Odisha News Lens

  • ରାଜ୍ୟ ଖବର
  • ଦେଶ ବିଦେଶ
  • ବ୍ୟବସାୟ
  • ରାଜନୀତି
  • ଜୀବନଶୈଳୀ
  • ଖେଳ
  • ମନୋରଂଜନ
  • ଅନ୍ୟାନ୍ୟ
    • କ୍ରାଇମ
    • ସଂସ୍କୃତି
    • ସ୍ୱାସ୍ଥ୍ୟବିଜ୍ଞାନ
  • News In English

ଓଡିଶା ସମେତ ଭାରତବର୍ଷରେ କୋଇଲା ଉତ୍ପାଦନ ବୃଦ୍ଧି ହେବ – ଧର୍ମେନ୍ଦ୍ର ପ୍ରଧାନ

January 11, 2021

ଭୁବନେଶ୍ୱର, ଜାନୁଆରୀ ୧୧ – କୋଇଲା ଖଣିର ସଂଚାଳନ ସହଜ କରିବା ପାଇଁ ଭାରତ ସରକାର କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ ହେବା ଫଳରେ ଖଣି ଲିଜ୍ ପ୍ରକ୍ରିୟାକରଣ ଶୀଘ୍ର ହେବ । କୋଇଲା ଖଣିର କାର୍ଯ୍ୟକାରୀତା ସହଜ ହେବ । ଓଡିଶା ସମେତ ଭାରତବର୍ଷରେ କୋଇଲା ଉତ୍ପାଦନରେ ବୃଦ୍ଧି ହେବା ସହ ଇଜ୍ ଅଫ୍ ଡୁଇଂ ବିଜନେସକୁ ମଧ୍ୟ ପ୍ରାଥମିକତା ଦେବ ।

ମୋଦି ସରକାରରେ ବିଗତ କିଛି ବର୍ଷ ମଧ୍ୟରେ କୋଇଲା କ୍ଷେତ୍ରରେ ଅନେକ ଗୁଡ଼ିଏ ସଂସ୍କାର ଅଣାଯାଇଛି । କ୍ଲିୟରାନ୍ସର ଶୀଘ୍ର ଅନୁମୋଦନ କୋଇଲା କ୍ଷେତ୍ରକୁ ଲାଭ ଦେବ, ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ ଆତ୍ମନିର୍ମାଣ ଭାରତ ନିର୍ମାଣରେ ସହାୟକ ହେବ । ଏହା ସଙ୍ଗେସଙ୍ଗେ ଦେଶର ଅର୍ଥନୀତିକୁ ମଧ୍ୟ କୋଇଲା କ୍ଷେତ୍ର ଗତି ଦେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

Share on:
WhatsApp
Please follow and like us:

43total visits,2visits today

Post navigation

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୯୨.୩୭ କୋଟି ଟଙ୍କାର ବୋନସ୍‌ ଓ ଅନ୍ୟାନ୍ୟ ସହାୟତା
ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସମୃଦ୍ଧ ଅଂଚଳ ହେବ ଅନୁଗୁଳ – ଧର୍ମେନ୍ଦ୍ର ପ୍ରଧାନ

Related Articles

ବିଦ୍ୟୁତ୍ ତାର ଲାଗି ଜଳିଗଲା ବସ୍‌, ୬ ମୃତ

Odisha News Lens
January 17, 2021

ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ସିଧାସଳଖ ଯିବ ୮ ଟ୍ରେନ୍‌

Odisha News Lens
January 17, 2021

ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଲେ କ୍ଷତିପୂରଣ ଦେବ ଭାରତ ବାୟୋଟେକ୍

Odisha News Lens
January 16, 2021

Leave a Reply Cancel reply

Your email address will not be published. Required fields are marked *

67 − 57 =

ଟ୍ରେଣ୍ଡିଙ୍ଗ ଖବର

  • ପ୍ରତାପଙ୍କୁ ପରାସ୍ତ କରିବା ପାଇଁ ଷଡଯନ୍ତ୍ର
  • ସଭା ଖାଁ ଖାଁ, କାନ୍ଦି ପକାଇଲେ ସାଂସଦ
  • ଛାତିଥରା ଦୁର୍ଘଟଣା: କ୍ରୋମାଇଟ ବୋଝେଇ ଡମ୍ପର ତଳେ ୨୫ ମିନିଟ ଚାପି ହୋଇଗଲେ ଦମ୍ପତି
  • ପାଖରେ ଟଙ୍କାଟିଏ ନାହିଁ: ପ୍ରବଚନ ଦେବାକୁ ଅନୁମତି ଲୋଡିଲେ ସାରଥି
  • ରାଜ୍ୟରେ ଏମିତି ସରକାର ଦରକାର ନାହିଁ : ବୈଜୟନ୍ତ

Like us on Facebook

Recent Posts

  • ୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ
  • ବିଦ୍ୟୁତ୍ ତାର ଲାଗି ଜଳିଗଲା ବସ୍‌, ୬ ମୃତ
  • ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ସିଧାସଳଖ ଯିବ ୮ ଟ୍ରେନ୍‌
  • ଚିଲିକା ଓ ଭିତରକନିକାରେ ଡଲଫିନ ଗଣନା ଆରମ୍ଭ
  • ‘ଫୁକ୍‌ରେ’ ଅଭିନେତା ଓଲାନୋକିଓଟନଙ୍କ ଦେହାନ୍ତ

Subscribe to Our Newsletter

Get new posts by email
Copyright 2011, odishanewslens.com. All rights reserved
  • About Us
  • Contact Us
3896903Total Visitors.