Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ରାଜ୍ୟ
Home ›› ରାଜ୍ୟ ››ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି

ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି

2022-02-03 06:27:22
14681
Share:
Facebook
Twitter
E-Mail
WhatsApp
Telegram
ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି


ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଗତ ୨ବର୍ଷ ହେଲାଣି କରୋନା ମହାମାରୀ ଯୋଗୁଁ ପିଲାଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲା ଦୁଇ ବର୍ଷ ହେଲା ସ୍କୁଲକୁ ଯାଇନାହାନ୍ତି । ତେବେ କେବେ ସ୍କୁଲ ଖୋଲିବ, ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ  । ଆଗକୁ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ହାତରେ କମ୍ ସମୟ ଥିବାରୁ ସିଲାବସ୍ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ  । ବାକି ସିଲାବସ୍ ପାଠପଢା କେବେ ସରିବ ଏବଂ କିଭଳି ପରୀକ୍ଷା ହେବ ତାହାକୁ ନେଇ ସମସ୍ତେ ଚିନ୍ତାରେ ଅଛନ୍ତି  ।


ଏହାରି ଭିତରେ କୋଭିଡ କଟକଣାରେ ସ୍କୁଲ ଖୋଲିବାକୁ ହାଇକୋର୍ଟରେ ମାମଲା ରୁଜ୍ଜୁ ହୋଇଥିଲା । ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିଦେ୍ର୍ଧଶ ଦେଇଥିଲେ । କୋଭିଡ କଟକଣା ଭିତରେ କିଭଳି ସ୍କୁଲ ଖୋଲାଯାଇପାରିବ ଏନେଇ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବାକୁ କୁହାଯାଇଥିଲା ।
ତେବେ କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ ନିରଞ୍ଜନ ମିଶ୍ରଙ୍କ ପ୍ରତିକ୍ରି୍ରୟା ରଖିଛନ୍ତି । ସେ କହିଛନ୍ତି ଓମିସିଓର କିଟରେ ୩୧ହଜାର ୬୬୬ଜଣଙ୍କ ସାମ୍ପୁଲ ଟେଷ୍ଟ କରାଯାଇଥିଲା । ୧୭୨୯ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ସେଥିରୁ ୫୭୬ ଓମିକ୍ରନ ଚିହ୍ନଟ, ଅର୍ଥାତ ୩୩% ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତନାନ ଡେଲ୍ଟାର ଉପସ୍ଥିତି ରହିଛି । ସେହି କାରଣରୁ ମୃତୁ୍ୟ ହେଉଛି ।
ସ୍କୁଲ ଖୋଲିବା ନେଇ ସରକାର ତର୍ଜମା କରୁଛନ୍ତି । ସ୍ଥିତି ଦେଖି ନିଷ୍ପତ୍ତି ନେବେ । ହାଇକୋର୍ଟ ଯାହା ନିଦେ୍ର୍ଧଶ ଦେଇଛନ୍ତି, ସେହି ଅନୁସାରେ ନିଷ୍ପତ୍ତି ନିଆଯିବ ବୋଲି ସ୍ୱାସ୍ଥ୍ୟ ନିଦେ୍ର୍ଧଶକ କହିଛିନ୍ତ ।

Powered by Froala Editor

Tags School

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15720
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13526
    Aug 20, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13922
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13920
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15006
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14056
    Aug 19, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13955
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14653
    Aug 20, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13527
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13922
    Aug 20, 2026
  • ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14056
    Aug 19, 2026
  • ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13527
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17664
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15963
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13881
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14911
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14683
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14521
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14262
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14385
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15279
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13955
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15720
    Aug 19, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14096
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In