Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଚର୍ମ ରୋଗ ପାଇଁ ଏହି ତେଲ

ଚର୍ମ ରୋଗ ପାଇଁ ଏହି ତେଲ

2022-01-31 03:40:41
16128
Share:
Facebook
Twitter
E-Mail
WhatsApp
Telegram
ଚର୍ମ ରୋଗ ପାଇଁ ଏହି ତେଲ


ଫଙ୍ଗଲ ଇନଫେକ୍ସନ ଓ ଅନ୍ୟାନ୍ୟ ଚର୍ମ ରୋଗରେ ପିଡ଼ିତ ବ୍ୟକ୍ତି ବିଶେଷ ଆପଣେଇ ପାରିବେ ଏହି ତେଲ ଯାହାଦ୍ୱାରା ଆପଣ ସଫଳ ପାଇପାରିବେ । ଟି ଟ୍ରୀ ତେଲ ଚର୍ମ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଏହା ଆପଣଙ୍କ କେଶ ସମ୍ବନ୍ଧୀୟ ସମସ୍ୟାର ମଧ୍ୟ ଦୂର କରିଥାଏ । ଟି ଟ୍ରୀ ତେଲରେ ଏପରି ଅନେକ ଯୌଗିକ ଗୁଣ ଅଛି ଯାହା ଜୀବାଣୁ, ଫଙ୍ଗସ୍ ଏବଂ ଭାଇରସ୍ ସହିତ ଲଢିବାରେ ବହତୁ ପ୍ରଭାବଶାଳୀ ଅଟେ । ଏଥିରୁ ମିଳୁଥିବା ହାଇଡ୍ରୋକାର୍ବନର ଏକ ସମୂହ ଟର୍ପେନେଏଲ୍ସ ମିଳିଥାଏ ଯେଉଁଥିରେ ଆଣ୍ଟିମାଇକ୍ରୋବିୟଲ୍ ଗୁଣ ରହିଥାଏ ।ଯାହା ଚର୍ମ ଆଲର୍ଜି ଦୂର କରିଥାଏ । ତେବେ ଆସନ୍ତୁ ଜାଣିବା ଟି ଟ୍ରୀ ତେଲର ଉପକାରି ଗୁଣ ବିଷେରେ –

– ଟି ଟ୍ରୀ ତେଲ ବ୍ୟବହାର କରିବା ଦ୍ୱାରା ବ୍ରଣ ସମସ୍ୟ ଦୂର ହୋଇଥାଏ । ଏଥିରେ ଥିବା ଆଣ୍ଟିମାଇକ୍ରୋବିୟଲ୍ ଗୁଣ ପ୍ରାକୃତିକ ଆଣ୍ଟିସେପ୍ଟିକ୍ ଭାବରେ କାର୍ଯ୍ୟ କରିଥାଏ ।

– ଏହା ଶରୀରେ ଥିବା କ୍ଷତକୁ ଠିକ୍ କରିଥାଏ । ଏଥିରେ ଆଣ୍ଟି ବ୍ୟାକ୍ଟେରିଆ ଗୁଣ ଅଛି ଯାହା କୌଣସି ପ୍ରକାରର କ୍ଷତରେ ସଂକ୍ରମଣ ସୃଷ୍ଟି କରୁଥିବା ଜୀବାଣୁକୁ ନଷ୍ଟ କରିଥାଏ ଏବଂ କ୍ଷତକୁ ଭଲ କରିବାରେ ସାହାଯ୍ୟ କରିଥାଏ ।

– ଏହି ତେଲ ବ୍ୟବହାର କରିବା ଦ୍ୱାରା ନଖରେ ହେଉଥିବା ଫଙ୍ଗଲ୍ ଇନଫେକ୍ସନ ସମସ୍ୟା ଦୂର ହୋଇଥାଏ । ଏଥିପାଇଁ କିଛି ବୁନ୍ଦା ଟି ଟ୍ରୀ ତେଲକୁ ନଡିଆ ତେଲରେ ମିଶାଇ ପ୍ରଭାବିତ ଅଞ୍ଚଳରେ ଲଗାଇବା ଦ୍ୱାରା ଲାଭ ମିଳିଥାଏ ।

-ତେଲିଆ ଚର୍ମର ସମସ୍ୟା ଦୂର କରିବା ପାଇଁ ଏହି ତେଲର ବ୍ୟବହାର ମଧ୍ୟ ପ୍ରଭାବଶାଳୀ ଅଟେ । ଟି ଟ୍ରୀ ତେଲରେ ଆଣ୍ଟିସେପ୍ଟିକ୍ ଗୁଣ ରହିଛି, ଯାହା ଆମ ଶରୀରରେ ଥିବା ସେବମ୍ ହ୍ରାସ କରିଥାଏ ।

– ଏହି ତେଲରେ ଆଣ୍ଟି-ଇନ୍‌ଫ୍ଲାମେଟୋରୀ ଗୁଣ ରହିଛି ଏବଂ ଏହା ଚର୍ମ ସଂକ୍ରମଣକୁ ଦୂର କରିବା ସହ କୁଣ୍ଡାଇ ହେବା ସମସ୍ୟା କମ୍ କରିଥାଏ । ଏଥିପାଇଁ ଟି ଟ୍ରୀ ତେଲର କିଛି ବୁନ୍ଦାକୁ ମଶ୍ଚରାଇଜରରେ ମିଶାଇ ଦିନରେ ଦୁଇରୁ ତିନିଥର ମୁହଁରେ ଲଗାନ୍ତୁ ।

– ଟି ଟ୍ରି ଅଏଲ କେଶକୁ ମୂଳରୁ ପୋଷଣ ଯୋଗାଇଥାଏ। ପ୍ରତିଦିନ କେଶ ମୂଳରେ ଏହି ତେଲ ଲଗାଇବା ଦ୍ୱାରା ଫଲିକ୍ସ ଅନ୍‌ଲଗ୍‌ ହୋଇଥାଏ ଓ ମୂଳରୁ କେଶ ଶକ୍ତ ହୁଏ।

Powered by Froala Editor

Tags Skin care

Related articles Odisha News Lens 4.1

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14740
    Feb 27, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14231
    Feb 28, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15304
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13965
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14512
    Feb 26, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13632
    Feb 27, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14701
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14136
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13569
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14231
    Feb 28, 2026
  • ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15304
    Feb 27, 2026
  • ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14512
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14231
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14136
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14205
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15408
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15919
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15120
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16099
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15304
    Feb 27, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15460
    Feb 28, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13632
    Feb 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In