Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

ରାଜ୍ୟ
Home ›› ରାଜ୍ୟ ››ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ବିଶେଶ୍ୱର ଟୁଡୁ

ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ବିଶେଶ୍ୱର ଟୁଡୁ

2022-02-04 10:25:31
13934
Share:
Facebook
Twitter
E-Mail
WhatsApp
Telegram
ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ବିଶେଶ୍ୱର ଟୁଡୁ

କଟକ: ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ବର ଟୁଡୁ । ବାରିପଦା ଟାଉନ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସୂଚନାଯୋଗ୍ୟ ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ୟ୍ୟାଳୟରେ ମାଡ଼ ମାରିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଜିଲ୍ଲା କାର୍ୟ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ୟ୍ୟବେକ୍ଷଣ ବିଭାଗର ଉପନିର୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ମନ୍ତ୍ରୀ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା । ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା ।ତେବେ ଏହି ଘଟଣାରେ ପୋଲିସ ତଦନ୍ତ କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।

Powered by Froala Editor

Tags Bisweswar tudu

Related articles Odisha News Lens 4.1

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15212
    Apr 21, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15772
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15230
    Apr 21, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14612
    Apr 20, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15441
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13399
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13956
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14222
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13741
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13956
    Apr 21, 2026
  • ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15212
    Apr 21, 2026
  • ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15230
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17428
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17482
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17840
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16311
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14222
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13739
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16160
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15856
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16212
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15347
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15078
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15580
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13878
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13399
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13741
    Apr 20, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15212
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In