Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

Home ›› ››ମାଓ ସଂଗଠନ ଛାଡ଼ି ଆତ୍ମସମର୍ପଣ କଲା ହିଡମା, ମୁଣ୍ଡରେ ଥିଲା ୨୫ ଲକ୍ଷର ପୁରସ୍କାର

ମାଓ ସଂଗଠନ ଛାଡ଼ି ଆତ୍ମସମର୍ପଣ କଲା ହିଡମା, ମୁଣ୍ଡରେ ଥିଲା ୨୫ ଲକ୍ଷର ପୁରସ୍କାର

2022-02-03 07:32:18
15148
Share:
Facebook
Twitter
E-Mail
WhatsApp
Telegram
ମାଓ ସଂଗଠନ ଛାଡ଼ି ଆତ୍ମସମର୍ପଣ କଲା ହିଡମା, ମୁଣ୍ଡରେ ଥିଲା ୨୫ ଲକ୍ଷର ପୁରସ୍କାର

ଟପ୍ ମାଓନେତା ମାଡବି ହିଡମା ଆତ୍ମସମର୍ପଣ କରିଛି । ତେଲେଙ୍ଗାନାର ମୁଲୁଗ ପୋଲିସ ଷ୍ଟେସନରେ ହିଡମା ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ସେ ଛତିଶଗଡ ବିଜାପୁରରେ ହୋଇଥିବା ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ଥିଲା । ଯେଉଁଥିରେ ୨୨ ଯବାନ ସହିଦ ହୋଇଥିଲେ ।

ଛତିଶଗଡ଼ ସୁକମା ଜିଲ୍ଲା କିସ୍ତାରାମ ଥାନା ଅନ୍ତର୍ଗତ ତଣ୍ଡାମାର୍କା ଗାଁର ହିଡ଼ମା ୯ ବର୍ଷ ପୂର୍ବରୁ ମାଓ ସଙ୍ଗଠନରେ ସାମିଲ୍ ହୋଇଥିଲା । ପ୍ରଥମେ ଜନ ନାଟ୍ୟ ମଣ୍ଡଳୀରେ ଜଣେ ସକ୍ରିୟ ସଦସ୍ୟ ଥିଲା ହିଡ଼ମା । ପରେ ସେ ମିଲିସିଆ ମେମ୍ବର ଭାବେ କାର୍ଯ୍ୟ କରି ମାଓଗଡ଼କୁ ସୁଦୃଢ଼ କରିବାକୁ ଚେଷ୍ଟା କରିଥିଲା । ସେ ଅନେକ ଆକ୍ରମଣ ଓ ବିସ୍ଫୋରଣରେ ମାଷ୍ଟରମାଇଣ୍ଡ ଥିବା କୁହାଯାଉଛି । ସେ କେବଳ ସୁରକ୍ଷାକର୍ମୀ ନୁହେଁ ବରଂ ରାଜନେତାଙ୍କୁ ମଧ୍ୟ ଟାର୍ଗେଟ୍ କରୁଥିଲା ।

କୁହାଯାଉଛି ଯେ, ହିଡମା ଯେତିକି ଆକ୍ରମଣ କରିଛି ସେଥିରେ ୭୦ ଜଣ ଯବାନ ସହିଦ ହୋଇଛନ୍ତି । ତା ଉପରେ ଛତିଶଗଡ ପୋଲିସ ୨୫ ଲକ୍ଷ ଟଙ୍କାର ଅର୍ଥରାଶି ଘୋଷଣା କରିଥିଲା ।

ହେଲେ ମାଓ ସଙ୍ଗଠନରେ କୌଣସି ନୀତି ଓ ଆଦର୍ଶ ନଥିବାରୁ ସେ ମାଓ ସଙ୍ଗଠନ ଛାଡ଼ିଥିବା ତେଲଙ୍ଗାନା ପୋଲିସକୁ କହିଛି । ଆତ୍ମସମର୍ପଣ ପରେ ସରକାରଙ୍କ ପକ୍ଷରୁ ସମସ୍ତ ସୁଵିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ତେଲଙ୍ଗାନା ପୋଲିସ କହିଛି ।

Powered by Froala Editor

Tags hidma

Related articles Odisha News Lens 4.1

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13857
    Jun 21, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14789
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14849
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15856
    Jun 21, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15334
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14599
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14504
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14253
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14716
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14504
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14789
    Jun 22, 2026
  • ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14716
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14716
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14594
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15581
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14439
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15766
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15234
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14789
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14253
    Jun 22, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14849
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In