Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆମେରିକାରେ ପ୍ରବେଶ କରିପାରିବେନି ୧୨ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଡ଼ ଘୋଷଣା କଲେ ପିଏମ୍ : ଇଣ୍ଡିଆ ଗେଟ୍‌ରେ ସ୍ଥାପନ ହେବ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି

ବଡ଼ ଘୋଷଣା କଲେ ପିଏମ୍ : ଇଣ୍ଡିଆ ଗେଟ୍‌ରେ ସ୍ଥାପନ ହେବ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି

2022-01-21 14:09:22
15156
Share:
Facebook
Twitter
E-Mail
WhatsApp
Telegram
ବଡ଼ ଘୋଷଣା କଲେ ପିଏମ୍ : ଇଣ୍ଡିଆ ଗେଟ୍‌ରେ ସ୍ଥାପନ ହେବ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି

ଇଣ୍ଡିଆ ଗେଟରେ ସ୍ଥାପନ ହେବ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି । ଅମର ଜବାନ ଜ୍ୟୋତିକୁ ନେଇ ବିବାଦ ଜାରି ରହିଥିବା ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବଡ଼ ଘୋଷଣା କରିଛନ୍ତି । ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଜାନୁଆରୀ ୨୩ ତାରିଖରେ ନେତାଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ତାଙ୍କ ହେଲୋଗ୍ରାମ ମୂର୍ତ୍ତି ଉଦଘାଟନ ହେବ । ଗ୍ରାନାଇଟ୍ ତିଆରି ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି କହିଛନ୍ତି ମୋଦୀ । ନେତାଜୀଙ୍କ ପ୍ରତିମୂର୍ତ୍ତି ପ୍ରସଙ୍ଗରେ ଜାଣିଥିବା ବ୍ୟକ୍ତିବିଶେଷଙ୍କ କହିବା ଅନୁସାରେ, ଆକାର ପ୍ରକାର ୨୮ଫୁଟ୍‌ X ୬ ଫୁଟ୍‌ ହେବ। ଏହି ପ୍ରତିମୂର୍ତ୍ତି ହେବ ତାଙ୍କ ପ୍ରତି ଦେଶର ଅନୁଗ୍ରହ ଏବଂ ସ୍ବାଧୀନତା ଆନ୍ଦୋଳନକୁ ତାଙ୍କ ଅବଦାନର ସଙ୍କେତ।

ସୂଚନାଯୋଗ୍ୟ, ଯେଉଁ ସ୍ଥାନରେ ନେତାଜୀଙ୍କର ଗ୍ରେନାଇଟ୍‌ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ସେଠାରେ ପୂର୍ବରୁ ଇଂଲଣ୍ଡର୍‌ ରାଜା ୫ମ ଜର୍ଜଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଥିଲା। କିନ୍ତୁ, ୧୯୬୮ ମସିହାରେ ରାଜା ୫ମ ଜର୍ଜଙ୍କ ପ୍ରତିମୂର୍ତ୍ତିଟିକୁ ସେଠାରୁ ହଟାଇ ଦିଆଯାଇଥିଲା।

Powered by Froala Editor

Tags subas bose

Related articles Odisha News Lens 4.1

  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15463
    Jun 05, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15614
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14197
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13995
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13847
    Jun 04, 2025
  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13354
    Jun 05, 2025
  • ରକିଙ୍କ ହାତ ଧରିଲେ ହିନା
    ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    14143
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15027
    Jun 04, 2025
  • ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ
    ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    14958
    Jun 05, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13847
    Jun 04, 2025
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13354
    Jun 05, 2025
  • ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15027
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16645
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16941
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15473
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13877
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13712
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13752
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15354
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15300
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15690
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16308
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14016
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15027
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14354
    Jun 04, 2025
  • ରକିଙ୍କ ହାତ ଧରିଲେ ହିନା

    14143
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In