ଏହିସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଝଡବର୍ଷା ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ, ରାୟଗଡାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଂଟା ପ୍ରତି ୩୦-୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ଅଛି ।
Powered by Froala Editor