Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

Home ›› ››ନବୀନ ଓ ମୋଦୀଙ୍କୁ ପ୍ରଶଂସା କରୁଥିବା ଗଣମାଧ୍ୟମ ସଂସ୍ଥା ଜନବିରୋଧି – ୟାସିର ନୱାଜ

ନବୀନ ଓ ମୋଦୀଙ୍କୁ ପ୍ରଶଂସା କରୁଥିବା ଗଣମାଧ୍ୟମ ସଂସ୍ଥା ଜନବିରୋଧି – ୟାସିର ନୱାଜ

2022-01-25 07:43:33
14318
Share:
Facebook
Twitter
E-Mail
WhatsApp
Telegram
ନବୀନ ଓ ମୋଦୀଙ୍କୁ ପ୍ରଶଂସା କରୁଥିବା ଗଣମାଧ୍ୟମ ସଂସ୍ଥା ଜନବିରୋଧି – ୟାସିର ନୱାଜ

ଭୁବନେଶ୍ୱର - ଇଣ୍ଡିଆ ଟୁଡେ” ପକ୍ଷରୁ କରାଯାଉଥିବା ମୁଡ୍ ଅଫଦି ନେସନ ସର୍ଭେ- ୨୦୨୨ରେ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ମାନ୍ୟତା ଦେବା ଘଟଣା ଓଡ଼ିଶାବାସୀଙ୍କୁ ବିସ୍ମିତ କରିଛି ବୋଲି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ କହିଛନ୍ତି । ଓଡ଼ିଶାର ମାତ୍ର ୨,୭୪୩ ଜଣଙ୍କ ମତକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସବୁଠାରୁ ଜନପ୍ରିୟ ଭାବେ ପ୍ରଚାର କରାଯାଉଛି । ଦୀର୍ଘ ୨୧ ବର୍ଷର ଶାସନ କାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ କ୍ଷେତ୍ରର ବିଫଳ ହେଲାପରେ “ଇଣ୍ଡିଆ ଟୁଡେ” ଭଳି ମର୍ଯ୍ୟାଦାଜନକ ଗଣମାଧ୍ୟମ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ସମୟରେ ବିଭିନ୍ନ କ୍ଷେତ୍ରରେ ଦେଶରେ ୧ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଏକ ମିଥ୍ୟା ସମ୍ମାନ ଦେଉଛନ୍ତି ।  ନବୀନ ବାବୁଙ୍କ ଶାସନରେ ୨୧ ବର୍ଷ ଧରି ଯୁବକ, ଛାତ୍ର, •ଷୀ ଉପେକ୍ଷିତ ଓ ମହିଳା ଅତ୍ୟାଚାରିତ । ବେବିନା, ଇତିଶ୍ରୀ, କୁନ୍ଦୁଲି ଛାତ୍ରୀ ଠାରୁ ମମିତା ମେହେର ପର୍ଯ୍ୟନ୍ତ ବହୁ ନିରୀହ ମହିଳାଙ୍କର ହତ୍ୟା ଓ ବହୁମହିଳାଙ୍କ ଗଣଦୁଷ୍କର୍ମରେ ଶାସକ ଦଳର ବିଧାୟକ, ମନ୍ତ୍ରୀ ସଂପୃକ୍ତ ଥିବାବେଳେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସୁରକ୍ଷା ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମା’କୁ ସମ୍ମାନ ଆହ୍ୱାନ ଏକ ପ୍ରହସନରେ ପରିଣତ ହୋଇଛି । ଓଡ଼ିଶାର ମହିଳାମାନେ ନବୀନବାବୁ ଉପରୁ ଭରସା ତୁଟାଇ ସାରିଥିବା ବେଳେ ନୀବନ ବାବୁଙ୍କ ଜନପ୍ରିୟ ମୁଖ୍ୟମନ୍ତ୍ରୀ କହିବା ଦୁଃଖଦାୟକ । ନବୀନ ବାବୁ ବର୍ଷକୁ ୨ଲକ୍ଷ ନିଯୁକ୍ତି ଦେବେବୋଲି ପ୍ରତିଶ୍ରୁତି ଦେଇଥିଲେ । ୨୧ ବର୍ଷରେ ୪୨ ଲକ୍ଷ ବଦଳରେ ୨ଲକ୍ଷ ନିଯୁକ୍ତି ଦେବାକୁ ସମର୍ଥ ହୋଇନାହାନ୍ତି । ଋଣ ଭାର ଓ ଫସଲହାନୀ କାରଣରୁ ଓଡ଼ିଶା ୨୧ ବର୍ଷରେ ୮ ହଜାର •ଷୀ ମୃତୁ୍ୟ, ୧ଲକ୍ଷ ୨୫ ହଜାର କୋଟି ଋଣ ଭାର, ସ୍ୱାସ୍ଥ୍ୟ ସେବାର ଦୁର୍ନୀତି ଓ ବିଫଳତା, ଓଡ଼ିଶା ସୀମା ସୁରକ୍ଷାରେ ଅପାରଗତା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ଉକôଟ ଦାରିଦ୍ର୍ୟ ଓ ବୋକରୀ, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ଦାଦନ ସଂଖ୍ୟ ବୃଦ୍ଧି, ସରକାରୀ ଯୋଜନାରେ ବ୍ୟାପକ ହରିଲୁଟ ଏବଂ ବିଶେଷକରି ଭୋକିଲାଙ୍କ ସଂଖ୍ୟାବୃଦ୍ଧି ପ୍ରଭୃତି କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ବଦନାମ ହୋଇଛନ୍ତି । ମାତ୍ର ସମସ୍ତଙ୍କୁ ଆଶ୍ଚର୍ଯ୍ୟକରି “ଇଣ୍ଡିଆଟୁଡେ” ନବୀନ ପଟ୍ଟନାୟକଙ୍କୁ ଜନପ୍ରିୟ ମାନ୍ୟତା ଦେଉଛନ୍ତି । ବାସ୍ତବ ଚିତ୍ର ଏହିକିଯେ ଗତ ୩ବର୍ଷ ହେବ ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଲୁଚିବସିଛନ୍ତି ଏବଂ କେତେ ଜଣ ଉଚ୍ଚପଦସ୍ଥ ସରକାରୀ କର୍ମ•ରୀ ସରକାର ଚଳାଉଛନ୍ତି । 

ଅନ୍ୟପକ୍ଷରେ “ମର୍ନିଂ କନସଲ୍ଟ ପଲଟିକାଲ ଇଂଟେଲିଜେନ୍ସି”ନାମକ ଆମେରୀକୀୟ କମ୍ପାନୀ ମୋଦୀଙ୍କ ଆଦୃତିକୁ ଠିକ୍ ଭାବେ ତଉଲି ନାହାନ୍ତି । ବର୍ତମାନ ମୋଦି ଦେଶ ବିକୁଛନ୍ତି । ରେଳବାଇ, ଏୟାରପୋର୍ଟ, ଖଣି, ସରକାରୀ ଶିଳ୍ପ, ସାମରିକ ବିଭାଗ, ଏଲଆଇସି, ବ୍ୟାଙ୍କ୍, ବିମାନ ଓ ସାମୁଦି୍ରକ ବନ୍ଦର ପ୍ରଭୃତି ସମସ୍ତ ସରକାରୀ ସଂସ୍ଥାକୁ ବିକ୍ରି କରୁଥିବା ମୋଦିଙ୍କ ଆଦୃତି କଣ ତାହା ଉକ୍ତ ଆମେରିକୀୟ କମ୍ପାନୀ ତଉଲି ପାରିନାହାନ୍ତି । ଭାରତରେ କଳା କୃଷି ଆଇନ ଓ ୭୫୦ ଚାଷୀଙ୍କ ମୃତୁ୍ୟ, ଚାଷୀ ହତ୍ୟା,  ଅନିୟନ୍ତ୍ରିତ ତୈଳ ଓ ଗ୍ୟାସ ଦର ଏବଂ ବେଲଗାମ୍  ନିତ୍ୟ ବ୍ୟବହାର୍ଯ୍ୟ ଦର, ନୋଟ ବନ୍ଦୀ ବିଫଳତା ଓ ଋଣ ଭାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅପାରଗତା ଓ କୁଶାସନକୁ ପଦାରେ ପକାଇଛି । ମୋଦୀଙ୍କ ଶାସନରୁ ମୁକ୍ତି ପାଇବାପାଁଇ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । 

ସୁତରାଂ ଭାରତ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଓ ଓଡ଼ିଶା ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟେ ବିନାଶର କାରଣ । ଏଣୁ ଏମାନଙ୍କ ଗୁଣ ଚର୍ଚ୍ଚା କରିବା  ସଂସ୍ଥା ଜନସ୍ୱାର୍ଥ ବିରୋଧି ବୋଲି ନୱାଜ କହିଛନ୍ତି ।

Powered by Froala Editor

Tags Yasin nawaj

Related articles Odisha News Lens 4.1

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14693
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14435
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13574
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14156
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13862
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15561
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15129
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13491
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15590
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13574
    May 21, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14848
    May 20, 2026
  • ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15129
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17487
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14435
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14200
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14426
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15489
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15097
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15413
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15152
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15645
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13976
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14693
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13491
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13574
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In