Odisha News Lens

  • ରାଜ୍ୟ ଖବର
  • ଦେଶ ବିଦେଶ
  • ବ୍ୟବସାୟ
  • ରାଜନୀତି
  • ଜୀବନଶୈଳୀ
  • ଖେଳ
  • ମନୋରଂଜନ
  • ଅନ୍ୟାନ୍ୟ
    • କ୍ରାଇମ
    • ସଂସ୍କୃତି
    • ସ୍ୱାସ୍ଥ୍ୟବିଜ୍ଞାନ
  • News In English

କମ୍ବିଂ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଯବାନ ଗୁରୁତର

February 21, 2021

ମାଲକାନଗିରି ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି । କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡମାଇନଟି ବିସ୍ଫୋରଣ ହୋଇଥିଲା । ଫଳରେ ଧର୍ମେନ୍ଦ୍ର ସାହୁ ନାମକ ଜଣେ ଯବାନ ଗୁରୁତର ହୋଇପଡିଥିଲେ ।

ଆଜି ସକାଳୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ଗୋଗପଦର ଗାଁ ନିକଟସ୍ଥ ଜଙ୍ଗଲରେ ୧୬୦ ବିଏସଏଫ ବଟାଲିଅନ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ନକ୍ସଲଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନରେ ବିସ୍ଫୋରଣ ଘଟିଥିଲା। ଏଥିରେ ଧର୍ମେନ୍ଦ୍ର ସାହୁ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ତାଙ୍କ ଗୋଡଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସେପଟେ ଘଟଣାସ୍ଥଳରେ ପୁଲିସ ଓ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

Share on:
WhatsApp
Please follow and like us:

39total visits,1visits today

Post navigation

କୋଭିଡ୍ ନିୟମ ଉଲ୍ଲଂଘନ : ବେଗୁନିଆରେ ଯାତ୍ରା ବନ୍ଦ କଲା ପ୍ରଶାସନ
ଜେଲ୍‌ରେ ଦଶମ ପରୀକ୍ଷା ଦେବେ ଅଭିଷେକ

Related Articles

ଭିସୁଟ କରୋନା ପ୍ରସଙ୍ଗ: କିଟରେ କୌଣସି ତ୍ରୁଟି ନଥିଲା

Odisha News Lens
March 7, 2021

ଶିମିଳିପାଳର ୧୪ଟି ସ୍ଥାନରେ ଲାଗିଛି ନିଆଁ

Odisha News Lens
March 7, 2021

ପୋଲିସ ଇନଫର୍ମର ଭାବି ସାଥୀଙ୍କୁ ହତ୍ୟା କଲେ ମାଓବାଦୀ

Odisha News Lens
March 7, 2021

Leave a Reply Cancel reply

Your email address will not be published. Required fields are marked *

+ 40 = 46

ଟ୍ରେଣ୍ଡିଙ୍ଗ ଖବର

  • ସଭା ଖାଁ ଖାଁ, କାନ୍ଦି ପକାଇଲେ ସାଂସଦ
  • ଛାତିଥରା ଦୁର୍ଘଟଣା: କ୍ରୋମାଇଟ ବୋଝେଇ ଡମ୍ପର ତଳେ ୨୫ ମିନିଟ ଚାପି ହୋଇଗଲେ ଦମ୍ପତି
  • ପାଖରେ ଟଙ୍କାଟିଏ ନାହିଁ: ପ୍ରବଚନ ଦେବାକୁ ଅନୁମତି ଲୋଡିଲେ ସାରଥି
  • ରାଜ୍ୟରେ ଏମିତି ସରକାର ଦରକାର ନାହିଁ : ବୈଜୟନ୍ତ
  • ଭୁବନେଶ୍ୱରର ଏସବୁ ଜାଗାରେ ମିଳିବ ପଲ୍ୟୁସନ୍ ସାର୍ଟିଫିକେଟ୍

Like us on Facebook

Recent Posts

  • ଦିଦିଙ୍କ ଉପରେ ବର୍ଷିଲେ ମୋଦି
  • ପଦ୍ମ ଧରିଲେ ମିଥୁନ୍
  • ପିଲାଙ୍କୁ ଖୁଆନ୍ତୁ ଏହି ଖାଦ୍ୟ, ରହିବେ ସୁସ୍ଥ
  • ଭାରତରେ କେତେ ଟିକା ନେଲେଣି ଜାଣନ୍ତୁ
  • ଭିସୁଟ କରୋନା ପ୍ରସଙ୍ଗ: କିଟରେ କୌଣସି ତ୍ରୁଟି ନଥିଲା

Subscribe to Our Newsletter

Get new posts by email
Copyright 2011, odishanewslens.com. All rights reserved
  • About Us
  • Contact Us
4208239Total Visitors.