Odisha News Lens

  • ରାଜ୍ୟ ଖବର
  • ଦେଶ ବିଦେଶ
  • ବ୍ୟବସାୟ
  • ରାଜନୀତି
  • ଜୀବନଶୈଳୀ
  • ଖେଳ
  • ମନୋରଂଜନ
  • ଅନ୍ୟାନ୍ୟ
    • କ୍ରାଇମ
    • ସଂସ୍କୃତି
    • ସ୍ୱାସ୍ଥ୍ୟବିଜ୍ଞାନ
  • News In English

୨୧୦ କରୋନା ପଜିଟିଭ୍ , ଜଣେ ମୃତ

January 13, 2021

୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲା ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡା ଜିଲ୍ଲାରୁ ୫ଜଣ , ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Share on:
WhatsApp
Please follow and like us:

32total visits,1visits today

Post navigation

‘କୋଭିସିଲ୍ଡ’ ପରେ ଆସିଲା ‘କୋଭାକ୍ସିନ୍‌’
ଡାକ୍ତର ନା କଂସେଇ : ଶିଶୁର ଗଳା କାଟିଦେଇ ଫେରାର

Related Articles

ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ କୋଭିଡ ଟିକା

Odisha News Lens
January 19, 2021

ବାଘ ଛାଲ ସହ ୨ ବେପାରୀ ଗିରଫ

Odisha News Lens
January 19, 2021

ଖୁବଶୀଘ୍ର ଆରମ୍ଭ କରାଯିବ ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

Odisha News Lens
January 19, 2021

Leave a Reply Cancel reply

Your email address will not be published. Required fields are marked *

33 − = 30

ଟ୍ରେଣ୍ଡିଙ୍ଗ ଖବର

  • ପ୍ରତାପଙ୍କୁ ପରାସ୍ତ କରିବା ପାଇଁ ଷଡଯନ୍ତ୍ର
  • ସଭା ଖାଁ ଖାଁ, କାନ୍ଦି ପକାଇଲେ ସାଂସଦ
  • ଛାତିଥରା ଦୁର୍ଘଟଣା: କ୍ରୋମାଇଟ ବୋଝେଇ ଡମ୍ପର ତଳେ ୨୫ ମିନିଟ ଚାପି ହୋଇଗଲେ ଦମ୍ପତି
  • ପାଖରେ ଟଙ୍କାଟିଏ ନାହିଁ: ପ୍ରବଚନ ଦେବାକୁ ଅନୁମତି ଲୋଡିଲେ ସାରଥି
  • ରାଜ୍ୟରେ ଏମିତି ସରକାର ଦରକାର ନାହିଁ : ବୈଜୟନ୍ତ

Like us on Facebook

Recent Posts

  • ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ କୋଭିଡ ଟିକା
  • ବାଘ ଛାଲ ସହ ୨ ବେପାରୀ ଗିରଫ
  • ୬ ପଡୋଶୀ ଦେଶଙ୍କୁ କରୋନା ଟିକା ଦେବ ଭାରତ, ତାଲିକାରେ ନାହିଁ ପାକିସ୍ତାନ ନାଁ
  • ବିଜୟ ପରେ ଟିମ୍ ଇଣ୍ଡିଆ ପାଇଁ ୫ କୋଟିର ବୋନସ୍ ଘୋଷଣା
  • ଐତିହାସିକ ବିଜୟ : ଅଷ୍ଟ୍ରେଲିଆର ୩୨ ବର୍ଷର ଗର୍ବ ଭାଙ୍ଗିଲା ଟିମ୍‌ ଇଣ୍ଡିଆ

Subscribe to Our Newsletter

Get new posts by email
Copyright 2011, odishanewslens.com. All rights reserved
  • About Us
  • Contact Us
3911556Total Visitors.