Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

ରାଜ୍ୟ
Home ›› ରାଜ୍ୟ ›› ୭ରୁ ଖୋଲିବ ସ୍କୁଲ, କଲେଜ

୭ରୁ ଖୋଲିବ ସ୍କୁଲ, କଲେଜ

2022-02-03 16:02:51
13584
Share:
Facebook
Twitter
E-Mail
WhatsApp
Telegram
 ୭ରୁ ଖୋଲିବ ସ୍କୁଲ, କଲେଜ

ସୋମବାର ଅର୍ଥାତ୍ ୭ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ସେଥିରେ ଉଚ୍ଚଶିକ୍ଷା ବିଭାଗ ସମେତ ଟେକନିକାଲ, ମେଡିକାଲ ଓ ପ୍ରଫେସନାଲ ଆଦି ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ସାମିଲ ଅଛି । ସେହିପରି ଫେବୃଆରୀ ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ ବୋଲି ମୁଖ୍ୟଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସ୍କୁଲକଲେଜ ଗୁଡ଼ିକରେ କୋଭିଡ କଟକଣା ମାନି ପାଠପଢ଼ା ହେବ। ଉଭୟ ଅନଲାଇନ ଓ ଅଫଲାଇନରେ ଛାତ୍ରଛାତ୍ରୀ ପାଠ ପଢ଼ିପାରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ପ୍ରକାଶ କରିଛନ୍ତି।
ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ ।

କେଜିରୁ ନବମ ଶ୍ରେଣୀ ପିଲାମାନଙ୍କ କ୍ଲାସ ପ୍ରମୋସନ ପରୀକ୍ଷା ସହ ଦଶମ ଓ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ମଧ୍ୟ ଯଥାବିଧି କରାଯିବ। ସ୍କୁଲଗୁଡ଼ିକ ଚାହିଁଲେ ପିଲାମାନଙ୍କ ପାଠ୍ୟକ୍ରମକୁ ଶେଷ କରିବା ପାଇଁ ଖରାଛୁଟିର ଅବଧି ହ୍ରାସ କରିପାରିବେ। କୋଭିଡ୍ ଗାଇଡଲାଇନ୍ ମଧ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ସମେତ ସବୁ ପ୍ରଫେସନାଲ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ଖୋଲିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

Powered by Froala Editor

Tags SCHOOL

Related articles Odisha News Lens 4.1

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15259
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13546
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14717
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13902
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13921
    Jun 24, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14893
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14899
    Jun 24, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13850
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14114
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13902
    Jun 24, 2025
  • ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13546
    Jun 24, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14114
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14899
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13921
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15817
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15143
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16014
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13614
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13546
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15259
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In