Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧ରେ କେନ୍ଦ୍ରୀୟ ବଜେଟ୍ : ଜାଣନ୍ତୁ କିଏ କିଏ ଅଛନ୍ତି ସୀତାରମଣଙ୍କ ଟିମ୍‌ରେ...

୧ରେ କେନ୍ଦ୍ରୀୟ ବଜେଟ୍ : ଜାଣନ୍ତୁ କିଏ କିଏ ଅଛନ୍ତି ସୀତାରମଣଙ୍କ ଟିମ୍‌ରେ...

2022-01-25 15:45:54
15264
Share:
Facebook
Twitter
E-Mail
WhatsApp
Telegram
୧ରେ କେନ୍ଦ୍ରୀୟ ବଜେଟ୍ : ଜାଣନ୍ତୁ କିଏ କିଏ ଅଛନ୍ତି ସୀତାରମଣଙ୍କ ଟିମ୍‌ରେ...

ଫେବ୍ରୁଆରୀ ୧ରେ ଆସିବ ଚତୁର୍ଥ କେନ୍ଦ୍ରୀୟ ବଜେଟ୍ ।  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। କରୋନା କାଳରେ ଆସୁଥିବା କେନ୍ଦ୍ରୀୟ ବଜେଟ୍ ଉପରେ ରହିଛି ସମସ୍ତଙ୍କ ନଜର । ଚଳିତଥର ନିର୍ମଳାଙ୍କ ବଜେଟ୍ ଟିମରେ ତାଙ୍କୁ ମିଶାଇ ୬ ଜଣ ସଦସ୍ୟ ରହିଛନ୍ତି । ତେବେ ଆସନ୍ତୁ ଜାଣିବା ୨୦୨୨-୨୩ ବଜେଟ ପ୍ରସ୍ତୁତିରେ ସୀତାରମଣଙ୍କ ଟିମ୍‌ରେ କିଏ ନିର୍ବାହ କରୁଛନ୍ତି କେଉଁ ଦାୟିତ୍ୱ ।

ଟି.ଭି.ସୋମନାଥନ
କେନ୍ଦ୍ର ଅର୍ଥମନ୍ତ୍ରାଳୟଙ୍କ ଏକ୍ସପେଣ୍ଡିଚର ସେକ୍ରେଟାରୀ ଟି.ଭି.ସୋମନାଥନ ଏଥର ବଜେଟ ଟିମର ମୁଖ୍ୟ ଚେହେରା ପାଲଟିଛନ୍ତି। ସୋମନାଥନ ଦେଶର ଫାଇନାନ୍ସ ସେକ୍ରେଟାରୀ । ସେ ହିଁ ଏହି ବଜେଟର ଦାୟିତ୍ୱ ସମ୍ଭାଳିଛନ୍ତି। ୧୯୮୭ ବ୍ୟାଚ୍‌ର ତାମିଲନାଡୁ କ୍ୟାଡର ଆଇପିଏସ୍ ଅଫିସର ସୋମନାଥନ କୋଲକାତା ବିଶ୍ୱବିଦ୍ୟାଳୟରୁ ଅର୍ଥଶାସ୍ତ୍ରରେ ପିଏଚଡି ହାସଲ କରିଛନ୍ତି।

ଦେବାଶିଷ ପଣ୍ଡା
ଦେବାଶିଷ ପଣ୍ଡା ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ସେବା ବିଭାଗର ସଚିବ ଅଛନ୍ତି । ବଜେଟରେ ଅର୍ଥ କ୍ଷେତ୍ର ସହ ଜଡ଼ିତ ସମସ୍ତ କାରବାର ତାଙ୍କ ଉପରେ ନ୍ୟସ୍ତ । ୧୯୮୭ ବ୍ୟାଚର ଉତ୍ତରପ୍ରଦେଶ କ୍ୟାଡରର ଆଇଏଏସ୍ ହେଉଛନ୍ତି ଦେବାଶିଷ । ଆର୍ଥିକ ସ୍ଥିରତା ରକ୍ଷା ଲାଗି ଆରବିଆଇ ସହ ସେ ମିଶି କାମ କରନ୍ତି ।

ତରୁଣ ବଜାଜ
ଅର୍ଥ ମନ୍ତ୍ରଣାଳୟର ରାଜସ୍ୱ ସଚିବ ହେଉଛନ୍ତି ତରୁଣ ବଜାଜ । ସେ ୧୯୮୮ ବ୍ୟାଚର ହରିୟାଣା କ୍ୟାଡର ଆଇଏଏସ୍ ଅଫିସର । ଅର୍ଥ ମନ୍ତ୍ରଣାଳୟ ପୂର୍ବରୁ ତରୁଣ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ । କରୋନାର ପ୍ରଥମ ପ୍ରବାହ ବେଳେ ସେ ଆର୍ଥିକ ମାମଲାର ସଚିବ ଭାବେ ଅର୍ଥ ମନ୍ତ୍ରଣାଳୟ ସହିତ ଅନେକ ଆଶ୍ୱସ୍ତି ପ୍ୟାକେଜରେ ସାମିଲ୍ ଥିଲେ ।

ତୁହିନକାନ୍ତ ପାଣ୍ଡେ
ନିବେଶ ଓ ସର୍ବସାଧାରଣ ସମ୍ପତ୍ତି ପରିଚାଳନା ବିଭାଗର ସଚିବ ଅଛନ୍ତି ତୁହିନ୍ କାନ୍ତ । ଯାହାଙ୍କ ବିଭାଗ ଉପରେ ଏବେ ସମସ୍ତଙ୍କ ନଜର। ୧୯୮୭ ବ୍ୟାଚ୍‌ର ଓଡିଶା କ୍ୟାଡର ଆଇଏଏସ୍ ଅଧିକାରୀ ଡିପାର୍ଟମେଣ୍ଟ ଅଫ ଇନଭେଷ୍ଟ ଏଣ୍ଡ ପବ୍ଲିକ୍ ଆସେଟ୍ ମ୍ୟାନେଜମେଣ୍ଟ (ଡିଆଇପିଏମ) ସଚିବ ଅଛନ୍ତି। ଗତ ଅକ୍ଟୋବର ୨୦୧୯ ସେ ଡିଆଇପିଏମ ସଚିବ ନିଯୁକ୍ତ ହୋଇଥିଲେ। ଏୟାର ଇଣ୍ଡିଆର ଘରୋଇକରଣରେ ତାଙ୍କର ପ୍ରମୁଖ ଭୂମିକା ମଧ୍ୟ ରହିଛି ।

ଅଜୟ ସେଠ୍
ଅର୍ଥମନ୍ତ୍ରାଳୟର ନୂଆ ସଦସ୍ୟ ଅଜୟ ସେଠ୍ ଇକୋନମିକ୍ ଆଫେୟାର୍ସ ସେକ୍ରେଟାରୀ ଆବସ୍ଥାପିତ ଅଛନ୍ତି। ଅଜୟ ୧୯୮୭ ବ୍ୟାଚ୍‌ କର୍ଣ୍ଣାଟକ କ୍ୟାଡର ଆଇଏଏସ୍ ଅଧିକାରୀ। ସେ ତୁଲାଉଥିବା ବିଭାଗ ଉପରେ ଡିଏଇ କ୍ୟାପିଟାଲ ମାର୍କେଟ୍, ଇନଭେଷ୍ଟମେଣ୍ଟ ଓ ଇନଫ୍ରାଷ୍ଟ୍ରକ୍ଚର ସମ୍ପର୍କିତ ନୀତିଲାଗି ନୋଡାଲ ଡିପାର୍ଟମେଣ୍ଟ ଦାୟିତ୍ୱ ରହିଛି। ଏଥିରେ ଦେଶର ଜିଡିପି ଗ୍ରାଥକୁ କାୟମ ରଖି ଅର୍ଥବ୍ୟବସ୍ଥାରେ ଘରୋଇ ପୁଞ୍ଜି ବ୍ୟୟର ରିଭାଇଭ ଭଳି ଜଟିଳ କାମ ମଧ୍ୟ ତାଙ୍କ ଦେଖରେଖରେ ହେଉଛି।

Powered by Froala Editor

Tags budget

Related articles Odisha News Lens 4.1

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    14008
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14639
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14312
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15447
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13692
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13842
    Jul 07, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15352
    Jul 09, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15577
    Jul 09, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15746
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15577
    Jul 09, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15447
    Jul 08, 2026
  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14639
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15423
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15589
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15394
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15261
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14683
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14927
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14312
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15746
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14639
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In