Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

Home ›› ››ଆଜି ରାଜ୍ୟରେ ୨ହଜାର ୬୦୩କରୋନା ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ ୨ହଜାର ୬୦୩କରୋନା ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

2022-02-05 06:01:23
15757
Share:
Facebook
Twitter
E-Mail
WhatsApp
Telegram
ଆଜି ରାଜ୍ୟରେ ୨ହଜାର ୬୦୩କରୋନା ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ


ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨ହଜାର ୬୦୩କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧ହଜାର ୫୨୧ଜଣ ରହିଥିବାବେଳେ ୧ହଜାର ୦୮୨ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୪୯ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।

 
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୪୪୪, ଅନୁଗୁଳରୁ ୧୦୨, କଟକରୁ ୨୦୫, ବାଲେଶ୍ୱରରୁ ୪୮, ବରଗଡରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗୀରରୁ ୬୦, ବୌଦ୍ଧରୁ ୩୭, ଦେବଗଡରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୪୩, କେରାପୁଟରୁ ୯୪, ମାଲକାନାଗିରିରୁ ୧୯, ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୨, ନୟାଗଡରୁ ୬୭, ନୂଆପଡାରୁ ୮୭, ପୁରୀରୁ ୪୧, ରାୟଗଡାରୁ ୬୧, ସମ୍ବଲପୁରରୁ ୮୮, ସୋନପୁରରୁ ୧୬, ସୁନ୍ଦରଗଡରୁ୨୦୪, ରାଜ୍ୟପୁଲରୁ ୧୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୪ହଜାର ୭୦୫କୁ ବୃଦ୍ଧି ପାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13601
    Mar 13, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13691
    Mar 14, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15502
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14193
    Mar 13, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15238
    Mar 14, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15104
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13875
    Mar 12, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14825
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14991
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13691
    Mar 14, 2026
  • ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14825
    Mar 14, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13601
    Mar 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13691
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13677
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14350
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15072
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14826
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15502
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15104
    Mar 12, 2026
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15238
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In