ରାୟଗଡା: ଓଲଟିଲା ପିକଅପ ଭ୍ୟାନ। ଦୁଇ ମୃତ, ୭ ଆହତ । ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ବିଷମକଟକ ଥାନା କାଚାପାଦୁ ନିକଟରେ। ଧାନ କଳକୁ ଆସୁଥିବାବେଳେ ଭାରସାମ୍ୟ ହରାଇ ପିକଅପ ଭ୍ୟାନଟି ଓଲଟି ପଡିଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧା ...
ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। କ’ଣ ପାଇଁ ଇସ୍ତଫା ଦେଇଛନ୍ତି ତାହା ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ । ମାତ୍ର ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଦେଇଛନ୍ତି ଇସ୍ତଫା । ନିଜ ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ ...
ନୂଆଦିଲ୍ଲୀ: ଆଜି ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ। ଭାରତୀୟ ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିବେ। ନିର୍ବାଚନ କମିଶନ ଅପରାହ୍ନ ୪ଟାରେ ଦିଲ୍ଲୀର ବିଜ୍ଞାନ ଭବନରେ ଏକ ସାମ୍ବାଦିକ ସମ୍ମିଳ ...
ଇରାନ ସହିତ ଜଡିତ ସଂଘର୍ଷ ଏସୀୟ ରାଷ୍ଟ୍ରଗୁଡ଼ିକର କାର୍ଯ୍ୟ ଉପରେ ବ୍ୟାପକ ପ୍ରଭାବ ପକାଇଛି। ବର୍ଦ୍ଧିତ ତୈଳ ଅଭାବର ପ୍ରଭାବ ଏବେ ଅନେକ ଦେଶରେ ଦୈନନ୍ଦିନ କାର୍ଯ୍ୟକୁ ପ୍ରଭାବିତ କରିବା ଆରମ୍ଭ କରିଛି। ଯଦିଓ ବିଶ୍ୱର ଅନେକ ସ୍ଥାନରେ ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି, ଏସିଆ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛି ...
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବିଭୀଷିକା ମଧ୍ୟରେ କେତେବେଳେ ସୁନା ଏବଂ ରୂପା ଦର ବୃଦ୍ଧି ଘଟୁଛି। ତ କେତେବେଳେ ହ୍ରାସ ଘଟୁଛି। ଗତକାଲି ଉଭୟ ଦର କମିଥିବାବେଳେ ଆଜି ଅପରିବର୍ତ୍ତିତ ରହିଛି। ଆଜି ରାଜଧାନୀ ଭୁବନେଶ୍ଵରରେ ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧ ଲକ୍ଷ ୫୯ ହଜାର ୬୬୦ ଟଙ୍କା ରହିଛି। ଗତକାଲି ମଧ୍ୟ ...
ଦେଶରେ ଆବଶ୍ୟକ ପରିମାଣର LPG ରହିଛି। ପେଟ୍ରୋଲ୍ ଡିଜେଲ୍ ବି ମହଜୁଦ। ତେଣୁ ଭୟଭୀତ ନହେଇ କେବଳ ଆବଶ୍ୟକ ଥିଲେ ହିଁ ବୁକ୍ କରିବାକୁ କହିଛନ୍ତି ପେଟ୍ରୋଲ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରାଳୟ ଯୁଗ୍ମ ସଚିବ ସୁଜାତା ଶର୍ମା। ଦେଶରେ LPG ସିଲିଣ୍ଡର ସଙ୍କଟ ଭିତରେ ଭୟଭୀତ ହେଇ ଲୋକେ ବୁକିଂ ଅଧିକରୁ ଅଧିକ କରୁଛନ୍ତି। ଗତକାଲି ଯେଉ ...
ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢ଼ୁଛି । ତେବେ ଇତିମଧ୍ୟରେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି । ହାର୍ମୁଜ ଷ୍ଟ୍ରେଟ୍ରେ ଫସି ରହିଥିବା ଭାରତର ଦୁଇଟି ଏଲ୍ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି । ଭାରତରେ ଅବସ୍ଥାପିତ ଇରାନର ରାଷ୍ଟ୍ରଦୂତ ମହମ୍ମଦ ଫତହାଲି ଗଣମାଧ୍ୟମକୁ ସୂଚ ...
ଜଗତପୁର ଥାନା ପାଗା ଫାଣ୍ଡି ଅନ୍ତର୍ଗତ ମହାଜନପୁର ନାୟକ ସାହିରେ ଅଘଟଣ। ଘରେ ବାଣ ଭିଡ଼ିଲା ବେଳେ ବିସ୍ଫୋରଣ ହୋଇଛି। ଘଟଣା ସ୍ଥଳରେ ଦମକଳ ବାହିନୀ ଓ ଜଗତପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିସ୍ଫୋରଣରେ ମହାଜନପୁର ଗାଁରେ ମା’ ଓ ଝିଅଙ୍କର ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ଅଛନ୍ତି ।
ସୂଚନା ...
ସମ୍ବଲପୁର ବୁର୍ଲାରେ ପୋଲ ଉପରୁ ମହାନଦୀକୁ ଡେଇଁ ଜୀବନ ହାରିଲେ ମହିଳା। ମୃତକ ମହିଳାଜଣକ ବୁର୍ଲାର ବୋଲି ଜଣାପଡିଛି। କାହିଁକି ଜୀବନ ହାରିଲେ କାରଣ ଅସ୍ପଷ୍ଟ ରହିଛି। ବୁର୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ହଠାତ ମହାନଦୀ ସେତୁ ଉପରକୁ ଚଢିଥିଲେ। ଏହାକୁ ଦେଖି ରାସ୍ତାରେ ଯ ...
କେନ୍ଦୁଝରଜିଲ୍ଲା ବଡ଼ବିଲ ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇ ହୋଇଛନ୍ତି। ମୃତ ମହିଳା ହେଲେ ସସ୍ମିତା ମହାନ୍ତ (୨୯)। ସ୍ବାମୀ ମନୋରଂଜନ ମହାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବଡ଼ବିଲସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନିର କର୍ମଚାରୀ ...
ଆଧ୍ୟାତ୍ମିକ ଚେତନାର ପୀଠ ଅଲାରନାଥ ମନ୍ଦିର ପରିସରରେ ଅଶାଳୀନ ରିଲ୍ସ ସୁଟିଂକୁ ନେଇ ଭକ୍ତଙ୍କ ମନରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି । ମନ୍ଦିର ମଧ୍ୟରେ ପହରା ଦେଉଥିବା ସୁରକ୍ଷାକର୍ମୀଙ୍କଠାରୁ ଆରମ୍ଭ କରି କର୍ମଚାରୀଙ୍କ ପର୍ଯ୍ୟନ୍ତ କେହି ଏହାକୁ ବାରଣ କରୁନାହାନ୍ତି ।
ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କ ପୀଠରେ ଥିବା ...
ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ପରିସରରେ ଆଦିବାସୀ କଳା ଓ କଳାବସ୍ତୁକୁ ନେଇ ୧୫ ଦିନିଆ ଲାଇଭ୍ ପ୍ରଦର୍ଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ବ୍ୟବସ୍ଥା ହୋଇଛି । କାର୍ଯ୍ୟକ୍ରମରେ ଭାଗ ନେବା ...
ଚିରସ୍ରୋତା ‘ସାଳନ୍ଦୀ ନଦୀ’ ଏବେ ଶୁଖିଗଲାଣି। ଏକଦା ସାଳନ୍ଦୀ ନଦୀର ପାଣି ହିଁ ଜିଲ୍ଲାର କୃଷିକ୍ଷେତ୍ରକୁ ବଞ୍ଚାଇ ରଖିଥିଲା। ମାତ୍ର କେତେକ ଶିଳ୍ପ ସଂସ୍ଥା ବେଆଇନ ଭାବେ ସାଳନ୍ଦୀ ନଦୀରୁ ପାଣି ନେଉଥିବାରୁ ଜାନୁଆରି ଆରମ୍ଭରୁ ଶୁଖିଗଲାଣି। ଧାନକଟା ଶେଷ ପରେ ନଦୀକୂଳରେ ବନ୍ତ, ତିହିଡ଼ି ଓ ଚାନ୍ଦବାଲି ବ୍ଲକ୍ ...
ଗୁରୁଗ୍ରାମର ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ଅକଥନୀୟ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି । ଛାତ୍ରୀ ଜଣକ ଏବେ ମେଡ଼ିକାଲରେ ଚିକିତ୍ସିତ ହେଉଥିବାବେଳେ ପୁଲିସ ଘଟଣାର ତଦନ୍ତ ଚଳାଇଛି । ୧୯ ବର୍ଷୀୟା ତ୍ରିପୁରା ଛାତ୍ରୀଙ୍କୁ ତାଙ୍କ ଲିଭ-ଇନ୍ ପାର୍ଟନର ନିର୍ମମ ଭାବରେ ମାଡ ମାରିଥିଲେ ଏବଂ ତାଙ୍କ ଗୁପ୍ତା ...
ବାଲ୍ୟବନ୍ଧୁ ବଂଶୀକାଙ୍କ ହାତ ଧରିଛନ୍ତି ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର କୁଲଦୀପ ଯାଦବ । ଉତ୍ତରାଖଣ୍ଡର ହିଲ୍ ଷ୍ଟେସନ ମସୁରୀର ସାଭୋଇ ହୋଟେଲରେ ତାଙ୍କର ବିବାହ ସମ୍ପନ୍ନ ହୋଇଛି । ଉତ୍ତରାଖଣ୍ଡର ମସୁରିରେ ହୋଇଥିଲା ବାହାଘର।
ବିବାହ ସମୟରେ କୁଳଦୀପ ଏକ ବାଦାମୀ ରଙ୍ଗର ଶେରୱାନୀ ପିନ୍ଧିଥିବା ...
୨୦୨୬ ଟି୨୦ ବିଶ୍ୱକପ୍ ରେ, ହାର୍ଦ୍ଦିକ ପାଣ୍ଡ୍ୟା ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ହାର୍ଦ୍ଦିକ ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଗୁଡାଇ ଗର୍ଲଫ୍ରେଣ୍ଡ ସହ ପୋଡିୟମରେ ଶୋଇ ପଡିଥିଲେ । ଏହା ଜାତୀୟ ପତାକାକୁ ଅସମ୍ମାନ । ପୁଣେର ଜଣେ ଓକିଲ ସେ ଜାତୀୟ ପତାକାକୁ ଅସମ୍ମାନୀତ କରିଥିବା ଅଭିଯୋଗ ଆଣିଛନ୍ତ ...
ଅହମଦାବାଦରେ କ୍ରିକେଟ ଷ୍ଟାଡିୟମରେ ଲକ୍ଷାଧିକ ଦର୍ଶକଙ୍କ ସମ୍ମୁଖରେ ଇତିହାସ ରଚିଛି ଭାରତ। ଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୯୬ ରନରେ ପରାସ୍ତ କରିଛି। ମ୍ୟାଚ ଆରମ୍ଭରେ ଭାରତ ଟସ ହାରି ବ୍ୟାଟିଂ କରିଥିଲା। ମ୍ୟାଚ ଆରମ୍ଭରୁ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଘାତକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡ ଦଳର ବୋଲିଂ ଫିକା ପଡିଥି ...
ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ। ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ...
ବାଂଲାଦେଶକୁ ବଡ଼ ଝଟକା। ଆଇସିସି ବାଂଲାଦେଶର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛି। ବାଂଲାଦେଶ ଭାରତରୁ ଏହାର ଟି-୨୦ ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଆଇସିସିକୁ ଅନୁରୋଧ କରିଥିଲା। ଏହା କହିଥିଲା ଯେ ଏହା ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ଭାରତ ଆସିବ ନାହିଁ । ତଥାପି, ଏକ ରିପୋର୍ଟ ଅନୁସାରେ, ବାଂଲାଦେଶକୁ ଭାରତରେ ଏହ ...
ଆବୁଧାବିରେ ଆଇପିଏଲ-୨୦୨୬ ଟୁର୍ଣ୍ଣାମେଣ୍ଟ ପାଇଁ ନିଲାମୀ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩୫୦ ଖେଳାଳି ଏବଂ ୧୦ଟି ଟିମ୍ ଅଂଶଗ୍ରହଣ କରିଥିଲେ।
ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ଖେଳାଳିମାନେ (ଆଇପିଏଲ ୨୦୨୬ ନୀଲାମୀ ବିକ୍ରି ଖେଳାଳି ତାଲିକା):
କ୍ୟାମେରନ ଗ୍ରୀନ (କେକେଆର୍) &n ...
ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏସ୍ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍ ଦି ପ୍ରିନସିପାଲ ସାଇଣ୍ଟିଫିକ ...
ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...
୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।
ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...
ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍ ଅଫ ଆଲଟିଜ୍ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...
ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...
କିଶୋରୀ ବାଳିକାମାନଙ୍କୁ ଶିକ୍ଷଣ, ଆବଶ୍ୟକ ପରାମର୍ଶ ଦେଇ ସଶକ୍ତ କରିବା ଏବଂ ଆର୍ସିବି ମହିଳା ଟିମ୍କୁ ପ୍ର୍ରତ୍ୟକ୍ଷ ଭେଟିବାର ସୁଯୋଗ ପ୍ରଦାନ ନିମନ୍ତେ ୧ଡର୍ଓମ୍ୟାନ୍ ଏକାଡେମୀ ଓ ଚାଟ୍&zw ...