Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

ମନୋରଞ୍ଜନ
Home ›› ମନୋରଞ୍ଜନ ››୧୨ ବର୍ଷ ପରେ ପୁଣି ଏକାଠି ଫିଲ୍ମ କରିବେ ସଞ୍ଜୁ-ସୁନୀଲ

୧୨ ବର୍ଷ ପରେ ପୁଣି ଏକାଠି ଫିଲ୍ମ କରିବେ ସଞ୍ଜୁ-ସୁନୀଲ

2022-01-30 15:38:20
16195
Share:
Facebook
Twitter
E-Mail
WhatsApp
Telegram
୧୨ ବର୍ଷ ପରେ ପୁଣି ଏକାଠି ଫିଲ୍ମ କରିବେ ସଞ୍ଜୁ-ସୁନୀଲ

୧୨ ବର୍ଷ ପରେ ପୁଣି ଥରେ ଏକାଠି ଫିଲ୍ମ କରିବେ ସଞ୍ଜୟ ଦତ୍ତ ଓ ସୁନୀଲ ସେଟ୍ଟୀ।  ଦୁହେଁ ଏକାଠି ‘କାଣ୍ଟେ’, ‘ଡସ୍’ ଏବଂ ‘ସୁଟଆଉଟ୍ ଏବଂ ଲୋଖଣ୍ଡୱାଲା’ ଭଳି ହିଟ୍ ଫିଲ୍ମରେ କାମ କରିଥିଲେ। ଶେଷଥର ପାଇଁ ୨୦୧୦ରେ ଫିଲ୍ମ ‘ନୋ ପ୍ରୋବ୍ଲେମ୍‌’ରେ ଦୁହେଁ ଏକାଠି ଅଭିନୟ କରିଥିଲେ। ଦୀର୍ଘ ବର୍ଷର ଅପେକ୍ଷା ପରେ ଏହି ଦୁଇ ଅଭିନେତାଙ୍କୁ ଦର୍ଶକ ପୁଣି ଥରେ ଗୋଟିଏ ଫିଲ୍ମରେ ଦେଖିପାରିବେ।

ନିର୍ଦ୍ଦେଶକ ସମୀର କାର୍ନିକ ଏକ ନୂଆ ଫିଲ୍ମ କରୁଛନ୍ତି। ଫିଲ୍ମର ନାଁ ସ୍ଥିର ହୋଇ ନାହିଁ। ତେବେ ଏଥିରେ ସେ ଉଭୟ ସଞ୍ଜୟ ଓ ସୁନୀଲଙ୍କୁ ନେବେ। ସମୀର ‘ୟମଲା ପଗ୍‌ଲା ଦିୱାନ’ ଫିଲ୍ମ ତିଆରି କରିଥିଲେ। ସୁନୀଲ ଏହି ଖବର ସତ ବୋଲି ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ସଞ୍ଜୟ ଦତ୍ତ ଓ ମୁଁ ପୁଣି ଥରେ ଏକ ଫିଲ୍ମରେ କାମ କରିବାକୁ ଯାଉଥିବାରୁ ମୁଁ ବହୁତ ଖୁସି ଅଛି। ଆମେ ବହୁ ବର୍ଷ ପରେ ପୁଣି ଏକାଠି କାମ କରିବାର ସୁଯୋଗ ପାଇଛୁ। ଫିଲ୍ମର କାହାଣୀ ଖୁବ୍ ଭଲ ବୋଲି କହିଛନ୍ତି ସୁନୀଲ।

Powered by Froala Editor

Tags sanju-sunil

Related articles Odisha News Lens 4.1

  • ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?
    ଦେଶ-ଦେଶାନ୍ତର

    ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?

    14384
    May 13, 2025
  • ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....
    ବିଶେଷ

    ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

    14871
    May 14, 2025
  • ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ
    ଦେଶ-ଦେଶାନ୍ତର

    ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ

    14003
    May 13, 2025
  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15604
    May 12, 2025
  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15624
    May 12, 2025
  • ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ
    ଦେଶ-ଦେଶାନ୍ତର

    ସୀମାରେ ସ୍ଥିତି ସମୀକ୍ଷା କଲେ ରାଜନାଥ

    15331
    May 13, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13980
    May 12, 2025
  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...
    ବିଶେଷ

    ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15070
    May 14, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ
    ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13718
    May 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15070
    May 14, 2025
  • ଦେଶ-ଦେଶାନ୍ତର

    ଭାରତୀୟ ଜୀବନ ବୀମା ନିଗମର ବଡ଼ ଘୋଷଣା, ଜାଣନ୍ତୁ କଣ?

    14384
    May 13, 2025
  • ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13980
    May 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16884
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15436
    Apr 03, 2021

ବିଶେଷ

  • ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହା.....

    14871
    May 14, 2025
  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15070
    May 14, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13718
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14769
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15861
    May 12, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16260
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13976
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14770
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15297
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଥିଲେ...

    15070
    May 14, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13980
    May 12, 2025
  • ଲଶ୍କର-ଏ-ତଇବା ସଂଗଠନର ୩ ଆତଙ୍କୀ ନିପାତ

    14003
    May 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In