Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କ୍ରାନ୍ତିକାରୀ ବଜେଟ୍ : ବିଶେଶ୍ୱର ଟୁଡୁ

କ୍ରାନ୍ତିକାରୀ ବଜେଟ୍ : ବିଶେଶ୍ୱର ଟୁଡୁ

2022-02-02 10:13:39
14706
Share:
Facebook
Twitter
E-Mail
WhatsApp
Telegram
କ୍ରାନ୍ତିକାରୀ ବଜେଟ୍ : ବିଶେଶ୍ୱର ଟୁଡୁ

ନୂଆଦିଲ୍ଲୀ:  ଗତକାଲି ସଂସଦରେ ୨୦୨୨-୨୩ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟକୁ ନେଇ ସନ୍ତୋଷଜନକ ପ୍ରତିକ୍ରିୟା ରଖଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ସଂସଦର ଆଗତ ବଜେଟ୍ ଦେଶର ଆଦିବାସୀ, ଦଳିତ, ପଛୁଆବର୍ଗ, ଗରିବ, ଚାଷୀ, ଶ୍ରମିକ, ଯୁବକ ଓ ମହିଳାଙ୍କ ସଶକ୍ତିକରଣ ପାଇଁ ଏକ କ୍ରାନ୍ତିକାରୀ ବଜେଟ୍ ବୋଲି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁ କହିଛନ୍ତି । 
ବଜେଟ ବିକାଶଶୀଳ ଆତ୍ମନିର୍ଭର ଭାରତ ପରିକଳ୍ପନାର ପୃଷ୍ଠଭୂମି ଏବଂ ଏଥିରେ ଜଳଶକ୍ତି୩ର ବିକାଶ ପାଇଁ ଗୁରୁତ୍ୱ ଦିଆଯାଇଛି । ନମାମି ଗଙ୍ଗେ, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଚନା, ଅଟଳ ଭୂଜଳ ଯୋଜନା, ଜଳସେଚନ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍, ଭୂତଳ ଜଳପରୀ ଯୋଜନା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଛି । ଜନଜାତିଙ୍କ ଶିକ୍ଷାର ବିକାଶ ତଥା ସର୍ବଙ୍ଗୀନ ଉନ୍ନତି ପାଇଁ ବଜେଟ୍ରେ ଯଥେଷ୍ଟ ବ୍ୟୟ ବରାଦ ହୋଇଛି ।

Powered by Froala Editor

Tags Bisweswar tudu

Related articles Odisha News Lens 4.1

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14640
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13812
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14651
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13741
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15530
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15385
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14901
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13454
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14830
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14830
    Jun 22, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14640
    Jun 22, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14651
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14761
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14634
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15587
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14449
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15771
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14830
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14651
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14640
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In