Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

Home ›› ››ପ୍ରତିରକ୍ଷା କ୍ଷେତ୍ର ପାଇଁ ୫ ଲକ୍ଷ ୨୫ ହଜାର ୧୬୬ କୋଟି ଟଙ୍କା ବ୍ୟୟ ବରାଦ

ପ୍ରତିରକ୍ଷା କ୍ଷେତ୍ର ପାଇଁ ୫ ଲକ୍ଷ ୨୫ ହଜାର ୧୬୬ କୋଟି ଟଙ୍କା ବ୍ୟୟ ବରାଦ

2022-02-02 08:53:33
15033
Share:
Facebook
Twitter
E-Mail
WhatsApp
Telegram
ପ୍ରତିରକ୍ଷା କ୍ଷେତ୍ର ପାଇଁ  ୫ ଲକ୍ଷ ୨୫ ହଜାର ୧୬୬ କୋଟି ଟଙ୍କା ବ୍ୟୟ ବରାଦ


ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୨-୨୩ର କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା କ୍ଷେତ୍ର ପାଇଁ ୫ ଲକ୍ଷ ୨୫ ହଜାର ୧୬୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
ବଜେଟରେ ବିଦେଶରୁ ଅସ୍ତ୍ରଶସ୍ତ୍ର ଆମଦାନୀ କମାଇବା ସହ ଆତ୍ମନିର୍ଭର ଭାରତକୁ ବଳ ଦେବା ଉପରେ ଜୋର ଦିଆଯାଇଛି । କେନ୍ଦ୍ର ଅର୍ଥ ମନ୍ତ୍ରୀ କହିଛନ୍ତି, ପ୍ରତିରକ୍ଷା କ୍ଷେତ୍ରରେ ଗବେଷଣା ଓ ବିକାଶକୁ ଗତି ଦେବା ପାଇଁ ଘରୋଇ ସଂସ୍ଥା, ଷ୍ଟାର୍ଟଅପ କଂପାନୀ, ଏବଂ ଏକାଡେମିକ ଜଗତକୁ ସାମିଲ କରାଯିବ । ସେନାବାହିନୀ ପାଇଁ ଅସ୍ତ୍ରଶସ୍ତ୍ର ନିର୍ମାଣ କରିବା ପାଇଁ ଘରୋଇ କଂପାନୀକୁ ପ୍ରୋତ୍ସାହିତ କରାଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ମଙ୍ଗଳବାର ନୂତନ ସ୍ପନ୍ଦନଶୀଳ ଗ୍ରାମ ଯୋଜନା ବିଷୟରେ ତାଙ୍କର ୨୦୨୨-୨୩ ବଜେଟ୍ ଭାଷଣରେ ଘୋଷଣା କରିଛନ୍ତି। ବିବାଦୀୟ ଭାରତ-ଚୀନ୍ ବା ଉତ୍ତର ସୀମାରେ ଥିବା ହାମଲେଟ୍ ଗୁଡ଼ିକୁ ଏହି ଯୋଜନାରେ ସାମିଲ କରାଯାଇଛି। ସୀତାରମଣ କହିଲେ ଯେ, କାଁଭାଁ ଲୋକ ବାସ କରୁଥିବା ଏହି ସୀମାନ୍ତ ଗ୍ରାମଗୁଡ଼ିକରେ ଭିତ୍ତିଭୂମି ନାହିଁ, ଯୋଗାଯୋଗ ବ୍ୟବସ୍ଥା ଉନ୍ନତ ନୁହେଁ ଏବଂ ଏଗୁଡ଼ିକ ବିକାଶ ଯୋଜନାରୁ ସବୁବେଳେ ବଞ୍ଚିତ ହୋଇ ଆସୁଛନ୍ତି । ଏହି ଗ୍ରାମଗୁଡ଼ିକ ଭିଭିପି ଯୋଜନାରେ ଆଧୁନିକୀକରଣ କରାଯିବ। ଗ୍ରାମଗୁଡ଼ିକରେ ଭିତ୍ତିଭୂମି ନିର୍ମାଣ କରାଯିବ। ଲୋକଙ୍କ ପାଇଁ କୋଠାଘର ନିର୍ମାଣ କରାଯିବ। ପର୍ୟ୍ୟଟନ କେନ୍ଦ୍ର ରହିବ ।

ରାସ୍ତା ସଂଯୋଗୀକରଣ ସହ ନବୀକରଣଯୋଗ୍ୟ ଶକ୍ତି ଦ୍ବାରା ବିଦ୍ୟୁତ୍ ସଂଯୋଗ ବା ଆଲୋକୀକରଣ ଆଦି କରାଯିବ। ଜାତୀୟ ଟିଭି ନେଟ୍‌ୱର୍କ ଦୂରଦର୍ଶନ ଓ ଶୈକ୍ଷିକ ଚାନେଲଗୁଡ଼ିକ ନିମନ୍ତେ ଡାଇରେକ୍ଟ-ଟୁ-ହୋମ୍ ଆକ୍‌ସେସ୍‌ର ବ୍ୟବସ୍ଥା କରାଯିବ। ଲୋକଙ୍କ ଜୀବିକା ନିର୍ବାହ ପାଇଁ ରୋଜଗାରର ବ୍ୟବସ୍ଥା କରାଯିବ। ଭିଭିପି ଓ ସୀମାନ୍ତ କ୍ଷୁଦ୍ର ଗ୍ରାମଗୁଡ଼ିକର ବିକାଶ ନିମନ୍ତେ କେନ୍ଦ୍ର ସରକାର ଅତିରିକ୍ତ ପାଣ୍ଠି ଖର୍ଚ୍ଚ କରିବେ । ତା’ ସହ ବର୍ତ୍ତମାନ ସରକାରୀ ଯୋଜନାରେ ଯେଉଁସବୁ ସୁବିଧା ସୁଯୋଗ ରହିଛି ସେସବୁ ମଧ୍ୟ ଉକ୍ତ ଗ୍ରାମଗୁଡ଼ିକର ଅଧିବାସୀ ପାଇପାରିବେ ।

ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ଲୋକମାନେ ଗ୍ରାମରେ ସବୁ ସୁବିଧା ସୁଯୋଗ ପାଇଲେ ଜୀବିକା ନିର୍ବାହ ପାଇଁ ଆଉ ଅନ୍ୟତ୍ର ଚାଲିଯିବାକୁ ପଡ଼ିବ ନାହିଁ । ଏଠାରେ ଲୋକସଂଖ୍ୟା କମିଯାଉଥିବାରୁ ଏହି ଅଞ୍ଚଳ ଉପରେ ଭାରତ ନିଜର ଦାବିକୁ ଜୋରଦାର କରିବାରେ ଅସୁବିଧା ହେଉଛି ।

Powered by Froala Editor

Tags Budget

Related articles Odisha News Lens 4.1

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14433
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15559
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14152
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13572
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13489
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14846
    May 20, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15588
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15127
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13860
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14691
    May 21, 2026
  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13572
    May 21, 2026
  • ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15588
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17487
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14433
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14198
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14426
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15489
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15097
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15413
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15152
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15645
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13976
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13860
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15588
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15559
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In