Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

  • ଅଲଗା ହେବେ ଗୌରବ-ଆକାଂକ୍ଷା

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ...

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ...

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ...

  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

ବିଶେଷ
Home ›› ବିଶେଷ ››ଏହି ଖାଦ୍ୟ ଖାଆନ୍ତୁ, ରାଗଠାରୁ ଦୂରେଇ ରୁହନ୍ତୁ

ଏହି ଖାଦ୍ୟ ଖାଆନ୍ତୁ, ରାଗଠାରୁ ଦୂରେଇ ରୁହନ୍ତୁ

2021-04-29 06:01:33
14401
Share:
Facebook
Twitter
E-Mail
WhatsApp
Telegram
ଏହି ଖାଦ୍ୟ ଖାଆନ୍ତୁ, ରାଗଠାରୁ ଦୂରେଇ ରୁହନ୍ତୁ

ପ୍ରତ୍ୟେକ ମଣିଷର ରାଗିବା ଏକ ସ୍ୱାଭାବିକ ଭାବନା । ଏହି ଭାବନା ଅନ୍ୟମାନଙ୍କ ସହିତ ନିଜ ପାଇଁ ଅଧିକ କ୍ଷତିକାରକ ହୋଇଥାଏ । ରାଗରେ ଥାଇ ମଣିଷ ଠିକ୍ ଭୁଲ୍ର ବିଚାର ହରାଇ ବସେ । କ୍ଷଣିକର ରାଗ ମଣିଷ ଜୀବନକୁ ଛାରଖାର କରିଦିଏ । ଏଥିପାଇଁ ମଣିଷକୁ ପରବର୍ତ୍ତୀ ସମୟରେ ପସ୍ତେଇବାକୁ ପଡିଥାଏ । ଏକ ଅଧ୍ୟୟନରୁ ଜଣାପଡିଛି ଯେ ଭାରତୀୟମାନେ ଛୋଟ ଛୋଟ କଥାରେ ବେଶି ରାଗିଥାନ୍ତି । ସେଥିପାଇଁ ଦେଶର  ୮୦ପ୍ରତିଶତ ସମ୍ପର୍କ ରାଗ ଯୋଗୁଁ ଭାଙ୍ଗିଥାଏ । ତେବେ ବଡ କଥା ହେଉଛି  ଏପରି ଖାଦ୍ୟ ଅଛି ଯାହାକୁ ଖାଇଲେ ଆପଣଙ୍କ ରାଗ ନିୟନ୍ତ୍ରଣ କରିପାରିବେ । ସେଗୁଡିକ ହେଲା,

କଦଳୀ: କଦଳୀରେ ଅନେକ ଉପକାରୀ ଗୁଣ ରହିଛି । ଆଲ୍କାଲାଇନ୍ରେ ଭରପୁର କଦଳୀରେ ଭିଟାମିନ୍ ବି ଓ ପଟାସିୟମ ଥିବାରୁ ଏହା ମନକୁ  ଶାନ୍ତ ଓ ଚିନ୍ତାମୁକ୍ତ ରଖିଥାଏ । ତେଣୁ ରାଗିବା ସମୟରେ ଗୋଟିଏ କଦଳୀ ନେଇ ଧିରେ ଧିରେ ଖାଆନ୍ତୁ । କିଛି ସମୟପରେ ରାଗ ଶାନ୍ତ ହୋଇଯିବ । 

ଅଖରୋଟ: ଅଖରୋଟରେ ପ୍ରଚୁର ପରିମାଣରେ ପ୍ରୋଟିନ୍, ଫାଇବର, ଆଣ୍ଟିଅକ୍ସିଡାଣ୍ଟସ୍ ରହିଥବାରୁ ଏହା ଖୁବ୍ ପୁଷ୍ଟିକର ହୋଇଥାଏ । ଏହାଛଡା ଏଥିରେ ଓମେଗା-୩ ଫ୍ୟାଯି ଏସିଡ ଥିବାରୁ ଏହା ମନକୁ ଶାନ୍ତ ରଖିବାରେ ସାହାଯ୍ୟ କରିଥାଏ ।

ବାଦାମ ବଟର: ବାଦାମ ବଟର ଜଳଖିଆକୁ ସ୍ୱାଦିଷ୍ଟ କରିଥାଏ । ବାଦାମ ଏବଂ ଭେଜିଟେବଲ ତେଲ ମିଶାଇ ଏହା ପ୍ରସ୍ତୁତ ହୋଇଥିବାରୁ ଏଥିରେ   ଥିବା ଫ୍ୟାଟ୍ ସ୍ୱାସ୍ଥ୍ୟ ପାଇଁ ଖୁବ୍ ହିତକର ହୋଇଥାଏ । ଏହା ରାଗକୁ ମଧ୍ୟ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ । ରାଗ ସମୟରେ ଦୁଇ ଚାମଚ ପିନଟ୍ ବଟର ପାଟିକୁ ନେଇଯାଆନ୍ତୁ, ଦେଖିବେ ରାଗ ଫଟାକ୍ ସେ ଦୂର ହୋଇଯିବ ।

ଗ୍ରୀଲ୍ଡ ଖାଦ୍ୟ: ରାଗିଗଲେ ଗ୍ରୀଲ୍ଡ ଚିଜ୍ ଟୋଷ୍ଟ ଖାଆନ୍ତୁ । ଏହାକୁ ଖାଇବା ପରେ ପାଟିର ସ୍ୱାଦ ଭଲ ହୋଇଥାଏ ଓ ରାଗ ନିୟନ୍ତ୍ରଣ ହୋଇଥାଏ ।  ଆଳୁରେ କାର୍ବୋହାଇଡ୍ରେଟ୍ସ ଏବଂ ଭିଟାମିନ୍ ବି ଥିବାରୁ ରକ୍ତଚାପ ଓ ଟେନ୍ସନ କମାଇବାରେ ସାହାଯ୍ୟ କରିଥାଏ ।

ଥଣ୍ଡାପାଣି: ପ୍ରାୟତଃ ଦେଖାଯାଏ ରାଗିଯାଇଥିବା ଲୋକଙ୍କୁ ତୁରନ୍ତ ପାଣି ପିଆଇ ଦେଇଥାନ୍ତି । କାରଣ ପାଣିର ଶୀତଳ ପ୍ରଭାବରେ ରାଗ ଶାନ୍ତ ହୋଇଯାଇଥାଏ ଓ ମନକୁ ଶାନ୍ତି ମିଳିଥାଏ । 



Powered by Froala Editor

Tags lose tempre

Related articles Odisha News Lens 4.1

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍
    ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14430
    Jun 30, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14862
    Jun 30, 2026
  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14892
    Jun 30, 2026
  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ

    15162
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା
    ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14942
    Jun 30, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14167
    Jun 29, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14967
    Jun 29, 2026
  • ଅଲଗା ହେବେ ଗୌରବ-ଆକାଂକ୍ଷା
    ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15088
    Jun 30, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...
    ବିଶେଷ

    ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ ...

    13859
    Jun 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14862
    Jun 30, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14967
    Jun 29, 2026
  • ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14942
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17569
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17619
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18016
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13859
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14187
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15813
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15679
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15326
    Jun 22, 2026

ବାଣିଜ୍ୟ

ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

କଲ୍ୟାଣ ଜୁଏଲର୍ସର ଲାଇଫ୍‌ଷ୍ଟାଇଲ୍‌ ଗହଣା ବ୍ରାଣ୍ଡ୍‌ କ୍ୟାଣ୍ଡିୟର୍‌ ପକ୍ଷରୁ ମହିଳା କ୍ରିକେଟ୍‌ ତାରକାସ୍ମୃତି ମନ୍ଧାନାଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର୍‌ ଭାବେ ନିଯୁକ୍ତ କରାଯାଇଛି। ବଲିଉଡ୍‌ ତାରକା ଶାହରୁଖ ଖାନଙ୍କ ସହ ସେ ଯୋଗ ଦେଇଛନ୍ତି।

ଏକ ଲାଇଫଷ୍ଟାଇଲ୍&zwn ...

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14891
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15505
    Mar 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13859
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14942
    Jun 30, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14167
    Jun 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In