର ...

14110

ବେଙ୍ଗାଲୁରୁ/ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ଏମ୍. ବୀରାପ୍ପା ମୋଇଲିଙ୍କ ଏକ ବୟାନକୁ ନେଇ ଦେଶର ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ତତ୍କାଳୀନ ୟୁପିଏ ସରକାର ସମୟରେ ...

  • 14819

    ନୂଆଦିଲ୍ଲୀ : ଫିଲିପାଇନ୍ସରେ ୧୪୬ ଜଣ ଯାତ୍ରୀଙ୍କୁ ନେଇ ବିମାନଟି ଜରୁରୀକାଳୀନ ଅବତରଣ କରିଛି। ଫିଲିପାଇନ୍ସ ବିମାନ ଚଳାଚଳ କର୍ତ୍ତୃପକ୍ଷ କହିଛନ୍ତି ଯେ ହଂକଂରୁ ପାପୁଆ ନ୍ୟୁଗିନି ଯାଉଥିବା ଏକ ଏୟାର ନିଉଗିନି ବିମାନ ଶନିବାର ଦିନ ଦକ୍ଷିଣ ଫିଲିପାଇନ୍ସର ଏକ ସହରରେ ଜରୁରୀକାଳୀନ ଅବତରଣ କରିଛି କାରଣ ଏହାର ଇଞ୍ଜିନରେ ନିଆଁ ...

  • 15405

    ନୂଆଦିଲ୍ଲୀ: କୁକୁଡ଼ାମାନଙ୍କୁ ଅତ୍ୟଧିକ ସଂକ୍ରାମକ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା (ଏଚ୍‌ପିଏଆଇ) ବା ବାର୍ଡ ଫ୍ଲୁରୁ ରକ୍ଷା କରିବା ଲକ୍ଷ୍ୟରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର ଦେଶର ପ୍ରଥମ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ କରିଛନ୍ତି। ଭୋ ...

  • 13976

    ନୂଆଦିଲ୍ଲୀ: କେନ୍ଦ୍ରୀୟ ଜଳ ଆୟୋଗ(ସିଡବ୍ଲୁସି) ଆସନ୍ତା ୨୭ ତାରିଖ ସୁଦ୍ଧା ଭାରତ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରଣାଳୟକୁ ମହାନଦୀ ଜଳ ଆବଣ୍ଟନ ନେଇ ରିପୋର୍ଟ ପ୍ରଦାନ କରିବ । ସିଡବ୍ଲୁସି ପକ୍ଷରୁ ଲିଖିତ ଭାବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲକୁ ଏନେଇ ଅବଗତ କରାଯାଇଛି । ଫଳରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ହେବ ବୋଲ ...

  • 14814

    ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି ବା FICCIର ବାର୍ଷିକ ସାଧାରଣ ବୈଠକ ଓ ସମ୍ମିଳନୀରେ ଯୋଗଦେଇ କେନ୍ଦ୍ର ଅର୍ଥନୈତିକ ବ୍ୟାପାର ବିଭାଗର ସଚିବ ଅନୁରାଧା ଠାକୁର ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧିକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କର୍ମଚାରୀଙ୍କ ଦରମାରେ ଦୀର୍ଘଦିନ ଧରି ରହି ...

  • 14369

    ଆମେରିକୀୟ ତଦନ୍ତକାରୀ ସଂସ୍ଥା ଏଫବିଆଇର କମ୍ପ୍ୟୁଟର ସିଷ୍ଟମଗୁଡ଼ିକ ପୁଣି ଏକ ସାଇବର ଆକ୍ରମଣର ଶିକାର ହୋଇଛି। ଏଥର ହ୍ୟାକର୍ସମାନେ ଦେଶବ୍ୟାପୀ ଅପରାଧର ରେକର୍ଡ ଥିବା ଡାଟାବେସ୍‌ଗୁଡ଼ିକୁ ଟାର୍ଗେଟ କରିଛନ୍ତି। ଗତ ୩ ମାସ ମଧ୍ୟରେ ଏଫବିଆଇର ସିଷ୍ଟମ ଉପରେ ଏହା ଦ୍ୱିତୀୟ ବଡ଼ ସାଇବର ଆକ୍ରମଣ। 

    ଫେଡେରାଲ ...

  • 15686

    ବାଇକ ଚାଳକଙ୍କ ବଦଳରେ ଜଣେ ଅଟୋ ଚାଳକଙ୍କ ମୋବାଇଲକୁ ଆସିଛି ହେଲମେଟ ନ ପିନ୍ଧିବାର ଚାଲାଣ। ଗଞ୍ଜାମ ସହରର ପ୍ରଫୁଲ୍ଲ କୁମାର ପଣ୍ଡା ଗତ ସୋମବାର ନିଜ ଅଟୋ ନେଇ ଭଡ଼ାରେ ବ୍ରହ୍ମପୁର ଯାଇଥିଲେ। ଘରକୁ ଫେରିବା ପରେ ତାଙ୍କ ମୋବାଇଲକୁ ହେଲମେଟ ପିନ୍ଧି ନ ଥିବା ନେଇ ଏକ ଇ-ଚାଲାଣ ମେସେଜ ଆସିଥିଲା। ଏଥିରେ ହେଲମେଟ ବ୍ୟବହାର ନ କ ...

  • 15454

    ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...

  • 15427

    ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।  

    ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍‌ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...

  • 15121

    ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...

  • 16235

    ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...

  • 16473

    ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...

ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

15353

ଗୁଜରାଟର ରାଜକୋଟରେ ପାନ ଖାଇବାକୁ ନେଇ ପରେଶ ଚୌହାନ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଅନିଲ ଓରଫ କାନୋ ପରମାର, ଧର୍ମେଶ ଓରଫ ରାଧେ ରାଠୋର ଏବଂ ଜଣେ ନାବାଳକଙ୍କୁ ପୁଲିସ ଗିରଫ କରିଛି। ପୁଲିସର ପ୍ରାଥମିକ ତଦନ୍ତ ଅନୁସାରେ, ପାନ ଦୋକାନରେ ହୋଇଥିବା ବିବାଦ ସମ୍ପର୍କରେ ଅନିଲ ତାଙ୍କ ନାବାଳକ ସାଙ୍ଗକୁ ଜଣାଇଥିଲେ ...

15237

ବିଶ୍ୱର ୫୦୦ ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ, ଜମିଆତ ଉଲେମା-ଏ-ହିନ୍ଦର ସଭାପତି ମୌଲାନା ମହମୁଦ ମଦାନୀ ଭାରତରୁ ସର୍ବୋଚ୍ଚ ସ୍ଥାନ ପାଇଛନ୍ତି ଏବଂ ଶ୍ରେଷ୍ଠ ୫୦ ମଧ୍ୟରେ ଏକମାତ୍ର ଭାରତୀୟ, ଯିଏ ୧୮ ନମ୍ବରରେ ଅଛନ୍ତି । ଏହା ବ୍ୟତୀତ, ବଲିଉଡ ଅଭିନେତା ଶାହରୁଖ ଖାନ, ଆମିର ଖାନ ଏବଂ ଅଭିନେତ୍ରୀ ଶବାନା ଆଜମୀଙ୍କୁ ମଧ୍ୟ ...

  • 14824

    ଭୁବନେଶ୍ୱର, ୧୭.୧୧.୨୦୨୬: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ (ST&SC Dev Department Cultural Association) ପକ୍ଷରୁ ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ପ୍ରତି ...

  • 14938

    ଅଣ୍ଡର-୧୯ ଏସିଆ କପ ୨୦୨୬ର ଫାଇନାଲ ମହା ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ ହୋଇଛି। ୩୩୮ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ ଭଲ ଆରମ୍ଭ କରିଥିଲା। ହେଲେ ମଧ୍ୟକ୍ରମର ବ୍ୟାଟରମାନେ ବିଫଳ ହେବାରୁ ଦଳ ପରାଜୟର ଦ୍ୱାରଦେଶରେ ପହଞ୍ଚି ଯାଇଥିଲା।

    ୨୫୨ ରନ ସ୍କୋରରେ ଭାରତ ଅଷ୍ଟମ ଉଇକେଟ ହରାଇଥିଲା ...

  • 14815

    ଟେଷ୍ଟ କ୍ରିକେଟ୍ ରୁ ଅବସର ଘୋଷଣା କଲେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି। ୬୪ଟି ଟେଷ୍ଟ, ୨୨୯ ୱିକେଟ୍ ଓ ଅନେକ ସ୍ମରଣୀୟ ପ୍ରଦର୍ଶନ ସହ ଶେଷ ହୋଇଛି ସାମିଙ୍କ ୧୩ ବର୍ଷର ଟେଷ୍ଟ ଯାତ୍ରା। ସୋସିଆଲ ମିଡିଆରେ ଭାବପ୍ରବଣ ପୋଷ୍ଟ କରି ଟେଷ୍ଟ କ୍ରିକେଟକୁ ବାଏ ବାଏ କହିଛନ୍ତି ସାମି।

    ୨୦୨୩ ଜୁନରେ ଦି ଓଭାଲରେ ଅଷ୍ଟ୍ରେ ...

  • 14557

    ମର୍ସିଡିଜ୍‌ ଚାଳକ କିମି ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରିରେ ବିଜେତା ହୋଇଛନ୍ତି। ସଂପ୍ରତି ସେ ଚାଳକ ଦୌଡ଼ରେ ୩୬୫ ପଏଣ୍ଟ ସହ ଶୀର୍ଷରେ ରହିଛନ୍ତି। ତାଙ୍କ ମର୍ସିଡିଜ୍‌ ସାଥୀ ଜର୍ଜ ରସେଲ (୨୪୨) ଦ୍ବିତୀୟ ସ୍ଥାନରେ ରହିଛନ୍ତି। ଏଥସହ ସେ ସର୍ବକନିଷ୍ଠ ଚାଳକ ଭାବେ ଫର୍ମୁଲା ୱାନ୍‌ ବିଜେତା ହେବାର ...

  • 15236

    ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...

ଏକ ନଜରରେ ଖବର