Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମାରୋହରୁ ଫେରୁଥିଲେ, କେନାଲକୁ ...

  • ହିମାଚଳ ପ୍ରଦେଶରେ ବେଆଇନ ଔଷଧ କାରଖାନା ...

  • ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ...

  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ...

  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ...

  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ...

  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ...

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦେଶରେ ୧ଲକ୍ଷ ୬୧ହଜାର ୩୮୬ପଜିଟିଭ୍ ଚିହ୍ନଟ

ଆଜି ଦେଶରେ ୧ଲକ୍ଷ ୬୧ହଜାର ୩୮୬ପଜିଟିଭ୍ ଚିହ୍ନଟ

2022-02-02 08:50:01
14397
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୧ଲକ୍ଷ ୬୧ହଜାର ୩୮୬ପଜିଟିଭ୍ ଚିହ୍ନଟ


ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ଦେଶରେ  ୧ଲକ୍ଷ ୬୧ହଜାର ୩୮୬ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୧୬ଲକ୍ଷ ୩୦ହଜାର ୮୮୫କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୯.୨୬ ପ୍ରତିଶତ ରହିଛି ।

ଗତ ୨୪ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳରେ ସର୍ବାଧିକ ୫୧ହଜାର ୮୮୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ତାମିଲନାଡୁରେ ୧୬ହଜାର ୯୬, ମହାରାଷ୍ଟ୍ରରେ ୧୪ହଜାର ୩୭୨, କର୍ଣ୍ଣାଟକରେ ୧୪ହଜାର ୩୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁଜୁରାଟରେ ୮ହଜାର ୩୩୮, ଆନ୍ଧ୍ରପ୍ରଦେଶ ୬ହଜାର ୨୧୩ ଏବଂ ରାଜସ୍ଥାନରେ ୬ହଜାର ୨୧୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।   

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୬ଲକ୍ଷ ଉପରେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୧୬ଲକ୍ଷ ୨୧ହଜାର ୬୦୩ ରହିଛି । ଗତ ୨୪ଘଣ୍ଟାରେ ୨ଲକ୍ଷ ୮୧ହଜାର ୧୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ମୋଟ ୩କୋଟି ୯୫ଲକ୍ଷ ୧୧ହଜାର ୩୦୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି । ଦେଶରେ ୧୬୭କୋଟି ୩୦ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ କରାଯାଇଛି । 

Powered by Froala Editor

Tags Corona

Related articles Odisha News Lens 4.1

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର
    ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14344
    Nov 18, 2026
  • ସମାରୋହରୁ ଫେରୁଥିଲେ, କେନାଲକୁ ଖସିପଡ଼ିଲା  ସ୍କର୍ପିଓ : ୬ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସମାରୋହରୁ ଫେରୁଥିଲେ, କେନାଲକୁ ଖସିପଡ଼ିଲା ସ୍କର୍ପିଓ : ୬ଜଣଙ୍କ ମୃତ୍ୟୁ

    14514
    Nov 19, 2026
  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...
    ମନୋରଞ୍ଜନ

    ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...

    14405
    Nov 18, 2026
  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ
    ଦେଶ-ଦେଶାନ୍ତର

    ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

    15247
    Nov 19, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...
    ବାଣିଜ୍ୟ

    ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...

    15490
    Nov 18, 2026
  • ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ଗ୍ରହଣ କରିବେ ପରିବାର
    ଦେଶ-ଦେଶାନ୍ତର

    ୧୫ କୋଟିର ବ୍ୟବସାୟ ଛାଡ଼ି ଜୈନ ଦୀକ୍ଷା ଗ୍ରହଣ କରିବେ ପରିବାର

    14793
    Nov 19, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...
    ବାଣିଜ୍ୟ

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...

    14115
    Nov 18, 2026
  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର,  ଲତିଫ ଭଟ୍‌ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14193
    Nov 18, 2026
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା
    ଦେଶ-ଦେଶାନ୍ତର

    ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13853
    Nov 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ...

    15490
    Nov 18, 2026
  • ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14193
    Nov 18, 2026
  • ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14344
    Nov 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17292
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17997
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17951
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18366
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15220
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14766
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14395
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15736
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14519
    Nov 07, 2026

ବାଣିଜ୍ୟ

ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

ପୁରୀ: ପରିବର୍ତ୍ତନ ଗ୍ରହଣୀୟତା ପାଇଁ ଡାଟା ବିଜ୍ଞାନର ସ୍ଥାନୀୟକରଣ (ଲୋକାଲାଇଜିଂ ଡାଟା ସାଇନ୍ସ ଫର୍‌ ଚେଞ୍ଜ ଆଡାପ୍‌ଟେସନ / ଏଲ୍‌ଡିଏସ୍‌ସିସିଏ) ପ୍ରକଳ୍ପ ଅଧୀନରେ ତୃତୀୟ ଜିଲ୍ଲାସ୍ତରୀୟ ସମନ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14115
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15185
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14962
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    14098
    Nov 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13853
    Nov 18, 2026
  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ପ୍ରିମିୟର ପାଇଁ ଓଡ଼ିଶାର 'ବାଘୁଣୀ’ (ଏକ ବାଘ ଭଳି ନୃତ୍ୟ) ଚୟନ ହୋଇଛି

    14405
    Nov 18, 2026
  • ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ

    15247
    Nov 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In