Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

Home ›› ››‘ଅଧିକାର ଓ କର୍ତ୍ତବ୍ୟ ମୁଦ୍ରାର ଦୁଇ ପାଶ୍ୱର୍’ ରାଷ୍ଟ୍ରପତି ରାମନାଥ କୋବିନ୍ଦ

‘ଅଧିକାର ଓ କର୍ତ୍ତବ୍ୟ ମୁଦ୍ରାର ଦୁଇ ପାଶ୍ୱର୍’ ରାଷ୍ଟ୍ରପତି ରାମନାଥ କୋବିନ୍ଦ

2022-01-26 07:57:05
15392
Share:
Facebook
Twitter
E-Mail
WhatsApp
Telegram
‘ଅଧିକାର ଓ କର୍ତ୍ତବ୍ୟ ମୁଦ୍ରାର ଦୁଇ ପାଶ୍ୱର୍’ ରାଷ୍ଟ୍ରପତି ରାମନାଥ କୋବିନ୍ଦ


ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶ ଓ ବିଦେଶରେ ରହୁଥିବା ଭାରତୀୟ ନାଗରିକଙ୍କୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି, ସାଧାରଣତନ୍ତ୍ର ଦିବସ ପ୍ରତିଟି ଭାରତୀୟଙ୍କୁ ଏକତାର ସୂତ୍ରରେ ବାନ୍ଧି ରଖିବାର ଏକ ଉତ୍ସବ। ୧୯୫୦ ମସିହା, ଏହି ଦିନରେ ଆମ ସମସ୍ତଙ୍କର ଏହି ଗୌରବମୟ ପରିଚୟ ଏକ ଆନୁଷ୍ଠାନିକ ରୂପ ପାଇଥିଲା।

ରାଷ୍ଟ୍ରପତି କହିଛନ୍ତି, ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସରେ ଆମେ ନିଜର ଗତିଶୀଳ ଗଣତନ୍ତ୍ର ତଥା ଜାତୀୟ ଏକତାର ଭାବନାର ଉତ୍ସବ ପାଳନ କରିଥାଉ। ମହାମାରୀ କାରଣରୁ ଚଳିତ ବର୍ଷ ହୁଏତ ଆମେ ଏହି ଉତ୍ସବକୁ ଧୂମଧାମରେ ପାଳନ କରିପାରିବୁନିଳ କିନ୍ତୁ ଆମର ଭାବନା ସର୍ବୋପରି ସଶକ୍ତ ରହିଛି। ଅଧିକାର ଓ କର୍ତ୍ତବ୍ୟ ମୁଦ୍ରାର ଦୁଇ ପାର୍ଶ୍ୱ। ଆମର ଗଣତନ୍ତ୍ର ଏହା ଉପରେ ଦୃଢ଼ତାର ସହ ଛିଡ଼ା ହୋଇଛି।

 ରାଷ୍ଟ୍ରପତି କହିଛନ୍ତି, ଦେଶରେ କୋଭିଡ୍ ଟିକାକରଣ ଅଭିଯାନ ଜନଆନ୍ଦୋଳନର ରୂପ ନେଇଛି। କରୋନା ବିରୋଧରେ ଦେଶବାସୀଙ୍କ ସଂଘର୍ଷ ଜାରି ରହିଛି। କୋଭିଡ୍ ବିରୋଧରେ ଭାରତ ଅନ୍ୟ ଦେଶକୁ ମଧ୍ୟ ସାହାଯ୍ୟ କରୁଛି। କୋଭିଡ୍ ମୁକାବିଲାରେ ଡାକ୍ତର ଓ ନର୍ସଙ୍କ କର୍ତ୍ତବ୍ୟ ଉଚ୍ଚ ପ୍ରଶଂସନୀୟ। କୋଭିଡକୁ ହରାଇବା ପାଇଁ ରାଷ୍ଟ୍ରଧର୍ମ ପାଳନ କରିବାକୁ ରାଷ୍ଟ୍ରପତି ଆହ୍ୱାନ ଦେଇଛନ୍ତି।

ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ମନେ ପକାଇ ରାଷ୍ଟ୍ରପତି କହିଛନ୍ତି, ୧୯୩୦ରେ ମହାତ୍ମା ଗାନ୍ଧି ଦେଶବାସୀଙ୍କୁ ପୂର୍ଣ୍ଣ ସ୍ୱରାଜ ଦିବସ ମନାଇବାର ପଦ୍ଧତି ବୁଝାଇଥିଲେ। ଗାନ୍ଧିଜୀଙ୍କ ଦ୍ୱାରା ଦିଆଯାଇଥିବା ଉପଦେଶ ଯଥାଶକ୍ତି ରଚନାତ୍ମକ କାମ କରିବା ସର୍ବଦା ପ୍ରାସଙ୍ଗିତ ରହିବ। ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ସାରା ବିଶ୍ୱକୁ ଦିଗଦର୍ଶନ ଦେଉଛି। ଆମର ସଭ୍ୟତା ପ୍ରାଚୀନ, କିନ୍ତୁ ଗଣତନ୍ତ୍ର ନୂଆ। ରାଷ୍ଟ୍ର ନିର୍ମାଣ ଆମ ପାଇଁ ଏକ ନିରନ୍ତର ଅଭିଯାନ ବୋଲି ରାଷ୍ଟ୍ରପତି କହିଛନ୍ତି।

ରାଷ୍ଟ୍ରପତି ଆହୁରି କହିଛନ୍ତି, ଗତବର୍ଷ ଅଲିମ୍ପିକ୍ସରେ ଆମର ଖେଳାଳିମାନେ ଦମଦାର ପ୍ରଦର୍ଶନ କରି ଦେଶରେ ଖୁସିର ଲହରି ଖେଳାଇ ଦେଇଥିଲେ। ଯୁବ ବିଜେତାଙ୍କ ଆତ୍ମବିଶ୍ୱାସ ଆଜି ଦେଶବାସୀଙ୍କୁ ପ୍ରେରିତ କରିଛି। ଆଗାମୀ ଦିନରେ ଯୁବ କ୍ରୀଡ଼ାବିତ୍ ଦେଶକୁ ଗୌରବାନ୍ୱିତ କରିବାର ଆହୁରି ଅନେକ ସୁଯୋଗ ଦେବେ ବୋଲି ସେ କହିଛନ୍ତି।

Powered by Froala Editor

Tags Ramnath kobind

Related articles Odisha News Lens 4.1

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14909
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15556
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14083
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13499
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14946
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15216
    May 11, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15408
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13851
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14181
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14083
    May 12, 2026
  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13499
    May 12, 2026
  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13851
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15408
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16090
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14532
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15501
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15238
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15134
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13499
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14946
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13851
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In