Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୭୦ ବର୍ଷ ହେଲା ଲାଇସେନ୍ସ ନକରି ଚଳାଉଥିଲେ ଗାଡି, ଏବେ ଧରାପଡ଼ିଲେ

୭୦ ବର୍ଷ ହେଲା ଲାଇସେନ୍ସ ନକରି ଚଳାଉଥିଲେ ଗାଡି, ଏବେ ଧରାପଡ଼ିଲେ

2022-01-31 15:25:54
15991
Share:
Facebook
Twitter
E-Mail
WhatsApp
Telegram
୭୦ ବର୍ଷ ହେଲା ଲାଇସେନ୍ସ ନକରି ଚଳାଉଥିଲେ ଗାଡି, ଏବେ ଧରାପଡ଼ିଲେ

୭୦ ବର୍ଷ ବିନା ଲାଇସେନ୍ସରେ ଗାଡି ଚଳାଇବା ପରେ ଧରାପଡିଛନ୍ତି ୮୩ ବର୍ଷୀୟ ବୃଦ୍ଧ । ବ୍ରିଟେନ୍‌ର ଏହି ବୃଦ୍ଧ ଜଣକ ଦାବି କରିଛନ୍ତି, ସେ ୧୨ ବର୍ଷ ବୟସରୁ ଗାଡ଼ି ଚଳାଉଛନ୍ତି। ସେ ଲାଇସେନ୍ସ କିମ୍ବା ବୀମା କରି ନାହାନ୍ତି। ସୌଭାଗ୍ୟବଶତଃ ସେ ଦୁର୍ଘଟଣା ଘଟାଇ ନାହାନ୍ତି। ତେଣୁ ପୂର୍ବରୁ ପୁଲିସ ତାଙ୍କୁ କେବେ ଧରି ନଥିଲା। ଏବେ ତାଙ୍କୁ ଠାବ କରାଯିବା ପରେ କି ଦଣ୍ଡ ଦିଆଯାଇଛି ତାହା ଜଣାପଡ଼ିନାହିଁ। ତେବେ ଡ୍ରାଇଭିଂ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନ ଥିବାରୁ ଏବଂ ବୀମା ବିନା ଡ୍ରାଇଭିଂ ପାଇଁ ତାଙ୍କୁ ନିଶ୍ଚିତ ଜରିମାନା ଦେବାକୁ ପଡିବ ବୋଲି କୁହାଯାଇଛି। ଏ ଘଟଣା ସାମ୍ନାକୁ ଆସିବା ପରେ ସମସ୍ତେ ତାଜୁବ ହୋଇଯାଇଛନ୍ତି । ମାସେ କି ବର୍ଷେ ନୁହେଁ ପୂରା ୭୦ ବର୍ଷ ଧରି ସେ କେମିତି ଆଇନ ନଜରରୁ ଖସିଲେ ତାହା ଜଣାପଡିନି ।

Powered by Froala Editor

Tags old man

Related articles Odisha News Lens 4.1

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    14979
    Oct 03, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15379
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14530
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15242
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14517
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15857
    Oct 01, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15110
    Oct 03, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14931
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15052
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15379
    Oct 01, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15242
    Oct 01, 2026
  • ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15110
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17799
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15399
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14070
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15809
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15377
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14749
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    15039
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14344
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15960
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15379
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14931
    Oct 01, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ଚେତାବନୀ ଦେଲେ ଟ୍ରମ୍ପ

    14979
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In