ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ସରକାରୀ ଆଦେଶ ଅନୁଯାୟୀ, ଓଡ଼ ...
ଭୁବନେଶ୍ୱର, ତା 21.09.26 ରିଖ : ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ଆଜି ଶଙ୍ଖ ଭବନରେ ବିରୋଧୀ ଦଳ ନ ...
୪୫ ବର୍ଷ ବ୍ୟବଧାନ ପ୍ରେମ କାହାଣୀକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜାରି ରହିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଉଭୟଙ୍କ ବିବାହ ଉପରେ। ଉତ୍ତରପ୍ରଦେଶର ଔରୈୟା ଅଞ୍ଚଳର ରୀନା ଜଣେ ୩୦ ବର୍ଷୀୟା ବ୍ଲଗର୍ ଏବଂ ସୋସିଆଲ ମିଡିଆ କଣ୍ଟେଣ୍ଟ କ୍ରିଏଟର୍। ସେ ୭୫ ବର୍ଷୀୟ ରାମ ସାଗରଙ୍କୁ ବିବାହ କରିବାକୁ ଯାଉଛନ୍ତି। ...
ୟୁପି ଗ୍ରେଟର ନୋଏଡାର ରାବୁପୁରା ଥାନା ଅଧୀନସ୍ଥ ନାଗଲା ଶ୍ରୀଗୋପାଳ ଗ୍ରାମରେ ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ସ୍ବାମୀ, ସ୍ତ୍ରୀ ଏବଂ ସେମାନଙ୍କର ତିନି ସନ୍ତାନ ମୃତ୍ୟୁବରଣ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଛାନଭିନ୍ କରୁଛି ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ । ପ୍ରାଥମିକ ତଦନ୍ତର ...
ବର୍ଷୀୟାନ ଭାଜପା ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ୍କୃଷ୍ଣ ଆଡଭାନୀ ନୂଆଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ସଂକ୍ରମଣ କାରଣରୁ ୯୮ ବର୍ଷୀୟ ଆଡଭାନୀଙ୍କୁ ପଲ୍ମୋନାରି ବିଭାଗରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। < ...
ରାଜସ୍ଥାନ କୋଟାରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମଧ୍ୟପ୍ରଦେଶରୁ ଖାଟୁଶ୍ୟାମ ମନ୍ଦିରକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି । ଜିଲ୍ଲାପାଳ ପୀୟୁଷ ସମାରିୟା ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେ ...
ମହାରାଷ୍ଟ୍ରରେ ବାଣ ଦ୍ବାରା ହେଉଥିବା ପ୍ରଦୂଷଣ ଉପରେ ବମ୍ବେ ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଜଷ୍ଟିସ ଗିରୀଶ ଏସ୍ କୁଲକର୍ଣ୍ଣି ଏବଂ ଜଷ୍ଟିସ ନୀଲା ଗୋଖଲେଙ୍କ ଖଣ୍ଡପୀଠ ମୁମ୍ବାଇ,ପୁନେ,ଥାନେ,ନଭି ମୁମ୍ବାଇ,କଲ୍ୟାଣ-ଡୋମ୍ବିଭିଲି ପ୍ରଭୃତି ସ୍ଥାନରେ ବାୟୁ ପ୍ରଦୂଷଣର ସ୍ତର ନେଇ ଉଦବଗ ପ୍ରକାଶ କରିଥିଲେ ।&nb ...
ଆନନ୍ଦପୁର ବ୍ଲକ୍ କୋଳୀମାଟି ପଞ୍ଚାୟତ ବଣପାହାଡଘେରା ଏହି ଅଞ୍ଚଳଟି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର । କେନ୍ଦୁଝର ବନବିଭାଗ ଅଧୀନ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଦରଗଡିଶିଳାର ଶୋଭା ବେଶ ଆକର୍ଷଣୀୟ । ଏହାର ଗରିମାକୁ ବୃଦ୍ଧି କରିବା ନିମନ୍ତେ ବନ ବିଭାଗ ପକ୍ଷରୁ ଟୁରିଜିମ୍ ପ୍ଲାନ୍ ଆଧାରରେ ୬ ଗୋଟି କଟେଜର ବ୍ୟବସ୍ଥା କରାଯାଇ ...
ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ରେ ଜଣେ ମା’ ୭ ବର୍ଷର ଶିଶୁପୁତ୍ରକୁ କାମୁଡ଼ି ବାରମ୍ବାର କ୍ଷତାକ୍ତ କରି ପକାଉଥିବା ଅଭିଯୋଗ ହେଉଛି । ମହିଳା ଜଣକ ମାନସିକ ବିକୃତିରୁ ଏଭଳି ଅଘଟଣ ଘଟାଉଥିବା ଅନୁମାନ କରାଯାଉଛି ।
ବେଲପାହାଡ଼ ଜୋରବଗାରେ ରୁହନ୍ତି ସାହିଲ୍ ମହାରଣା । ୬ବର୍ଷ ତଳୁ ବାପା ଆରପାରିକୁ ...
ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...
ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...
ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...
କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍ ମୋଟରସାଇକଲ୍ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...
ଗୁଜରାଟର ରାଜକୋଟରେ ପାନ ଖାଇବାକୁ ନେଇ ପରେଶ ଚୌହାନ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଅନିଲ ଓରଫ କାନୋ ପରମାର, ଧର୍ମେଶ ଓରଫ ରାଧେ ରାଠୋର ଏବଂ ଜଣେ ନାବାଳକଙ୍କୁ ପୁଲିସ ଗିରଫ କରିଛି। ପୁଲିସର ପ୍ରାଥମିକ ତଦନ୍ତ ଅନୁସାରେ, ପାନ ଦୋକାନରେ ହୋଇଥିବା ବିବାଦ ସମ୍ପର୍କରେ ଅନିଲ ତାଙ୍କ ନାବାଳକ ସାଙ୍ଗକୁ ଜଣାଇଥିଲେ ...
ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି ସାଉଥ୍ ସୁପରଷ୍ଟାର୍ ରାମ ଚରଣ ଓ ଲୋକପ୍ରିୟ ନିର୍ଦ୍ଦେଶକ ସୁକୁମାର। ଏହାର ଟାଇଟଲ୍ ଅସ୍ଥାୟୀ ଭାବେ ‘ଆର୍ସି-୧୭’ ରଖାଯାଇଛି। ଏହି ଫିଲ୍ମକୁ ନେଇ ଏବେ ଆଉ ଏକ ଖବର ସିନେପ୍ରେମୀଙ୍କ ଧ୍ୟାନ ଆକର୍ଷଣ କରିଛି। ‘ଧୁରନ୍ଧର’ ଫେମ୍ ଅଭିନେତ୍ରୀ ସାରା ଅର୍ଜୁନ ଏଥିରେ ...
ସ୍ବର୍ଣ୍ଣ ପଦକ ଜିତିବାରେ ରୋଶିବିନା ବିଫଳ ହୋଇଥିଲେ ମଧ୍ୟ ଏସିଆନ ଗେମ୍ସରେ ସେ ବଡ଼ ଇତିହାସ ରଚିଛନ୍ତି। ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନ ...
ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା ସହିତ ଥିବା କ୍ୟାପସନରେ ତାଙ୍କ ଅବସରକୁ ସମ୍ବୋଧିତ କରାଯାଇଛି। ...
ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍. ପ୍ରଜ୍ଞାନନନ୍ଦ ସେଣ୍ଟ୍ ଲୁଇସ୍ରେ ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ନିଜ ନାମରେ କରିଛନ୍ତି। ଏହି ଟ୍ରଫି ଜିତିବାରେ ସେ ପ୍ରଥମ ଭାରତୀୟ ଚେସ୍ ଖେଳାଳି ହୋଇଛନ୍ତି। ଫାଇନାଲ୍ ମୁକାବିଲାର ଶେଷ ଦିନରେ ବର୍ତ୍ତମାନର ଚାମ୍ପିୟନ୍ ଫାବିଆନୋ କାରୁଆନାଙ୍କଠାରୁ ୬ ପଏଣ୍ଟ ପଛରେ ଥିଲେ ମଧ୍ୟ ପ୍ରଜ୍ଞ ...
ନୂଆ ଇତିହାସ ରଚିଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍ ପ୍ରଜ୍ଞାନନ୍ଦ। ପ୍ରଥମ ଭାରତୀୟ ଭାବେ ସେ ନରୱେ ଚେସ୍ରେ ବିଜେତା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଆମେରିକାର ୱେସ୍ଲେ ସୋ’ଙ୍କୁ ପଛରେ ପକାଇ ଟ୍ରଫି ଜିତିବାର ସଫଳ ହୋଇଥିଲ।
ନରୱେ ଚେସ୍ରେ ଖେଳାଯାଇଥିବା ଏହି ପ୍ ...
ଅହମଦାବାଦ, ମେ ୩୧: ରବିବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ...
କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ
ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...
ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି
ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...
ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...
ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...
ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...
ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ୪ ବର୍ଷ ପରେ ୫.୨୫%ରୁ ବୃଦ୍ଧି ପାଇ ୫.୫୦% ହୋଇଛି ରେପୋ । ୪୪ ମାସ ପରେ ସୁଧହାର ବୃଦ୍ଧି କରିଛି ଆରବିଆଇ ଏମପିସି । ଏହି ବୃଦ୍ଧି ପରେ ସାଧାରଣ ଲୋକଙ୍କ ଋଣ ଇଏମଆଇ ବୃଦ୍ଧି ପାଇବ । ଏଣିକି ମହଙ୍ଗା ହେବ ଘର ଓ କାର୍ ଋଣ । ...