Odisha News Lens

  • ରାଜ୍ୟ ଖବର
  • ଦେଶ ବିଦେଶ
  • ବ୍ୟବସାୟ
  • ରାଜନୀତି
  • ଜୀବନଶୈଳୀ
  • ଖେଳ
  • ମନୋରଂଜନ
  • ଅନ୍ୟାନ୍ୟ
    • କ୍ରାଇମ
    • ସଂସ୍କୃତି
    • ସ୍ୱାସ୍ଥ୍ୟବିଜ୍ଞାନ
  • News In English

୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ

January 17, 2021

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୩୧୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

୧୮୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୦, ବାଲେଶ୍ୱରରୁ ୬, ବରଗଡ଼ରୁ ୧୦, ଭଦ୍ରକରୁ ୧, ବଲାଙ୍ଗିରରୁ ୩, ବୌଦ୍ଧରୁ ୧, କଟକରୁ ୭, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମ ୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୯, ମୟୂରଭଞ୍ଜରୁ ୮, ନୟାଗଡ଼ରୁ ୧, ନୂଆପଡ଼ାରୁ ୧୮, ପୁରୀରୁ ୧୩, ସମ୍ବଲପୁରରୁ ୧୯, ସୁନ୍ଦରଗଡ଼ରୁ ୧୮ ଏବଂ ଷ୍ଟେଟ୍ ଫୁଲ୍‌ରୁ ୬ ଜଣ ଅଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ଜଣଙ୍କର ମୃତ୍ୟୁ ହୋଇଛି ।

ଉଲ୍ଲେଖଯୋଗ୍ୟ, ରବିବାର ସକାଳ ସୁଦ୍ଧା ରାଜ୍ୟରେ ୭୩,୭୬, ୮୯୬ କରୋନା ନମୁନା ପରୀକ୍ଷଣ ହୋଇଛି । ୩,୩୩,୩୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୯, ୩୧୮ ଜଣ ସୁସ୍ଥ ହୋଇଛନ୍ତି ।

Share on:
WhatsApp
Please follow and like us:

51total visits,1visits today

Post navigation

ବିଦ୍ୟୁତ୍ ତାର ଲାଗି ଜଳିଗଲା ବସ୍‌, ୬ ମୃତ
ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ, ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ରାସ୍ତାରୋକ

Related Articles

ନନ୍ଦିନୀଙ୍କ ହାତ ଧରିଲେ କ୍ରୀଡ଼ାମନ୍ତ୍ରୀ

Odisha News Lens
February 25, 2021

ଛାତ୍ରୀଙ୍କ ହାତଗୋଡ ବାନ୍ଧି ଘରେ ନିଆଁ ଲଗାଇଦେଲେ

Odisha News Lens
February 25, 2021

ସୁନାପୁର ବେଳାଭୂମିରେ ବିଶାଳକାୟ ସାର୍କ

Odisha News Lens
February 25, 2021

Leave a Reply Cancel reply

Your email address will not be published. Required fields are marked *

+ 88 = 98

ଟ୍ରେଣ୍ଡିଙ୍ଗ ଖବର

  • ସଭା ଖାଁ ଖାଁ, କାନ୍ଦି ପକାଇଲେ ସାଂସଦ
  • ଛାତିଥରା ଦୁର୍ଘଟଣା: କ୍ରୋମାଇଟ ବୋଝେଇ ଡମ୍ପର ତଳେ ୨୫ ମିନିଟ ଚାପି ହୋଇଗଲେ ଦମ୍ପତି
  • ପାଖରେ ଟଙ୍କାଟିଏ ନାହିଁ: ପ୍ରବଚନ ଦେବାକୁ ଅନୁମତି ଲୋଡିଲେ ସାରଥି
  • ରାଜ୍ୟରେ ଏମିତି ସରକାର ଦରକାର ନାହିଁ : ବୈଜୟନ୍ତ
  • ଭୁବନେଶ୍ୱରର ଏସବୁ ଜାଗାରେ ମିଳିବ ପଲ୍ୟୁସନ୍ ସାର୍ଟିଫିକେଟ୍

Like us on Facebook

Recent Posts

  • ବିଶ୍ୱର ସର୍ବବୃହତ୍ ଷ୍ଟାଡିୟମ୍‌ରେ ବିଜୟ ବାନା ଉଡ଼ାଇଲା ଭାରତ
  • ନନ୍ଦିନୀଙ୍କ ହାତ ଧରିଲେ କ୍ରୀଡ଼ାମନ୍ତ୍ରୀ
  • ଛାତ୍ରୀଙ୍କ ହାତଗୋଡ ବାନ୍ଧି ଘରେ ନିଆଁ ଲଗାଇଦେଲେ
  • ସୁନାପୁର ବେଳାଭୂମିରେ ବିଶାଳକାୟ ସାର୍କ
  • ମହିଳା ଓ ଶିଶୁ ବିକାଶ ପାଇଁ ୫ଟି ଅନ୍‌ଲାଇନ୍‌ ସେବା ଲୋକାର୍ପିତ : ଇ-କଳିକା ଠୁ ମମତା ଆପ୍

Subscribe to Our Newsletter

Get new posts by email
Copyright 2011, odishanewslens.com. All rights reserved
  • About Us
  • Contact Us
4129301Total Visitors.