Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ବିଶେଷ
Home ›› ବିଶେଷ ››ଶାରୀରିକ ପ୍ରୋବଲେମରୁ ଫଟାଫଟ ମୁକ୍ତ କରିବ ଶିୟା ବଟର

ଶାରୀରିକ ପ୍ରୋବଲେମରୁ ଫଟାଫଟ ମୁକ୍ତ କରିବ ଶିୟା ବଟର

2022-01-31 03:32:40
13904
Share:
Facebook
Twitter
E-Mail
WhatsApp
Telegram
ଶାରୀରିକ ପ୍ରୋବଲେମରୁ ଫଟାଫଟ ମୁକ୍ତ କରିବ ଶିୟା ବଟର


ଅଫ ହ୍ଵାଇଟ୍‌ ରଙ୍ଗର ଶିୟା ବଟର ଶିୟା ଟ୍ରି ନଟ୍ସରୁ ଆସିଥାଏ। ଶିୟା ବଟର ଆପଣଙ୍କ ତ୍ୱଚା ପାଇଁ ବହୁତ ଫାଇଦାଯୁକ୍ତ। ଏହାର ବ୍ୟବହାର ଅନେକ ବିୟୁଟି ପ୍ରଡକ୍ଟରେ କରାଯାଏ। ଏଥିରେ ଶାମ୍ପୁ, କ୍ରିମ, ବଡି ଲୋସନ ଇତ୍ୟାଦି ବିୟୁଟି ପ୍ରଡକ୍ଟ ସାମିଲ ରହିଛି। ଏଥିରେ ଆଣ୍ଟି ଇମ୍ଫ୍ଲୋମେଣ୍ଟାରୀ ଗୁଣ ଏବଂ ଉପଚାର ଗୁଣ ରହିଥାଏ। ଏହା କେଶ, ତ୍ୱଚା, ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟାରୁ ମୁକ୍ତି ଦେବାରେ ସହାୟତା କରିଥାଏ। ଶିୟା ବଟର ଷ୍ଟ୍ରେଚ ମାର୍କ୍ସ ଦୂର କରିଥାଏ।

ଶୀତଦିନେ ତ୍ୱଚା ରୁକ୍ଷ ଏବଂ ଶୁଷ୍କ ହୋଇଯାଏ। ଏମିତିରେ ଆପଣ ଶିୟା ବଟରକୁ ବ୍ୟବହାର କରିପାରିବେ। ଏହି ପ୍ରାକୃତିକ ଫେସମ୍‌ ମଶ୍ଚରାଇଜର ଭାବେ କାମ କରିଥାଏ। ଆପଣ ଏଥିରେ ଆଭାକାଡୋ ଅଏଲ, ଆଲୋଭେରା ଜେଲ ଏବଂ ଅଲଭି ଅଏଲ ଇତ୍ୟାଦି ମିଶାଇ ଏହାକୁ ଫେସ୍‌ କ୍ରିମ ମଧ୍ୟ ତିଆରି କରିପାରିବେ। ଏହା ତ୍ୱଚା ପାଇଁ ଲାଭଦାୟକ ହୋଇଥାଏ।

ଆଣ୍ଟି ଏଜିଂ :
ଶିୟା ବଟର ତ୍ୱଚା ପାଇଁ ଆଣ୍ଟି ଏଜିଂ ଏଜେଣ୍ଟ କାମ କରିଥାଏ। ଏଥିରେ ଥିବା କୋଲେଜନ ପୋଟିନ ରହିଥାଏ। ଏହାସହିତ ଭିଟାମିନ ଏ ଏବଂ ଇ ମଧ୍ୟ ରହିଥାଏ। ଯାହା ତ୍ୱଚାକୁ ଉଜ୍ଜ୍ୱଳ ଏବଂ ଗ୍ଲୋଇଂ ମଧ୍ୟ ବନାଇଥାଏ।

ଜ୍ୱଳନରୁ ରକ୍ଷା ପାଇଁ:
 ଯଦି ଆପଣ ତ୍ୱଚାରୁ ଅତିରିକ୍ତ ଲୋକ ଉପାଡିବା ପାଇଁ ରେଜର ବ୍ୟବହାର କରୁଥିବେ ନିଶ୍ଚିତ। ଆଉ ଏହାକୁ ବ୍ୟବହାର କଲେ ଜ୍ୱଳନ ସମସ୍ୟା ଦେଖାଦେଇଥାଏ। ଏହି ସମୟରେ ଆପଣ ଶିୟା ବଟରକୁ ବ୍ୟବହାର କରିପାରିବେ। ଏହା ଭଲ ମଶ୍ଚରାଇଜର ଭାବେ କାମ କରିଥାଏ। ଏହା ଆପଣଙ୍କ ତ୍ୱଚାକୁ ଆରାମ ଦେଇଥାଏ। ଏହା ସେଭିଂ ପରେ ହେଉଥିବା ଜ୍ୱଳନରୁ ରକ୍ଷା କରିଥାଏ।

ଓଠରେ ଲଗାନ୍ତୁ:
ଓଠରେ ଶିୟା ବଟର ଲଗାଇବା ମଧ୍ୟ ଫାଇଦାଯୁକ୍ତ ହୋଇଥାଏ। ଏହା ବହୁତ ସହଜରେ ଅବଶୋଷିତ ହେବା ସହିତ ଓଠକୁ ନମନୀୟ ଏବଂ ପୋଷକ ତତ୍ତ୍ୱ ଦେଇଥାଏ। ଥଣ୍ଡା ଦିନରେ ଓଠ ଶୁଷ୍କ ସମସ୍ୟା ସାମ୍ନା କରିବାକୁ ପଡିଥାଏ। ଏଥିରେ ଶିୟା ବଟରକୁ ଆପଣ ଲିପ୍‌ବାମ୍‌ ଭାବେ ବ୍ୟବହାର କରିପାରିବେ।

ତ୍ୱଚା ଫୁଲିବା ସମସ୍ୟା କମ୍‌ କରେ :
ଶିୟା ବଟରରେ ଅନେକ ଆଣ୍ଟି ଇମ୍ଫ୍ଲୋମେଣ୍ଟାରୀ ଗୁଣ ରହିଥାଏ। ଏହା ମୁହଁ ଫୁଲିବା ସମସ୍ୟାକୁ କମ୍‌ କରିଥାଏ। ଏହାସହ ଶିୟା ବଟର ନିୟମିତ ବ୍ୟବହାର କରିବା ଦ୍ୱାରା ସନବର୍ନ, କୁଣ୍ଡାଇ ହେବା, ଦାଗ ଇତ୍ୟାଦି ସମସ୍ୟାରୁ ମୁକ୍ତି ମିଳେ।

Powered by Froala Editor

Tags Health tips

Related articles Odisha News Lens 4.1

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14986
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15137
    Oct 01, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15372
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14441
    Oct 01, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14489
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15036
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14798
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15586
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15077
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14798
    Sep 30, 2026
  • ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15372
    Sep 30, 2026
  • ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14489
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15180
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14013
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15752
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15318
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14693
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14986
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14798
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14489
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In