Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

Home ›› ››ଆଜି ଚାଲିଯାଇଥିଲେ ଜାତିର ପିତା

ଆଜି ଚାଲିଯାଇଥିଲେ ଜାତିର ପିତା

2022-01-30 11:23:41
15206
Share:
Facebook
Twitter
E-Mail
WhatsApp
Telegram
ଆଜି ଚାଲିଯାଇଥିଲେ ଜାତିର ପିତା


ଭୁବନେଶ୍ୱର: ସାରା ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଉଥିବା ଗାନ୍ଧୀ କେବଳ ରକ୍ତ ମାଂସରେ ଗଢା ଜଣେ ସ୍ଥୂଳ ମଣିଷ ନଥିଲେ, ଗାନ୍ଧୀ ଥିଲେ ଉତ୍ତରିତ ଚେତନାର ଶକ୍ତି ପ୍ରବାହ, ଅନ୍ଧାର ଭିତରେ ଧାରେ ଆଲୁଅର ବିଶ୍ୱାସ ଏବଂ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ମାନବତାର ଧ୍ୱଜଧାରୀ । ଯୁଦ୍ଧ-ତ୍ରସ୍ତ ବିଶ୍ୱକୁ ଯିଏ ଅହିଂସାର ଦୀକ୍ଷା ଦେଇଥିଲେ, ସତ୍ୟ ଓ ଅହିଂସାକୁ ଅସ୍ତ୍ର କରି ବାଡି ଖଣ୍ଡେ ଧରି ଯିଏ ଭାରତର ଭାଗ୍ୟ ଓ ଭବିଷ୍ୟତ ବଦଳାଇବାକୁ ଚେଷ୍ଟା କରୁଥିଲେ, ସେ ଥିଲେ ଜାତିର ପିତା ମହାତ୍ମା ଗାନ୍ଧୀ । ଶାନ୍ତିର ଭାରତ ପ୍ରତିଷ୍ଠା କରିବା ପାଇଁ ନିଜକୁ ତିଳ ତିଳ କରି ଜାଳୁଥିଲେ ।


୧୯୪୮ ଜାନୁୟାରୀ ୩୦ତାରିଖ ସନ୍ଧ୍ୟା ଥିଲା ଭାରତ ପାଇଁ ଏକ କାଳସନ୍ଧ୍ୟା । ଦିଲ୍ଲୀର ବିରଳା ଭବନରେ ଆୟୋଜିତ ପ୍ରାର୍ଥନା ସଭାକୁ ଜାତିର ଜନକ ମହାତ୍ମା ଗାନ୍ଧୀ ଯାଉଥିବା ସମୟରେ ସମସ୍ତଙ୍କୁ ସ୍ତବ୍ଧ କରି ଗୁଳି ଫୁଟିଥିଲା । କେହି କିଛି ବୁଝିବା ପୂର୍ବରୁ ଗାନ୍ଧିଜୀ ରକ୍ତାତ ହୋଇ ଟଳି ପଡିଥିଲେ । ଭିଡର ସୁଯୋଗ ନେଇ ଗୁଳି ଚଳାଇଥିବା ନାଥୁରାମ ଗଡ୍ସେ ଖସିଯିବାକୁ ଚେଷ୍ଟା କରୁଥିବାବେଳେ ମାଡି ବସିଥିଲେ ସେଠାରେ ମାଳି ଭାବେ କାମ କରୁଥିବା ୩୭ବର୍ଷୀୟ ରଘୁନାଥ ନାୟକ । ହାତରେ ଧରିଥିଲେ ମାଟି ଖୋଳୁଥିବା ଖୁରୁପି । ସେହି ଅସ୍ତ୍ରରେ ନାଥୁରାମଙ୍କ ମୁଣ୍ଡକୁ ସେ ଆଘାତ କରିବାରୁ ତାଙ୍କ ମୁଣ୍ଡରୁ ରକ୍ତ ବାହାରିଥିଲା ଏବଂ ସେ ଆଉ ଖସି ଯାଇପାରିନଥିଲେ । ତୁରନ୍ତ ନାଥୁରାମଙ୍କୁ ନିଜ କବଳକୁ ନେଇଯାଇଥିଲେ ରଘୁ । ପରେ ସେ ଏହି ବିଚାର ପ୍ରକ୍ରିୟାରେ ପ୍ରତ୍ୟକ୍ଷଦର୍ଶୀ ଭାବେ ବିଚାରପତି ଆତ୍ମଚରଣଙ୍କ ସମ୍ମୁଖରେ ସାକ୍ଷ୍ୟ ଦେଇଥିଲେ । ଏହି ଘଟଣାରେ ନାଥୁରାମ ଗଡ୍ସେଙ୍କୁ ଫାଶି ଦଣ୍ଡାଦେଶ ହୋଇଥିଲା । ୧୯୫୫ ମସିହାରେ ତକôାଳୀନ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦ ଏକ ପ୍ରଶଂସାପତ୍ର ସହ ପାଞ୍ଚ ଶହ ଟଙ୍କା ଦେଇ ରଘୁଙ୍କୁ ସମ୍ମାନିତ କରିଥିଲେ ।

Powered by Froala Editor

Tags Mahatma gandhi

Related articles Odisha News Lens 4.1

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15420
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13842
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14968
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15381
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15316
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14855
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15030
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15209
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15319
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13842
    Feb 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15030
    Feb 13, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15381
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15316
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15767
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16250
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14059
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14704
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16068
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14968
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15381
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15030
    Feb 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In