Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ...

  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ...

Home ›› ›› ମହଙ୍ଗା ହେବ ବିଦେଶୀ ଛତା

ମହଙ୍ଗା ହେବ ବିଦେଶୀ ଛତା

2022-02-01 08:15:47
15726
Share:
Facebook
Twitter
E-Mail
WhatsApp
Telegram
 ମହଙ୍ଗା ହେବ ବିଦେଶୀ ଛତା


ନୂଆଦିଲ୍ଲୀ: ଆଜି କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।  ଏହା ହେଉଛି ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ୟ୍ୟକାଳର ଚତୁର୍ଥ ବଜେଟ୍ । କରୋନା ଭାଇରସ୍ ପାଣ୍ଡମେକ୍ ଯୁଗରେ ଏହି ବଜେଟ୍ ଉପସ୍ଥାପିତ ହୋଇଛି । ଏହା ମଧ୍ୟ ଅର୍ଥମନ୍ତ୍ରୀ ସୀତାରମଣଙ୍କ ଚତୁର୍ଥ ବଜେଟ୍ । ବଜେଟ୍ ପରେ ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଥିବ ଏବେ ଠାରୁ ଶସ୍ତା ଏବଂ ମହଙ୍ଗା କ’ଣ ହେବ ?  ତାଙ୍କ ଘୋଷଣା ଅନୁଯାୟୀ-  ବିଦେଶୀ ଛତା କିଣିବା ମହଙ୍ଗା ହେବ । ଛତା ଉପରେ କଷ୍ଟମ୍ ଡ୍ୟୁଟି ବୃଦ୍ଧି କରିବାକୁ ଘୋଷଣା କରାଯାଇଛି ।

- ହୀରା ଗହଣା ଉପରେ କଷ୍ଟମ ଡୁ୍ୟଟି ୫% ହ୍ରାସ
- କୃଷି ଉପକରଣ, ମୋବାଇଲ ଚାର୍ଜର, ଚମଡ଼ା ସାମଗ୍ରୀ ଶସ୍ତା ହେବ
- କପଡ଼ା, ବିଦୁ୍ୟତ ଟ୍ରାନ୍ସଫର୍ମର ସାମଗ୍ରୀ ଶସ୍ତା ହେବ
-ହୀରା ଗହଣା, ରତ୍ନପଥର ଶସ୍ତା ହେବ
-ଇମିଟେସନ, ଏମଏସଏମଇ ପାଇଁ ଷ୍ଟିଲ ଶସ୍ତା ହେବ
-ବିଦେଶରୁ ଆମଦାନୀ ମେସିନ ଶସ୍ତା ହେବ
-ଇମିଟେସନ ଗହଣା ଶସ୍ତା ହେବ
-କେମିକାଲ, ଔଷଧ ଓ ମେଡିକାଲ ଉପକରଣ ଶସ୍ତା

ଏହାଛଡ଼ା ସେ ଆଉ କ’ଣ କହିଛନ୍ତି ଆସନ୍ତୁ ଜାଣିବା:
-କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ
-ଅଦାଲତି ଝାମେଲାରୁ ବର୍ତ୍ତିବା ପାଇଁ ପୁଣି ଥରେ ଘୋଷଣା କରିପାରିବେ
-ଯଦି ଟିକସଦାତା ଆୟ ଦର୍ଶାଇବାରେ ତ୍ରୁଟି କରିଥିଲେ, ସୁଧାରି ପାରିବେ
- ୨ ବର୍ଷ ମଧ୍ୟରେ ସାନି ଆୟକର ରିଟର୍ଣ୍ଣ ଦାଖଲ କରିପାରିବେ ଟିକସଦାତା
- ଏନପିଏସ ପାଇଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଠାରୁ କଟିବ ୧୪%
- କେନ୍ଦ୍ର କର୍ମଚାରୀଙ୍କ ୧୪ ପ୍ରତିଶତ, ରାଜ୍ୟ କର୍ମଚାରୀଙ୍କ ୧୦ ପ୍ରତିଶତ କଟୁଥିଲା
- କୋ-ଅପରେଟିଭ ସୋସାଇଟି ଟ୍ୟାକ୍ସ ୧୮% କମି ୧୫ ପ୍ରତିଶତ ହେଲା
- ଜାନୁଆରୀ ୨୦୨୨ ସୁଦ୍ଧା ରେକର୍ଡ ୧.୫୯ ଲକ୍ଷ କୋଟି ଜିଏସଟି ସଂଗ୍ରହ
-ରାଜ୍ୟମାନଙ୍କୁ ବିନା ସୁଧରେ ୧ ଲକ୍ଷ କୋଟିର ଋଣ
-୨୦୨୨୦୨୩ରେ ମୋଟ ୩୯.୪୫ ଲକ୍ଷ କୋଟି ବ୍ୟୟବରାଦ
-ଜିଏସଡିପିର ୬.୪ ପ୍ରତିଶତ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ
- କ୍ୟାପିଟାଲ ଏକ୍ସପେଣ୍ଡିଚର ୫.୫୪ ଲକ୍ଷ କୋଟିରୁ ୭.୫ ଲକ୍ଷ କୋଟିକୁ ବୃଦ୍ଧି ପାଇଛି
- କ୍ୟାପିଟାଲ ଏକ୍ସପେଣ୍ଡିଚର ମୋଟ ଜିଡିପିର ୪ ପତିଶତ
-୨୦୨୨-୨୩ରେ ଡିଜିଟାଲ କରେନ୍ସି ଆରମ୍ଭ କରାଯିବ
- ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଡିଜିଟାଲ କରେନ୍ସି ଆରମ୍ଭ ହେବ

-୨୦୩୦ ସୁଦ୍ଧା ୨୮୦ ଗିଗାୱାଟ ସୋଲାଲ ଏନର୍ଜୀ ଉପôାଦନ ଲକ୍ଷ୍ୟ
- ସୋଲାର ଏନର୍ଜୀ ଶିଳ୍ପ ପାଇଁ ୧୯,୫୦୦କୋଟି ବ୍ୟୟବରାଦ
- ୨୦୨୨-୨୩ରେ ୫-ଜି ସେବା ପାଇଁ ସ୍ପେକ୍ଟ୍ରମ ଆହ୍ୱାନ କରାଯିବ
- ଭାରତ ନେଟ ପ୍ରୋଜେକ୍ଟ ଜରିଆରେ ୨୦୨୫ ସୁଦ୍ଧା ସବୁ ଗାଁକୁ ପହଞ୍ଚିବ ଅପ୍ଟିକାଲ ଫାଇବର
- ସ୍ପେଶାଲ ଇକୋନୋମିକ ଜୋନରେ ପରିବର୍ତ୍ତନ କରାଯିବ
- ପ୍ରତିରକ୍ଷା ସାମଗ୍ରୀ ପାଇଁ ଘରୋଇ କମ୍ପାନୀକୁ ପ୍ରୋତ୍ସାହିତ କରାଯିବ
- ୬୮% ପ୍ରତିରକ୍ଷା ସାମଗ୍ରୀ ଲୋକାଲ ମାର୍କେଟରୁ କିଣାଯିବାକୁ ନିଷ୍ପତ୍ତି
-ମିନିମମ ଗଭର୍ଣ୍ଣମେଣ୍ଟ ମ୍ୟାକ୍ସିମମ ଗଭର୍ଣ୍ଣାନ୍ସ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ
-ଏଥିପାଇଁ ପୁରୁଣାକାଳିଆ ୧୪୦୦ ଆଇନକୁ ଉଚ୍ଛେଦ କରାଯାଇଛି
-ଇ-ଭେଇକିଲ ପ୍ରୋତ୍ସହାନ ପାଇଁ ବ୍ୟାଟେରୀ ସ୍ୱାପିଂ ପଲିସି ଆସିବ
-ଅଙ୍ଗନବାଡ଼ିକୁ ଅଧିକ ସୁଦୃଢ କରାଯିବ, ହେବ ସକ୍ଷମ-ଅଙ୍ଗନବାଡ଼ି
- ଏହି ଯୋଜନାରେ ଦେଶରେ ୨ ଲକ୍ଷ ଅଙ୍ଗନବାଡ଼ିକୁ ଅପଗ୍ରେଡ କରାଯିବ
- ୨୦୨୨-୨୩ରେ ୩ କୋଟି ୨୮ ଲକ୍ଷ ଘରକୁ ପାନୀୟ ଜଳ ଯୋଗାଣ ହେବ
--୮୦ ଲକ୍ଷ ପିଏମ ଆବାସ ପାଇଁ ୪୮ ହଜାର କୋଟି ବ୍ୟୟବରାଦ
-ନର୍ଥଇଷ୍ଟ ପାଇଁ ନୂଆ ଯୋଜନା ପିଏମ ଡେଭଲପମେଣ୍ଟ ସ୍କିମ ଆରମ୍ଭ ହେବ
- ୧୧୨ ଅକାଂକ୍ଷୀ ଜିଲ୍ଲା ଲକ୍ଷ୍ୟରେ ୯୫ ପ୍ରତିଶତ ସଫଳ ହୋଇଛନ୍ତି
-କିଛି ଆକାଂକ୍ଷୀ ଜିଲ୍ଲା ଅନ୍ୟ ବିକଶିତ ଜିଲ୍ଲାକୁ ବି ପଛରେ ପକାଇ ଦେଇଛନ୍ତି
- ତେବେ କିଛି ଜିଲ୍ଲାର କିଛି ବ୍ଲକ ଏବେ ବି ପଛୁଆ ରହିଛନ୍ତି, ସେହି ପଛୁଆ ବ୍ଲକର ବିକାଶ ପାଇଁ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯିବ
-ସ୍କୁଲ ପିଲାଙ୍କ ପାଇଁ ପିଏମ-ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ହେବ
-ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢା ଟିଭି ଜରିଆରେ ହେବ
- ଆଞ୍ଚଳିକ ଭାଷାରେ ପିଲାଙ୍କ ପାଠପଢା ପାଇଁ ୨୦୦ ଚ୍ୟାନେଲ ହେବ
- ନେସନାଲ ଟେଲି ମେଣ୍ଟାଲ ହେଲଥ କାର୍ଯ୍ୟକ୍ରମ ଆରମ୍ଭ କରାଯିବ
-ନିମହାନ୍ସ ସହାୟତାରେ ଟେଲି ମେଣ୍ଟାଲ ହେଲଥ ଆରମ୍ଭ କରାଯିବ
-ଚାଷୀଙ୍କୁ ଉପôାଦ ଖାଦ୍ୟ ପାଇଁ ୨.୩୭ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯିବ
- ଫସଲ ନିରୀକ୍ଷଣ, ରୋଗପୋକ ନିୟନ୍ତ୍ରଣ ପାଇଁ ଡ୍ରୋନ ଉପଯୋଗ ହେବ
-ସମସ୍ତ ଗମନାଗମନ ବ୍ୟବସ୍ଥା ପାଇଁ ‘ପିଏମ ଗତିଶକ୍ତି’ ଆରମ୍ଭ ହେଉଛି
-ରେଳ, ରୋଡ, ଏୟାରୱେଜ ଓ ୱାଟରୱେଜ ପାଇଁ ପିଏମ ଗତିଶକ୍ତି’
-ଲୋକଙ୍କୁ ନିର୍ବିଘ୍ନ ଯାତାୟାତ ପାଇଁ ସରକାର ପ୍ରାଧାନ୍ୟ ଦେଉଛନ୍ତି
-୪୦୦ ନୂଆ ବନେ୍ଦଭାରତ ଏକ୍ସପ୍ରେସ ଟ୍ରେନ ୩ ବର୍ଷରେ କାର୍ଯ୍ୟକ୍ଷମ ହେବ
- ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିଛି
- ୨୦୧୪ରୁ ଆମ ସରକାର ଲୋକଙ୍କ ସଶକ୍ତୀକରଣକୁ ପ୍ରାଧାନ୍ୟ ଦେଇଛି
- ଡିବିଟି ଜରିଆରେ ଲୋକଙ୍କ ଆକାଉଣ୍ଟକୁ ସିଧା ଟଙ୍କା ପହଞ୍ଚାଯାଉଛି
-ସ୍ୱାସ୍ଥ୍ୟ, ଭିତ୍ତିଭୂମି, ତ୍ୱରିତ ଟିକାକରଣକୁ ସରକାର ଗୁରୁତ୍ୱ ଦେଉଛନ୍ତି
- ଆତ୍ମନିର୍ଭର ଭାରତ ଜରିଆରେ ୬୦ ଲକ୍ଷ ନିଯୁକ୍ତି ସୃଷ୍ଟି କରାଯାଉଛି
- ନୀଳାଚଳ ଇସ୍ପାତ ନିଗମ ଲି. ନିବିବେଶ ଚୂଡ଼ାନ୍ତ କରାଯାଉଛି
 -ସମାଜର ସବୁ ବର୍ଗର ଲୋକଙ୍କ ଉନ୍ନତି ପାଇଁ ବଜେଟରେ ବ୍ୟବସ୍ଥା କରାଯାଇଛି

Powered by Froala Editor

Tags Budget

Related articles Odisha News Lens 4.1

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14413
    Mar 01, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15273
    Mar 01, 2026
  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା
    ଦେଶ-ଦେଶାନ୍ତର

    କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା

    15315
    Mar 01, 2026
  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା
    ଦେଶ-ଦେଶାନ୍ତର

    କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା

    14594
    Mar 01, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14399
    Mar 02, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15536
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14237
    Mar 03, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    14998
    Mar 01, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    13972
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15536
    Mar 02, 2026
  • ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    14998
    Mar 01, 2026
  • ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14413
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14237
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13461
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14702
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14586
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14388
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15122
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14973
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14486
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16103
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    13972
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13461
    Mar 02, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15536
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In