Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

ବିଶେଷ
Home ›› ବିଶେଷ ››ଇନସୁଲିନ ନିୟନ୍ତ୍ରଣ କରିଥାଏ ତେଜପତ୍ର

ଇନସୁଲିନ ନିୟନ୍ତ୍ରଣ କରିଥାଏ ତେଜପତ୍ର

2022-02-04 06:05:02
15316
Share:
Facebook
Twitter
E-Mail
WhatsApp
Telegram
ଇନସୁଲିନ ନିୟନ୍ତ୍ରଣ କରିଥାଏ ତେଜପତ୍ର


ଅଧିକାଂଶଙ୍କ ଲୋକଙ୍କ ଘରେ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ରୂପେ ବ୍ୟବହାର ହୋଇଥାଏ ତେଜପତ୍ର । ଏହାକୁ ଖିରୀ ପ୍ରସ୍ତୁତ ସମୟରେ ବା କୌଣସି ତରକାରୀ ରେ ଫୁଟଣ କରିବା ପାଇଁ, ଚା’ ତିଆରି କରିବା ସମୟରେ ତେଜପତ୍ର ପକାଇଲେ ଚା’ର ଟେଷ୍ଟ ହିଁ ବଦଳିଯାଏ । ଏହାକୁ ବ୍ୟବହାର କରି ଆମେ ବିଭିନ୍ନ ପ୍ରକାରର ଚା ମଧ୍ୟ ପ୍ରସ୍ତୁତ କରିପାରିବା ଯଥା ଲେମନ ଟି, ଗ୍ରିନ ଟି, ଥଣ୍ଡା ହୋଇଥିଲେ ଯଦି ଆପଣ ଲାଲି ଚା’ ପିଉଛନ୍ତି ତେବେ ତେଜପତ୍ରର ମୁଖ୍ୟ ଭୂମିକା ଗ୍ରହଣ କରିଥାଏ । ତେଜପତ୍ରକୁ ଆମେ ରୋଷେଇ ରେ ମସଲା ଭାବରେ ବ୍ୟବହାର ମଧ୍ୟ କରିଥାଉ । ଏହାର ବହୁ ଔଷଧିୟ ଗୁଣ ମଧ୍ୟ ରହିଛି । ଡାଲମା, ତରକାରୀ ଆଦିରେ ତେଜପତ୍ର ପକାଇଲେ ଏହାର ସ୍ୱାଦ ଏବଂ ବାସ୍ନା ଉଭୟ ହିଁ ବଢ଼ି ଯାଇଥାଏ। ଯଦିଓ ଖୁବ୍ କମ୍ ଲୋକ ଜାଣିଥିବେ ଯେ ତେଜପତ୍ର ସ୍ୱାଦ ସହିତ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ ହୋଇଥାଏ। ଏହାକୁ ସେବନ କଲେ ନା କେବଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ମଜଭୁତ ହୋଇଥାଏ, ବରଂ ଅନେକ ରୋଗ ମଧ୍ୟ ପଳାଇ ଯାଇଥାଏ। ଆଜି ଆମେ ଆପଣଙ୍କୁ କହିବୁ, ତେଜପତ୍ରକୁ ନିୟମିତ ଭାବେ ସେବନ କଲେ ଆମକୁ କେଉଁ ସବୁ ଫାଇଦା ମିଳି ପାରିବ।

କିଡନୀ ରୋଗରେ ଫାଇଦା: ତେଜପତ୍ର ସେବନ ଦ୍ୱାରା କିଡନୀ ସମସ୍ୟାରେ ଅନେକ ଫାଇଦା ମିଳିଥାଏ। ବିଭିନ୍ନ ବ୍ୟଞ୍ଜନରେ ଏହାକୁ ବ୍ୟବହାର କଲେ, କିଡନୀରେ ଷ୍ଟୋନ ସୃଷ୍ଟି ହୁଏ ନାହିଁ ଏବଂ ଏହା ସୁଚାରୁ ରୂପେ ନିଜର କାର୍ଯ୍ୟ କରିଥାଏ। ଏହାଦ୍ୱାରା ପରିସ୍ରା ସମ୍ବନ୍ଧୀୟ ସମସ୍ୟାଗୁଡ଼ିକ ମଧ୍ୟ ସବୁଦିନ ପାଇଁ ଦୂର ହୋଇ ଯାଇଥାଏ।

ଖାଦ୍ୟ ହଜମ ହେବାରେ ସାହାଯ୍ୟ କରେ: ଅନେକ ଲୋକଙ୍କୁ ଖାଦ୍ୟ ହଜମ କରିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଭୋଜନ କରିବା କ୍ଷଣି ହିଁ ସେମାନଙ୍କୁ କୋଷ୍ଠକାଠିନ୍ୟ, ଏସିଡିଟି ଭଳି ସମସ୍ୟା ହୋଇଥାଏ। ଏମିତିରେ ଯଦି ସେମାନେ ତେଜପତ୍ର ପଡ଼ିଥିବା ଖାଦ୍ୟ ଖାଇବେ, ତ ପେଟ ସହ ଜଡ଼ିତ ସମସ୍ୟାରୁ ଅନେକ ମାତ୍ରାରେ ଉପଶମ ପାଇ ପାରିବେ।

 ଆଖି ଏବଂ ରକ୍ତ ପାଇଁ ଲାଭଦାୟକ: ତେଜପତ୍ରରେ ଭିଟାମିନ୍ ସି ଏବଂ ଭିଟାମିନ୍ ଏ ମିଳିଥାଏ। ଏହି ଦୁଇଟି ଭିଟାମିନ୍ସ ଆମ ଶରୀରର ବିକାଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭିଟାମିନ ସି ଆମ ଶରୀରରେ ଧଳା ରକ୍ତ କଣିକାକୁ ବଢ଼ାଇବାର କାମ କରିଥାଏ। ଏହାଦ୍ୱାରା ଶରୀରର ଇମ୍ୟୁନିଟି ମଜଭୁତ ହୋଇଥାଏ। ସେପଟେ ଭିଟାମିନ ଏ ବି ଆମ ଆଖିର କ୍ଷମତାକୁ ବଢ଼ାଇଥାଏ।

ଇନସୁଲିନକୁ କରିଥାଏ ନିୟନ୍ତ୍ରଣ: ଯେଉଁମାନେ ମଧୁମେହ ରୋଗୀ ସେମାନଙ୍କ ପାଇଁ ତେଜପତ୍ର କୌଣସି ଚମତ୍କାରଠାରୁ କମ୍ ନୁହେଁ। ମଧୁମେହ ରୋଗୀମାନେ ଏହାକୁ ସେବନ କଲେ, ଏହା ସେମାନଙ୍କ ଇନସୁଲିନକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ। ଆପଣ ଭାତ, ଡାଲି କିମ୍ବା ପଲଉରେ ପୂରା ପତ୍ର ପକାଇ ଖାଇ ପାରିବେ। ନଚେତ୍ ସୁପ୍‌ରେ ମଧ୍ୟ ଏହାର ଛୋଟ ଛୋଟ ଖଣ୍ଡ ପକାଇ ସେବନ କରି ପାରିବେ।

ଅନିଦ୍ରା ସମସ୍ୟା ଦୂର କରିଥାଏ: ଯଦି ଆପଣ ଅନିଦ୍ରା ସମସ୍ୟାରେ ପୀଡ଼ିତ, ତ ଆପଣଙ୍କ ପାଇଁ ତେଜପତ୍ର ରାମବାଣ ରୂପେ କାମ କରିପାରେ। ଆପଣ ରାତିରେ ଶୋଇବା ପୂର୍ବରୁ ତେଜପତ୍ର ପ୍ରୟୋଗ କରି ଏହି ସମସ୍ୟାରୁ ମୁକ୍ତି ପାଇ ପାରିବେ। ତେଜପତ୍ର ତେଲର କିଛି ବୁନ୍ଦା ଗରମ ପାଣିରେ ମିଶାଇ ପିଇଲେ ଭଲ ନିଦ ଆସିଥାଏ।  

Powered by Froala Editor

Tags Teja patra

Related articles Odisha News Lens 4.1

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15574
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14335
    Oct 01, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14541
    Sep 30, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13921
    Sep 30, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ
    ବିଶେଷ

    ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15445
    Sep 30, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15205
    Oct 01, 2025
  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    14999
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    16042
    Sep 30, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14175
    Oct 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15445
    Sep 30, 2025
  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14541
    Sep 30, 2025
  • ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14335
    Oct 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16757
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17216
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15445
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14541
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15018
    Sep 29, 2025
  • ଶୁଭ କଳସ ବସାଇବାର କିଛି ନିୟମ

    15418
    Sep 27, 2025
  • ଚର୍ବି କମାଇବାରେ ସାହାଯ୍ୟ କରେ ଟମାଟୋ

    15635
    Sep 27, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14247
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14946
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14335
    Oct 01, 2025
  • ସେନା ଘାଟି ଉପରେ ବିସ୍ଫୋରଣ

    16042
    Sep 30, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15574
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In