Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

Home ›› ››ଜାତୀୟ ପରେଡ୍‌ରେ ସାମିଲ ହେବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଜାତୀୟ ପରେଡ୍‌ରେ ସାମିଲ ହେବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

2022-01-20 10:56:18
14986
Share:
Facebook
Twitter
E-Mail
WhatsApp
Telegram
ଜାତୀୟ ପରେଡ୍‌ରେ ସାମିଲ ହେବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର:  ଦିଲ୍ଲୀ ରାଜପଥରେ ଦେଖିବାକୁ ମିଳିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଜାତୀୟ ପରେଡ୍‌ରେ ସାମିଲ ହେବନି ଓଡ଼ିଶାର ମେଢ଼ । ଏହି ସୁଯୋଗରୁ ଏଥର ବି ଓଡ଼ିଶା ବଞ୍ଚିତ । ଯେଉଁଥିପାଇଁ ବାଦ୍‌ ପଡ଼ିଛି ଓଡ଼ିଆଙ୍କ ଭାବାବେଗ ।
ଓଡ଼ିଶା ବ୍ୟତୀତ୍‌ ଅନ୍ୟ କିଛି ରାଜ୍ୟର ପ୍ରଜ୍ଞାପନ ମେଢ଼ ମଧ୍ୟ ବାଦ୍‌ ପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ରାଜପଥରେ ସାମିଲ ହୋଇଥାନ୍ତା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ସେଥିପାଇଁ ସବୁବର୍ଷ ପରି ଏଥର ବି ବହୁ ଆଗରୁ ବୈଠକ ବସିଥିଲା । ବିଷୟ ଥିଲା ‘ସ୍ୱାଧୀନତାର ୭୫ବର୍ଷ’ । ଏଥିରେ ସ୍ୱାଧୀନତା ଓ ସଂଗ୍ରାମୀଙ୍କ କାହାଣୀ ଏବଂ ପୂର୍ବବର୍ତ୍ତୀ ଓ ପରବର୍ତ୍ତୀ ସ୍ୱାଧୀନତାର କାହାଣୀକୁ ନେଇ ବିଭିନ୍ନ ମଡେଲ୍‌ କରିବାକୁ କୁହାଯାଇଥିଲା । ସେହି ଅନୁସାରେ ବିଭିନ୍ନ ସଂସ୍ଥା ତରଫରୁ ରାଜ୍ୟ ସରକାରଙ୍କ ସହାୟତାରେ ୬ଟି ମଡେଲ୍‌ ଉପସ୍ଥାପନ କରାଯାଇଥିଲା । ପ୍ରଥମ ୩ଟି ବୈଠକରେ ମଡେଲ୍‌ଗୁଡ଼ିକର ଟୁଡି ଡିଜାଇନ୍‌ ଉପସ୍ଥାପନ କରାଯାଇଥିଲା । ସେଥିରେ ୬ଟିରୁ ୫ଟି ମଡେଲ୍‌ କାଟ୍‌ ଖାଇଥିଲେ । ଗୋଟିଏ ମଡେଲ୍‌କୁ ସାମାନ୍ୟ ପରିବର୍ତ୍ତନ ସହ ଉପସ୍ଥାପନ କରିବାକୁ କୁହାଯାଇଥିଲା । ମଡେଲ୍‌ଟି ଥିଲା ‘ପାଇକ ବିଦ୍ରୋହ ଓ ବକ୍ସି ଜଗବନ୍ଧୁ’ । ମାତ୍ର ଯେଉଁ ବୈଠକରେ ମଡେଲ୍‌ ଉପସ୍ଥାପନ ପାଇଁ ଡକାଯିବା କଥା ଅର୍ଥାତ୍‌ ୪ର୍ଥ ଥର ବୈଠକକୁ ଡକାଯାଇନଥିଲା । ପରେ ମଡେଲ୍‌ ପ୍ରସ୍ତୁତ କରିଥିବା ସଂସ୍ଥା ତଥା ଶିଳ୍ପୀମାନେ ନିରାଶ ହୋଇଛନ୍ତି । ସେମାନଙ୍କ କହିବା କଥା ବହୁତ ସୁନ୍ଦର ମଡେଲ୍‌ ହୋଇଥିଲା କିନ୍ତୁ କ’ଣ ପାଇଁ କଟିଗଲା ଜଣାପଡ଼ୁନି । ରାଜ୍ୟର ଅନ୍ୟ ୬ଟି ମଡେଲ୍‌ ମଧ୍ୟରେ ‘କୃଷ୍ଣଚନ୍ଦ୍ର ଗଜପତି ଓ ଚାଖୀ ଖୁଣ୍ଟିଆ’, ‘ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ’,‘ସ୍ୱାଧୀନତା ପରେ ବିକାଶ’, ‘ଓଡ଼ିଶା ଓ ହକି’, ‘ଓଡ଼ିଶା ଓ ପ୍ରାକୃତିକି ବିପର୍ୟ୍ୟୟ’ ଆଦି ରହିଥିଲା । ସବୁଗୁଡ଼ିକ ତୃତୀୟ ବୈଠକ ପୂର୍ବରୁ କଟିଯାଇଥିଲା ।

ପୂର୍ବରୁ ୨୦୧୮ ଏବଂ ୨୦୧୯ ମସିହାରେ ଦିଲ୍ଲୀ ଦରବାରରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଗଡ଼ିନଥିଲା । ଏପରିକି ୨୦୨୧ ଅର୍ଥାତ୍‌ ଚଳିତ ବର୍ଷ ମଧ୍ୟ ଏହି ମେଢ଼ ପ୍ରସ୍ତୁତି ପାଇଁ ଓଡ଼ିଶା ସୁଯୋଗ ପାଇନଥିଲା । ଏନେଇ ପୂର୍ବରୁ ଅନେକ ଥର ଏହି ମେଢ଼ ନିର୍ମାଣ କରି ଆସିଥିବା ଖ୍ୟାତିସମ୍ପନ୍ନ ଚିତ୍ର ଶିଳ୍ପୀ ଗଜେନ୍ଦ୍ର ସାହୁ କହିଛନ୍ତି, ଜଣେ ଶିଳ୍ପୀ ଭାବେ ମୋତେ ଗଭୀର ଆଘାତ ଦେଇଛି ।

Powered by Froala Editor

Tags Pragyapan medha

Related articles Odisha News Lens 4.1

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13862
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15590
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15561
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14693
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13574
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15129
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14848
    May 20, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14155
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13491
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14848
    May 20, 2026
  • ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15561
    May 21, 2026
  • ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15590
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17487
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14435
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14200
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14426
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15489
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15097
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15413
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15152
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15645
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13976
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14155
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13574
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15561
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In