ଭୁବନେଶ୍ବର : ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ତଥା ମମତା ସରକାରଙ୍କ ଜଣେ ପୂର୍ବତ୍ତନ ମନ୍ତ୍ରୀଙ୍କୁ ପୁରୀରୁ ଗିରଫ କରିଛି ଏସଟିଏଫ। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପଶ୍ଚିମବଙ୍ଗରୁ ପିଛା କରି ପୁରୀରେ ପହଞ୍ଚିଥିଲା ଏସଟିଏଫ।
ପୁଲିସ ସୂତ୍ର ଅନୁସାରେ ତୃଣମୂଳ କଂଗ୍ରେସ ବିଧାୟକ ଦିଲୀପ ମଣ୍ଡଳଙ୍କୁ ପୁରୀରୁ ପ ...
ପଶ୍ଚିମବଙ୍ଗ ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍ସି)ର ପରାଜୟ ପରେ ମମତା ବାନାର୍ଜୀଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ କୁହାଯାଉଥିବା ଲୋକସଭା ସାଂସଦ କାକୋଲି ଦସ୍ତିଦାର୍ ବାରାସାତ୍ ଜିଲ୍ଲା କମିଟି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ...
ତେହରାନ : ଦୁଇ ଦେଶ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଚାଲିଥିବାବେଳେ ଇରାନର ବନ୍ଦର ସହର ବନ୍ଦର ଆବାସ ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ ହୋଇଛି। ହର୍ମୁଜ ପ୍ରଣାଳୀ ନିକଟରେ ଅବସ୍ଥିତ ଏହି ସହର ଇରାନ ପାଇଁ ସାମରିକ ରଣନୀତି ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଅଞ୍ଚଳ। ଏଠାରେ ଇରାନର ନୌସେନା ଓ ବିମାନ ଘାଟି ରହିଛ ...
କୋଲକାତା: ତୃଣମୂଳ କଂଗ୍ରେସ ସାଂସଦ କାକଳି ଘୋଷ ଦସ୍ତିଦାର ବୁଧବାର ଦଳର ସମସ୍ତ ସାଂଗଠନିକ ପଦବୀରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ସୁବ୍ରତ ବକ୍ସିଙ୍କୁ ଚିଠି ମାଧ୍ୟମରେ ସେ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସେ ଗଭୀର ମାନସିକ ଦ୍ୱନ୍ଦ୍ୱ ଏବଂ ଦୀର୍ଘ ଚିନ୍ତନ ପରେ ଇସ୍ତଫା ଦେଉଥିବା ଚିଠିରେ ଉଲ୍ଲେଖ କରିଛନ୍ତି ...
କଲକାତା : ମହିଳାଙ୍କ ପାଇଁ ଖୁସି ଖବର। ଜୁନ ପହିଲାରୁ ମହିଳାଙ୍କୁ ମିଳିବ ୩ ହଜାର ଟଙ୍କା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜୟୀ ହେବା ପରେ ପଶ୍ଚିମବଙ୍ଗ କ୍ୟାବିନେଟ୍ ଅନ୍ନପୂର୍ଣ୍ଣା ଭଣ୍ଡାର ଯୋଜନା ଅଧୀନରେ ମହିଳାଙ୍କ ପାଇଁ ୩,୦୦୦ ଟଙ୍କାର ସହାୟତା ରାଶିକୁ ଅନୁମୋଦନ କରିଛି।
ପଶ୍ଚିମବଙ୍ଗ ବିଧାନସଭା ନିର୍ବ ...
ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ତାମିଲନାଡ଼ୁ କୋଏମ୍ବାଟୁରର ଏଇ ଘଟଣା ସାରା ଦେଶରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି। କୋଏମ୍ବାଟୁରରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏନେଇ ଦୁଇ ଅଭିଯୁକ୍ତଙ୍କୁ ଗିରଫ ପରେ ପ୍ରେସମିଟ ଡାକ ...
ନକଲି ବିବାହ ସ୍କାମ୍ରେ ଫସିଯାଇଛନ୍ତି ୪୨ ଜଣ ବର । ଗତ ରବିବାର ଦେୱସଠାରେ ଏହି ଘଟଣା ଘଟିଛି । ପୁଲିସ ଅନୁସାରେ, ଏହା କେବଳ ଆର୍ଥିକ ଠକେଇ ମାମଲା ନୁହେଁ, ବରଂ ଦେୱସ ଓ ପଡ଼ୋଶୀ ଜିଲ୍ଲାରୁ ବିବାହ ଲାଗି ଆସିଥିବା ଏକାଧିକ ପୁରୁଷଙ୍କର ସାର୍ବଜନୀନ ଅପମାନ । ଏ ମାମଲାରେ ଇନ୍ଦୋର ସ୍ଥିତ ଏକ ଅନାଥାଳୟରୁ କନ୍ୟା ଆଣିବାର ...
ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...
କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍ ମୋଟରସାଇକଲ୍ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...
ଉଦଳା ଥାନା ଜଗନ୍ନାଥୀ ଗ୍ରାମରେ ଲୁଗା ଦୋଳିରେ ଖେଳୁଥିବା ବେଳେ ବେକରେ ଫାଶ ପଡି ଚାଲିଗଲା ନାବାଳକର ଜୀବନ। ମୃତ ନାବାଳକ ଜଣକ ହେଲେ ସତ୍ୟ ମୁର୍ମୁ ।
ଉଦଳା ଥାନା ଜଗନ୍ନାଥୀ ଗ୍ରାମର ଦୁର୍ଗା ମୁର୍ମୁଙ୍କ ସାନପୁଅ ସତ୍ୟ ମୁର୍ମୁ ଘର ବାଡ଼ିରେ ଆତ ଗଛରେ ଶାଢ଼ୀରେ ହୋଇଥିବା ଦୋଳିରେ ବସି ଝୁଲୁଥିଲା। ପୁଅ ଖେଳୁଥିବା ଦେଖ ...
ସାରା ଦେଶରେ ପାଟଣା ବ୍ଲକ୍ର ଡିଆନାଳୀ ଗ୍ରାମ ଜିତୁ ମୁଣ୍ଡାର ଘଟଣା ଖବରର ଶିରୋନାମା ପାଲଟିଛି। ୩ ମାସ ତଳେ ପ୍ରାଣ ହରାଇଥିବା ଭଉଣୀର ମୃତଦେହକୁ ଖୋଳି ବାହାର କରି ବ୍ୟାଙ୍କରେ ପହଞ୍ଚିବା ଘଟଣା ସାରା ବିଶ୍ୱରେ ଆଲୋଡ଼ନ କରିଛି । ଏହି ଘଟଣାରେ ରବିବାର ପୁଣି ଥରେ ଜିତୁ ମୁଣ୍ଡାର ପରିବାର ଶୁଦ୍ଧି ହେବେ ।
ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । କଏଦୀଙ୍କ ଝୁଲନ୍ତା ମୃତାଦେହ ଶୌଚାଳୟରୁ ମିଳିଛି । ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦୀପ୍ତି ରଞ୍ଜନ ସ୍ୱାଇଁ ।
ଜେଲ୍ କର୍ତ୍ତୃପକ୍ଷଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୩ ମସିହାରେ ଏକ ଦୁଷ୍କର୍ମ ଅଭିଯୋଗ ...
କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲୁଟ୍ ହୋଇ ଚାଲିଛି । ଦୁଇଦିନ ଭିତରେ ଦୁଇଟି ଲୁଟ୍ ପୁଲିସ ନିଦ ହଜାଇ ଦେଇଛି । ଗତ ମଙ୍ଗଳବାର ସୁଲଣ ଗାଁ ନିକଟରୁ ମଧୁସୂଦନ ଜେନାଙ୍କ ଘରୁ ଲୁଟ୍ ହୋଇଥିଲା । ମଧୁସୂଦନ ଶିକ୍ଷକ ହୋଇଥିବାରୁ ସେ ସ୍କୁଲ ଯିବାପରେ ତାଙ୍କ ଅନୁପସ୍ଥିତର ସୁଯୋଗ ନେଇ ଦୁର୍ବୃତ୍ତମାନ ...
କର୍ଣ୍ଣାଟକ ଶିବାଜୀନଗର ଅଞ୍ଚଳର ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସାଇବର ଠକେଇର ଶିକାର ହୋଇଛନ୍ତି । ଠକମାନେ ତାଙ୍କୁ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୨୪ କୋଟି ଟଙ୍କା ଲୁଟି ନେଇଛନ୍ତି। ଶିକ୍ଷୟିତ୍ରୀଙ୍କ ଅଭିଯୋଗ ପରେ ସାଇବର ପୁଲିସ୍ ପଦକ୍ଷେପ ଗ୍ରହଣ କରି ସାଇବର ଠକଙ୍କ କିଛି ଆକାଉଣ୍ଟକୁ ଜବତ କରିଥିଲା । ସେଥିରେ ଥିବା ...
ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର, ମଥାରେ ବିନ୍ଦି, ହାତରେ ଚୁଡି ପିନ୍ଧିଥିବାର ନଜର ଆସିଛନ୍ତି। ହାଲୁକା ଗୋଲାପୀ ଶୁଟ ପିନ୍ଧି କଙ୍ଗନା ଏକ କୋଠାରୁ ବାହାରି ସିଧ ...
୨୦୨୬ ଟି୨୦ ବିଶ୍ୱକପ୍ ରେ, ହାର୍ଦ୍ଦିକ ପାଣ୍ଡ୍ୟା ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ହାର୍ଦ୍ଦିକ ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଗୁଡାଇ ଗର୍ଲଫ୍ରେଣ୍ଡ ସହ ପୋଡିୟମରେ ଶୋଇ ପଡିଥିଲେ । ଏହା ଜାତୀୟ ପତାକାକୁ ଅସମ୍ମାନ । ପୁଣେର ଜଣେ ଓକିଲ ସେ ଜାତୀୟ ପତାକାକୁ ଅସମ୍ମାନୀତ କରିଥିବା ଅଭିଯୋଗ ଆଣିଛନ୍ତ ...
ଅହମଦାବାଦରେ କ୍ରିକେଟ ଷ୍ଟାଡିୟମରେ ଲକ୍ଷାଧିକ ଦର୍ଶକଙ୍କ ସମ୍ମୁଖରେ ଇତିହାସ ରଚିଛି ଭାରତ। ଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୯୬ ରନରେ ପରାସ୍ତ କରିଛି। ମ୍ୟାଚ ଆରମ୍ଭରେ ଭାରତ ଟସ ହାରି ବ୍ୟାଟିଂ କରିଥିଲା। ମ୍ୟାଚ ଆରମ୍ଭରୁ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଘାତକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡ ଦଳର ବୋଲିଂ ଫିକା ପଡିଥି ...
ହାଇଭୋଲ୍ଟେଜ ମ୍ୟାଚରେ ପାକିସ୍ତାନକୁ ୬୧ରନରେ ହରାଇଲା ଭାରତ। ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ...
ବାଂଲାଦେଶକୁ ବଡ଼ ଝଟକା। ଆଇସିସି ବାଂଲାଦେଶର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛି। ବାଂଲାଦେଶ ଭାରତରୁ ଏହାର ଟି-୨୦ ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଆଇସିସିକୁ ଅନୁରୋଧ କରିଥିଲା। ଏହା କହିଥିଲା ଯେ ଏହା ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ଭାରତ ଆସିବ ନାହିଁ । ତଥାପି, ଏକ ରିପୋର୍ଟ ଅନୁସାରେ, ବାଂଲାଦେଶକୁ ଭାରତରେ ଏହ ...
ଆବୁଧାବିରେ ଆଇପିଏଲ-୨୦୨୬ ଟୁର୍ଣ୍ଣାମେଣ୍ଟ ପାଇଁ ନିଲାମୀ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩୫୦ ଖେଳାଳି ଏବଂ ୧୦ଟି ଟିମ୍ ଅଂଶଗ୍ରହଣ କରିଥିଲେ।
ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ଖେଳାଳିମାନେ (ଆଇପିଏଲ ୨୦୨୬ ନୀଲାମୀ ବିକ୍ରି ଖେଳାଳି ତାଲିକା):
କ୍ୟାମେରନ ଗ୍ରୀନ (କେକେଆର୍) &n ...
ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର । ବଜାର ଖୋଲିବାରୁ ସେନ୍ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...
ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩ ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।
MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...
ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...
୧୯୮୩ପରଠାରୁ ସୁନାର ମୂଲ୍ୟ ସବୁଠାରୁ ବଡ଼ ସାପ୍ତାହିକ ହ୍ରାସ ହୋଇଛି । ମଧ୍ୟବିତ ପରିବାର ପାଇଁ ଏବେ ବି ସୁନା ଦର ବିଶେଷ ପ୍ରଭାବ ପକେଇ ନ ଥିବାବେଳେ ଲଗାତର ସୁନାଦର ହ୍ରାସ ସାମାନ୍ୟ ଅଶ୍ବସ୍ତି ଦେଇଛି । ଆଗକୁ ବାହାଘର ସିଜିନ ଥିବାବେଳେ ମନ ପସନ୍ଦର ଗହଣା କିଣିବାକୁ ଗ୍ରହକଙ୍କ ଭିଡ଼ ଲାଗିଛି । ଭୁବନେଶ୍ଵରର ବିଭିନ୍ନ ଦୋ ...
ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...
ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏସ୍ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍ ଦି ପ୍ରିନସିପାଲ ସାଇଣ୍ଟିଫିକ ...