ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ।
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପ୍ରସ୍ତୁତି ପାଇଁ &lsq ...
ଭୁବନେଶ୍ୱର, ତା 21.09.26 ରିଖ : ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ଆଜି ଶଙ୍ଖ ଭବନରେ ବିରୋଧୀ ଦଳ ନ ...
୨୦୨୬ ମସିହା ପାଇଁ ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆମେରିକାର ଦୁଇ ଖ୍ୟାତନାମା ଅର୍ଥନୀତିଜ୍ଞ ରବର୍ଟ ଇ. ହଲ୍ ଓ ମାଇକେଲ୍ ଉଡ୍ଫୋର୍ଡଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବା ପାଇଁ ମନୋନୀତ କରାଯାଇଛି। ଆର୍ଥିକ ମଡେଲ ବିକଶିତ କରିବାରେ ଉଭୟଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ମାକ୍ରୋଇକୋନ ...
ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ ନେଇ ବଡ଼ ପରିବର୍ତ୍ତନ କରାଯାଇଛି ।ଦିଲ୍ଲୀର ଜନ୍ତର ମନ୍ତରରେ ଆଉ କୌଣସି ପ୍ରତିବାଦ ହେବ ନାହିଁ। କେନ୍ଦ୍ର ସରକାର ଜନ୍ତର ମନ୍ତର ବଦଳରେ ବୁରାଡି, ରାମଲୀଳା ...
'କଲ୍ଲନ୍ମାରୁଡେ ଭିଡୁ' ଭଳି ଚଳଚ୍ଚିତ୍ର ପାଇଁ ଜଣାଶୁଣା ମାଲାୟାଲମ୍ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍ଙ୍କୁ ଚୋରି ଅଭିଯୋଗରେ କେରଳର ପାଲାକ୍କାଡ୍ ରେଳ ଷ୍ଟେସନରୁ ପୁଲିସ ଗିରଫ କରିଛି।
ଶୋରାନୁର ରେଳବାଇ ପୁଲିସ୍ ଷ୍ଟେସନର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ଯେ କାଜା ହୁସେନ୍ ମୋବ ...
ଦିଲ୍ଲୀ ମେଟ୍ରୋ ଟ୍ରେନ ଭିତରେ ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ଜଣେ ୪୮ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ପବନ ଶର୍ମା। ଏହି ଘଟଣାରେ ଉକ୍ତ ପୂର୍ବତନ ଅଧିକାରୀ ଓ ତାଙ୍କ ପୁଅଙ୍କୁ ପୁଲିସ ଗିରଫ କରିଛି।
ପବନଙ୍କ ମା’ ଦୁର୍ଗା ଶର୍ମାଙ୍କ ଅଭିଯୋଗ ଆଧାରରେ ଅକ୍ଟୋବର ୯ ତାରିଖରେ ପୁଲିସ ମ ...
ନୂଆଦିଲ୍ଲୀ: ଇଣ୍ଡିଆ ବ୍ଲକର ପ୍ରତିବାଦ ଏବଂ ବୈଠକ ଦାବିର ଜବାବରେ, ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଜଷ୍ଟିସ ସୂର୍ଯ୍ୟକାନ୍ତ କହିଛନ୍ତି ଯେ, ପ୍ରତ୍ୟେକ ଭାରତୀୟଙ୍କର ଅଦାଲତକୁ ଯିବାର ଅଧିକାର ଅଛି। ସେ ଚିଠିରେ ଦେଇଥିବା ଉତ୍ତର ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛନ୍ତି। ଇଣ୍ଡିଆ ବ୍ଲକ ପ୍ରତିବାଦ ଶୋଭାଯାତ୍ରା ଏବଂ ...
ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...
ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।
ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...
ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...
ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...
ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...
କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍ ମୋଟରସାଇକଲ୍ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...
ତେଲେଙ୍ଗାନାର ଜଣେ କୃଷି ବିଜ୍ଞାନୀଙ୍କ ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା କରାଯାଇଛି। ଅଭିଯୁକ୍ତଙ୍କୁ ସୁରକ୍ଷାକର୍ମୀ ବିକ୍ରମ ଭାବରେ ଚିହ୍ନଟ କରାଯାଇଛି। ସିସିଟିଭି ଫୁଟେଜରେ ସୁରକ୍ଷାକର୍ମୀ ଝିଅଟିକୁ ଅନୁସରଣ କରୁଥିବାର ଦେଖାଯାଉଛି। ଘଟଣାର ଦୁଇ ଦିନ ପୂର୍ବରୁ ମଧ୍ୟ ଅଭିଯୁକ୍ତକୁ ଘର ଭିତରେ ସନ୍ଦେହଜନକ ଭାବରେ ...
୭୫ ବର୍ଷ ବୟସରେ ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।
ନାନା ପାଟେକର ସେହି ଅଭିନେତାମାନଙ୍କ ମଧ୍ୟରୁ ଜଣେ ଥିଲେ । ତାଙ୍କର ପ୍ରସ ...
ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...
ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା ସହିତ ଥିବା କ୍ୟାପସନରେ ତାଙ୍କ ଅବସରକୁ ସମ୍ବୋଧିତ କରାଯାଇଛି। ...
ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍. ପ୍ରଜ୍ଞାନନନ୍ଦ ସେଣ୍ଟ୍ ଲୁଇସ୍ରେ ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ନିଜ ନାମରେ କରିଛନ୍ତି। ଏହି ଟ୍ରଫି ଜିତିବାରେ ସେ ପ୍ରଥମ ଭାରତୀୟ ଚେସ୍ ଖେଳାଳି ହୋଇଛନ୍ତି। ଫାଇନାଲ୍ ମୁକାବିଲାର ଶେଷ ଦିନରେ ବର୍ତ୍ତମାନର ଚାମ୍ପିୟନ୍ ଫାବିଆନୋ କାରୁଆନାଙ୍କଠାରୁ ୬ ପଏଣ୍ଟ ପଛରେ ଥିଲେ ମଧ୍ୟ ପ୍ରଜ୍ଞ ...
ନୂଆ ଇତିହାସ ରଚିଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍ ପ୍ରଜ୍ଞାନନ୍ଦ। ପ୍ରଥମ ଭାରତୀୟ ଭାବେ ସେ ନରୱେ ଚେସ୍ରେ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଆମେରିକାର ୱେସ୍ଲେ ସୋ’ଙ୍କୁ ପଛରେ ପକାଇ ଟ୍ରଫି ଜିତିବାର ସଫଳ ହୋଇଥିଲ।
ନରୱେ ଚେସ୍ରେ ଖେଳାଯାଇଥିବା ଏହି ପ୍ ...
ଅହମଦାବାଦ, ମେ ୩୧: ରବିବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ...
ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...
ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...
ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ୪ ବର୍ଷ ପରେ ୫.୨୫%ରୁ ବୃଦ୍ଧି ପାଇ ୫.୫୦% ହୋଇଛି ରେପୋ । ୪୪ ମାସ ପରେ ସୁଧହାର ବୃଦ୍ଧି କରିଛି ଆରବିଆଇ ଏମପିସି । ଏହି ବୃଦ୍ଧି ପରେ ସାଧାରଣ ଲୋକଙ୍କ ଋଣ ଇଏମଆଇ ବୃଦ୍ଧି ପାଇବ । ଏଣିକି ମହଙ୍ଗା ହେବ ଘର ଓ କାର୍ ଋଣ । ...
ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି
ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...
ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି । ...
ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି
ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...