Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

Home ›› ›› ପୁଣି ନ୍ୟାୟ ମାଗୁଛି ଆଉ ଜଣେ ତପସ୍ୱିନୀ, ୮ ବର୍ଷର ପୁଅକୁ ଧରି ସ୍ୱାମୀ ଘର ଆଗରେ ଧାରଣା

ପୁଣି ନ୍ୟାୟ ମାଗୁଛି ଆଉ ଜଣେ ତପସ୍ୱିନୀ, ୮ ବର୍ଷର ପୁଅକୁ ଧରି ସ୍ୱାମୀ ଘର ଆଗରେ ଧାରଣା

2022-01-28 06:01:36
15012
Share:
Facebook
Twitter
E-Mail
WhatsApp
Telegram
 ପୁଣି ନ୍ୟାୟ ମାଗୁଛି ଆଉ ଜଣେ ତପସ୍ୱିନୀ, ୮ ବର୍ଷର ପୁଅକୁ ଧରି ସ୍ୱାମୀ ଘର ଆଗରେ ଧାରଣା


ଜଳେଶ୍ୱର: ପୁଣି ନ୍ୟାୟ ମାଗୁଛି ଆଉ ଜଣେ ତପସ୍ୱିନୀ, ସ୍ୱାମୀଙ୍କ ଘର ଆଗରେ ୮ ବର୍ଷର ପୁଅକୁ ନେଇ ଧାରଣାରେ ବସିଛନ୍ତି ମହିଳା । ଶୀତ କାକରର ରାତି ତଥାପି ନାହିଁ ଡ଼ର ନିଜ ଘରକୁ ଯିବାକୁ ନିଜ ପୁଅକୁ ବାପାଙ୍କ ପାଖରେ ରହିବାକୁ ଲଢ଼ୁଛନ୍ତି ଶୁଭସ୍ମିତା । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ନାବରା ଗାଁରେ । ଗାଁର ହରିପଦ ଦେ ଜଳେଶ୍ୱର ରାଜପୁର ଗାଁର ଗୟାପ୍ରସାଦ ବେହେରାଙ୍କ ଝିଅ ଶୁଭସ୍ମିତାଙ୍କୁ ୨୦୧୨ରେ ବିବାହ କରିଥିଲେ । ତେବେ ବିବାହର କିଛି ବର୍ଷ ପରେ ଶାଶୁ ଘର ଲୋକେ ଅଧିକ ଯୌତୁକ ଦାବି କରି ଶୁଭସ୍ମିତାଙ୍କୁ ଶାରୀରିକ ଓ ମାନସିକ ନିିର୍ଯାତନା ଦେଉଥିଲେ । ଏନେଇ ଶୁଭସ୍ମିତା ୨୦୧୫ରେ ବାଲେଶ୍ୱର ଜିଲ୍ଲା ପରିବାର ଅଦାଲତର ଦ୍ଵାରସ୍ଥ ହୋଇଥିଲେ ।

 କୋର୍ଟଙ୍କ ରାୟ ମୁତାବକ ଶୁଭସ୍ମିତା ଓ ତାଙ୍କ ପୁଅର ଭରଣ ପୋଷଣ ବାବଦ ମାସକୁ ୮ ହଜାର ଟଙ୍କା ଦେବା ପାଇଁ ସ୍ୱାମୀ ହରିପଦଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ଶୁଭସ୍ମିତାଙ୍କୁ କୌଣସି ଭରଣ ପୋଷଣ ମିଳିନଥିଲା । ଯାହାକୁ ନେଇ ଶୁଭସ୍ମିତା ପୁଅକୁ ଧରି ନ୍ୟାୟ ପାଇଁ ସ୍ୱାମୀଙ୍କ ଘର ଆଗରେ ଧାରଣାରେ ବସିଥିଲେ । ତେବେ ପୋଲିସ ଓ ବାଲେଶ୍ୱର ଶିଶୁ ସୁରକ୍ଷା ବିଭାଗ ପହଞ୍ଚି ବଳ ପୂର୍ବକ ସେମାନଙ୍କୁ ଉଠାଇ ନେଇଥିଲେ । ଏହାପରେ ଶିଶୁ ସୁରକ୍ଷା ବିଭାଗ ଘଟଣାର ତଦନ୍ତ କରି ଶୁଭସ୍ମିତା ଓ ପୁଅକୁ ଶାଶୁଘରେ ସୁରକ୍ଷିତ ଥଇଥାନ କରିବାକୁ ସିଂଲା ପୋଲିସକୁ ନିର୍ଦେଶ ଦେଇଥିଲେ ।

ମାତ୍ର ସିଂଲା ପୋଲିସ କୌଣସି ସହଯୋଗ ନକରିବାରୁ ଗତକାଲି ଶୁଭସ୍ମିତା ତାଙ୍କ ବୁଢୀ ମାଆଙ୍କ ସହିତ ପୁଅକୁ ଧରି ସ୍ୱାମୀଙ୍କ ଘରକୁ ଆସିଥିଲେ । ହେଲେ ଏମାନଙ୍କୁ ଦେଖି ଶାଶୁଘର ଲୋକେ ଫାଟକରେ ତାଲା ପକାଇ ଫେରାର ହୋଇଯାଇଛନ୍ତି । ଏପରିସ୍ଥିତିରେ ଶୁଭସ୍ମିତା ବୁଢୀ ମା ଏବଂ ପୁଅକୁ ଧରି ଶାଶୁ ଘର ସାମ୍ନାରେ ବସି ରହିଛନ୍ତି ।

Powered by Froala Editor

Tags Justice

Related articles Odisha News Lens 4.1

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15699
    Jul 04, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13447
    Jul 05, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14908
    Jul 05, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14892
    Jul 04, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14193
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14717
    Jul 05, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13725
    Jul 03, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13501
    Jul 05, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13804
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13447
    Jul 05, 2026
  • ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14717
    Jul 05, 2026
  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13804
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14908
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14980
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14562
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14328
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15946
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15699
    Jul 04, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14892
    Jul 04, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13501
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In