Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତୀୟ ସେନା ପାଇଁ ସ୍ୱିଡେନରୁ ଆସିବ ଏଟି୪

ଭାରତୀୟ ସେନା ପାଇଁ ସ୍ୱିଡେନରୁ ଆସିବ ଏଟି୪

2022-01-20 16:01:12
15438
Share:
Facebook
Twitter
E-Mail
WhatsApp
Telegram
ଭାରତୀୟ ସେନା ପାଇଁ ସ୍ୱିଡେନରୁ ଆସିବ ଏଟି୪

ଭାରତୀୟ ସେନା ପାଇଁ ଆସିବ ସ୍ବିଡେନର ସାବ କମ୍ପାନି ଦ୍ବାରା ନିର୍ମିତ ସିଙ୍ଗଲ ସଟ୍ ଆଣ୍ଟି ଟ୍ୟାଙ୍କ ସିଷ୍ଟମ ( ଟ୍ୟାଙ୍କ ବିଧ୍ବଂସୀ ଅସ୍ତ୍ର) ଏଟି୪ । କେବଳ ଭାରତୀୟ ସେନା ନୁହେଁ, ଭାରତୀୟ ବାୟୁସେନା ବି ଏହାକୁ ବ୍ୟବହାର କରିବ । ଏଥିପାଇଁ କମ୍ପାନିକୁ ଭାରତୀୟ ସେନା ପକ୍ଷରୁ ଠିକା ପ୍ରଦାନ କରାଯାଇଛି । ଏକ ଅନ୍ତର୍ଜାତୀୟ ପ୍ରତିଯୋଗିତାମୂଳକ ବିଡିଂ ମାଧ୍ୟମରେ ଭାରତୀୟ ସେନା ଏଟି୪କୁ ଚୟନ କରାଯାଇଥିଲା । ଗୁରୁବାର ଅର୍ଥାତ ଜାନୁଆରି ୨୦ ତାରିଖରେ ଏହି ଅସ୍ତ୍ର ଯୋଗାଣ ପାଇଁ ଭାରତୀୟ ସେନା ଓ ସାବ୍ ମଧ୍ୟରେ ଚୁକ୍ତି ହୋଇଛି । ଏ ସମ୍ପର୍କରେ ସାବ ଓ୍ବେବସାଇଟରେ ସୂଚନା ଦିଆଯାଇଛି ।

ଏଟି4 ଦୁନିଆର ସବୁଠାରୁ ଘାତକ ଏଣ୍ଟି ଟ୍ୟାଙ୍କ ଯୁଦ୍ଧାସ୍ତ୍ର। ଏହାକୁ ସୈନିକମାନେ ବଙ୍କରରୁ ବ୍ୟବହାର କରିପାରିବେ ବୋଲି କୁହାଯାଇଛି । ୮୪ ଏମଏମ ବୋର ଥିବା ଏହି ଲଞ୍ଚର ଶତୃଙ୍କ ଟ୍ୟାଙ୍କକୁ ସହଜରେ ଧ୍ୱଂସ କରପାରିବ। ଏଟି4 ର ବିଶେଷତ୍ୱ ହେଉଛି ସୈନ୍ୟ ଅଭିଯାନ ବେଳେ ଯବାନମାନେ ଏହାକୁ ହାତରେ ରଖି ସହଜରେ ବ୍ୟବହାର କରିପାରିବେ। ଏହାର ଓଜନ ମାତ୍ର ୮ କିଲୋ ହୋଇଥିବା ବେଳେ ଏହା ୨୦ରୁ ୩୦୦ ମିଟର ପର୍ଯ୍ୟନ୍ତ ଶତୃଙ୍କର ଟ୍ୟାଙ୍କ, କୋଠାଘର, ହେଲିକପ୍ଟର, ଯୁଦ୍ଧାସ୍ତ୍ର ଥିବା ଗାଡ଼ି ଓ ନିର୍ଦ୍ଧିଷ୍ଟ ଲକ୍ଷ ସ୍ଥଳକୁ ଟାର୍ଗେଟ କରିପାରିବ। ଫ୍ରାନ୍ସ , ଲାତବିୟା ଓ ଆମେରିକା ଭଳି ଦେଶ ଏଟି4 ବା ଏଟି4ସିଏସର ବ୍ୟବହାର କରୁଛନ୍ତି।

Powered by Froala Editor

Tags at-4

Related articles Odisha News Lens 4.1

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13960
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13598
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14072
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13770
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13567
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14026
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14793
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13995
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15362
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15362
    Oct 17, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13995
    Oct 17, 2026
  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13960
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15063
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14658
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14763
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15765
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14438
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14549
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13985
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14793
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15362
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14684
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In