Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫିଲ୍ମ କପିରାଇଟ୍ ଅଭିଯୋଗ : ସୁନ୍ଦର ପିଚାଇଙ୍କ ସମେତ ୬ ଜଣଙ୍କ ନାଁରେ ମାମଲା

ଫିଲ୍ମ କପିରାଇଟ୍ ଅଭିଯୋଗ : ସୁନ୍ଦର ପିଚାଇଙ୍କ ସମେତ ୬ ଜଣଙ୍କ ନାଁରେ ମାମଲା

2022-01-27 13:50:09
15917
Share:
Facebook
Twitter
E-Mail
WhatsApp
Telegram
ଫିଲ୍ମ କପିରାଇଟ୍ ଅଭିଯୋଗ : ସୁନ୍ଦର ପିଚାଇଙ୍କ ସମେତ ୬ ଜଣଙ୍କ ନାଁରେ ମାମଲା

ୟୁଟ୍ୟୁବରେ ବଲିଉଡ ଫିଲ୍ମର କପିରାଇଟ୍ ଉଲ୍ଲଂଘନ ଅଭିଯୋଗରେ ଟେକ୍ନୋଲୋଜି କମ୍ପାନି ଗୁଗୁଲର ସିଇଓ ସୁନ୍ଦର ପିଚାଇ ଏବଂ କମ୍ପାନିର ଅନ୍ୟ ପାଞ୍ଚଜଣ କର୍ମଚାରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ପିଚାଇ ସମେତ ୟୁଟ୍ୟୁବ୍ ମୁଖ୍ୟ ଗୌତମ ଆନନ୍ଦ, ଅଭିଯୋଗ ନିବାରଣ ଅଧିକାରୀ ସମେତ ଗୁଗୁଲର ୬ଜଣ କର୍ମଚାରୀଙ୍କ ନାମରେ ମାମଲା ରୁଜୁ କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ମୁମ୍ବାଇ ପୁଲିସ୍‌ ସମସ୍ତଙ୍କ ନାଁରେ କପି ରାଇଟ ଉଲ୍ଲଙ୍ଘନ ମାମଲା ରୁଜୁ କରିଛି।

ପିଚାଇଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଫିଲ୍ମ ନିର୍ମାତା ସୁନୀଲ ଦର୍ଶନ କହିଛନ୍ତି ଯେ “୨୦୧୭ରେ ରିଲିଜ୍‌ ହୋଇଥିବା ମୋ ଫିଲ୍ମ “ଇକ ହସିନା ଥି, ଏକ ଦିୱାନା ଥା’ର କପି ରାଇଟ ମୁଁ କାହାକୁ ଦେଇ ନଥିଲି। ଏହାକୁ ମୁଁ ୟୁଟ୍ୟୁବରେ ମଧ୍ୟ ରିଲିଜ କରି ନଥିଲି। କିନ୍ତୁ ଏହି ଫିଲ୍ମ ୟୁଟ୍ୟୁବରେ ରିଲିଜ୍‌ ହୋଇଛି ଓ ଏହାକୁ ଲକ୍ଷାଧିକ ଲୋକ ମଧ୍ୟ ଦେଖିଛନ୍ତି।

ସେ ଅଭିଯୋଗ କରିଛନ୍ତି କି, ମ‌ୋର ବିନା ଅନୁମତିରେ ଏହି ବିଷୟବସ୍ତୁ ବ୍ୟବହାର କରାଯାଇଛି । ବେଆଇନ ଭାବେ ମୋର ଫିଲ୍ମ ଅପଲୋଡ୍ କରି ବିପୁଳ ପରିମାଣର ଅର୍ଥ ରୋଜଗାର କରାଯାଉଛି। ମୁଁ ସୁନ୍ଦର ପିଚାଇଙ୍କୁ ଦାୟୀ କରିବାର କାରଣ ସେ ଗୁଗୁଲର ନେତୃତ୍ୱ ନେଉଛନ୍ତି। ମୁଁ ମୋର ଚଳଚ୍ଚିତ୍ର ‘ଏକ ହାସିନା ଥି ଏକ ଦେୱାନା ଥା’ର ୧ ବିଲିୟନରୁ ଅଧିକ ଭ୍ୟୁକୁ ଟ୍ରାକ କରିଛି। କମ୍ପାନି ସହିତ ଏହି ଘଟଣା ବିଷୟରେ ଆଲୋଚନା କରିଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିଲା ତେଣୁ ବାଧ୍ୟ ହୋଇ କୋର୍ଟର ଦ୍ୱାରସ୍ଥ ହୋଇଥିଲି ।

Powered by Froala Editor

Tags film copyright

Related articles Odisha News Lens 4.1

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13839
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14071
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13487
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15396
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14933
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15203
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15543
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14897
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14168
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13487
    May 12, 2026
  • ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15203
    May 11, 2026
  • ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14933
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15396
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16089
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14531
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15500
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15237
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14071
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13839
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15203
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In