Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

Home ›› ››ଆଜିଠୁ ଖୋଲିଲା ଶ୍ରୀମନ୍ଦିର

ଆଜିଠୁ ଖୋଲିଲା ଶ୍ରୀମନ୍ଦିର

2022-02-01 06:01:34
14970
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ଖୋଲିଲା ଶ୍ରୀମନ୍ଦିର

ପୁରୀ: କୋଭିଡ୍ କଟକଣା ଯୋଗୁଁ ୨୦ଦିନ ଧରି ଶ୍ରୀମନ୍ଦିର ରହିଥିଲା । କରୋନାର ତୃତୀୟ ଲହରରେ ସଂକ୍ରମଣ ବ୍ୟାପିବାରୁ ଜାନୁଆରୀ ୧୦ରୁ ଶ୍ରୀମନ୍ଦିର ଭକ୍ତଙ୍କ ଲାଗି ବନ୍ଦ ରହିଥିଲା ।  ତେବେ ବର୍ତ୍ତମାନ, ସ୍ଥିତିରେ ସୁଧାର ଆସିଥିବାରୁ ଛତିଶାନିଯୋଗ ବୈଠକର ନିଷ୍ପତ୍ତି ଅନୁସାରେ ଭକ୍ତଙ୍କ ଲାଗି ଆଜିଠୁ ଖୋଲିଲା ଶ୍ରୀମନ୍ଦିର । ପ୍ରାୟ ୩ ସପ୍ତାହର ବ୍ୟବଧାନ ପରେ କାଳିଆକୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି । ଏନେଇ ସୋମବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସଓପି) ପ୍ରକାଶ ପାଇଛି । ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର ।

ପ୍ରଥମ ଦିନରୁ ଭକ୍ତଙ୍କ ଗହଳି ଅନୁମାନ କରାଯାଉଥିବାରୁ ଏହା ପୂର୍ବରୁ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦର୍ଶନ ବ୍ୟବସ୍ଥାର ତଦାରଖ କରିଥିଲେ । ଭକ୍ତଙ୍କ ଲାଗି ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ଭକ୍ତମାନେ ପୂର୍ବଭଳି ଦୁଇଟି ଡୋଜ ଟିକାର ପ୍ରମାଣପତ୍ର କିମ୍ବା ଆରଟିପିସିଆର ଟେଷ୍ଟ ରିପୋର୍ଟ ଦେଖାଇ ମନ୍ଦିର  ଭିତରକୁ ପ୍ରବେଶ କରିପାରିବେ । ପୁରୀର ସ୍ଥାନୀୟ ବାସିନ୍ଦା ପଶ୍ଚିମ ଦ୍ୱାର ଦେଇ ମନ୍ଦିର ପ୍ରବେଶ କରିପାରିବେ ।  ସାନିଟାଇଜେସନ ପାଇଁ ପୂର୍ବ ଭଳି  ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ପରେ କୋଭିଡ୍ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସାନି ଏସଓପି ଜାରି କରାଯିବ ।
ସେହିପରି ଶ୍ରୀମନ୍ଦର ପରିସର ଓ ବାହାରେ ମାସ୍କ ପରିଧାନ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା ଉପରେ ଶ୍ରଦ୍ଧାଳୁମାନେ ଧ୍ୟନ ଦେବେ । କଟକଣା ଉଲଂଘନ କଲେ ଜରିମାନା ଦେବାକ ପଡିବା ସହ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ ।

Powered by Froala Editor

Tags Shree mandir

Related articles Odisha News Lens 4.1

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13992
    Jun 11, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13984
    Jun 13, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14245
    Jun 12, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14954
    Jun 13, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15420
    Jun 13, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14211
    Jun 12, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13334
    Jun 11, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14147
    Jun 11, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14228
    Jun 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13825
    Jun 12, 2026
  • ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13984
    Jun 13, 2026
  • ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14147
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16924
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17543
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17591
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17983
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14954
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13564
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15441
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14234
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14124
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15466
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15210
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15694
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14037
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13334
    Jun 11, 2026
  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13984
    Jun 13, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14954
    Jun 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In