Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

Home ›› ››ଆଜି ରାଜ୍ୟରେ ୧୦ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୧୦ମୁଣ୍ଡ ନେଲା କରୋନା

2022-01-28 06:11:04
15293
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟରେ ୧୦ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୫ହଜାର ୫୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୦ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବାବେଳେ ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲରୁ ଜଣେ, ମୟୂରଭଜ ଜିଲ୍ଲାରୁ  ଜଣେ ରହିଛନ୍ତି । ସେହିପରି ଯାଜପୁର, ଜଗତସିଂହପୁର, କଟକ, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ  ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୬୦କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୧୧ହଜାର ୧୫୭ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୧ଲକ୍ଷ ୬୩ହଜାର ୩୯୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୬୪ହଜାର ୨୧୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଗତ ୨୪ଘଣ୍ଟାରେ  ୫ହଜାର ୫୭କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୯୩୨ଜଣ ରହିଥିବାବେଳେ ୨୧୨୫ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୬୬୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

Powered by Froala Editor

Tags Corona

Related articles Odisha News Lens 4.1

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14770
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14503
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13340
    Jun 05, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14542
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13290
    Jun 05, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15735
    Jun 03, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା
    ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13859
    Jun 04, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13464
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15633
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15633
    Jun 04, 2026
  • ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13290
    Jun 05, 2026
  • ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14770
    Jun 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17961
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13340
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14787
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14689
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15231
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15300
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14017
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14770
    Jun 04, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15735
    Jun 03, 2026
  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13290
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In