Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଘୁଞ୍ଚିଲା ନିଟ୍-ପିଜି ପରୀକ୍ଷା

ଘୁଞ୍ଚିଲା ନିଟ୍-ପିଜି ପରୀକ୍ଷା

2022-02-04 16:09:47
14168
Share:
Facebook
Twitter
E-Mail
WhatsApp
Telegram
ଘୁଞ୍ଚିଲା ନିଟ୍-ପିଜି ପରୀକ୍ଷା

ମାର୍ଚ୍ଚରେ ହେବାକୁ ଥିବା ସ୍ନାତକୋତ୍ତର ସର୍ବଭାରତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କରୋନା ମହାମାରୀର ଭୟାବହତା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏହି ନିଷ୍ପତ୍ତି ନେଇଛି। ଆଗକୁ ଧାର୍ଯ୍ୟ ତାରିଖର ୬-୮ ସପ୍ତାହ ପରେ ପରୀକ୍ଷା ହେବ। ଏହାପୂର୍ବରୁ, ଏହି ପରୀକ୍ଷା ମାର୍ଚ୍ଚ ୧୨, ୨୦୨୨ ରେ ଅନୁଷ୍ଠିତ ହେବାର ଥିଲା। ୬ଜଣ ଏମବିବିଏସ ଛାତ୍ରଛାତ୍ରୀ ସ୍ନାତକୋତ୍ତର ନିଟ୍-ପିଜି ପରୀକ୍ଷାକୁ ଘୁଞ୍ଚାଇବାକୁ ନିବେଦନ କରିବା ପରେ ଆଜି ସ୍ବାସ୍ଥ୍ୟ ମନ୍ତ୍ରାଳୟ ଏଭଳି ନିଷ୍ପତ୍ତି ନେଇଛି। ୬-୮ ସପ୍ତାହ ପରେ ମନ୍ତ୍ରୀଳୟ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିବ।

ଅନେକ ଛାତ୍ର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଯେ ବର୍ତ୍ତମାନ ନିଟ୍-ପିଜି ପରୀକ୍ଷାକୁ ସ୍ଥଗିତ ରଖାଯାଉ। ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ଏକ ଖଣ୍ଡପୀଠ ଏହି ଆବେଦନ ଶୁଣାଣି କରିଥାନ୍ତେ। ଆବେଦନକାରୀମାନେ ସେମାନଙ୍କ ଆବେଦନରେ ଲେଖିଥିଲେ ଯେ, ଅନେକ ଛାତ୍ର ସେମାନଙ୍କ ଇଣ୍ଟର୍ନସିପ୍ ସମାପ୍ତ କରିନାହାଁନ୍ତି। ଏଭଳି ସ୍ଥିତିରେ ପରୀକ୍ଷା ହେଲେ ଉତ୍ତିର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀ ଇଣ୍ଟର୍ନସିପ କରିପାରିବେ ନାହିଁ। ଦୁଇଟି ବ୍ୟାଚର ଛାତ୍ରଛାତ୍ରୀ ଏକା ସାଙ୍ଗରେ ଇଣ୍ଟର୍ନସିପ କରିବା ସମ୍ଭବ ହେବନି ବୋଲି କହି ପରୀକ୍ଷା ଘୁଞ୍ଚାଇବାକୁ ସେମାନେ ନିବେଦନ କରିଥିଲେ।

Powered by Froala Editor

Tags neet-pg

Related articles Odisha News Lens 4.1

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13928
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13741
    Mar 07, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13618
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14183
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13548
    Mar 06, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14474
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13498
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14280
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14983
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13928
    Mar 07, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14983
    Mar 06, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14183
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14183
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14815
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15260
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14468
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15083
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13548
    Mar 06, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14901
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14474
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In