Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ...

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

  • ବନ୍ଦେ ମାତରମ ପାଇଁ ଠିଆ ହେବା ...

Home ›› ››ଓଡ଼ିଶାରୁ ଗଲାଣି ୨୧୧୨ ଟନରୁ ଅଧିକ ଅକ୍ସିଜେନ

ଓଡ଼ିଶାରୁ ଗଲାଣି ୨୧୧୨ ଟନରୁ ଅଧିକ ଅକ୍ସିଜେନ

2021-04-29 07:04:26
13517
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରୁ ଗଲାଣି ୨୧୧୨ ଟନରୁ ଅଧିକ ଅକ୍ସିଜେନ

କଟକ : ଓଡ଼ିଶାରୁ ବର୍ତ୍ତମାନ ସୁଦ୍ଧା ୧୧୨ ଟ୍ୟାଙ୍କର ଯୋଗେ ୨୧୧୨.୦୫୧ ଟନରୁ ଅଧିକ ଅକ୍ସିଜେନ ବିଭିନ୍ନ ରାଜ୍ୟକୁ ପଠାଯାଇଛି । ଅନୁଗୁଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ତାମିଲନାଡ଼ୁ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ହରିଆଣାକୁ ଅକ୍ସିଜେନ ପଠାଯାଇଛି । ଅକ୍ସିଜେନ ନେଇଯାଉଥିବା ଟ୍ୟାଙ୍କର ଗୁଡ଼ିକର ସହଜ ଯାତାୟତ ନିମନ୍ତେ ଏକ ସ୍ୱତନ୍ତ୍ର ଗ୍ରିନ କରିଡ଼ର ପ୍ରସ୍ତୁତ କରାଯାଇଛି । ରାଜ୍ୟ ତଥା ରାଜ୍ୟ ବାହାରକୁ ଅକ୍ସିଜେନ ନେଇ ଯାଉଥିବା ଟ୍ୟାଙ୍କର ଗୁଡ଼ିକର ଯାତାୟାତରେ ଯେମିତି କିଛି ଅସୁବିଧା ନ ଉପୁଜିବ, ସେ ନେଇ ରାଜ୍ୟ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଅନୁଗୁଳ ଜିଲ୍ଲାରୁ ୧୮ଟି ଟ୍ୟାଙ୍କର ଯୋଗେ ୨୭୮.୭ ଟନ, ଢେଙ୍କାନାଳ ଜିଲ୍ଲାରୁ ୧୪ଟି ଟ୍ୟାଙ୍କର ଯୋଗେ ୨୩୧.୧୬ ଟନ, ଯାଜପୁର ଜିଲ୍ଲାକୁ ୩୩ଟି ଟ୍ୟାଙ୍କର ଯୋଗେ ୭୦୨.୭୪ ଟନ ଏବଂ ରାଉରକେଲାରୁ ୪୭ଟି ଟ୍ୟାଙ୍କର ଯୋଗେ ୮୯୯.୪୫୧ ଟନ ଅକ୍ସିଜେନ ବିଭିନ୍ନ ରାଜ୍ୟକୁ ପଠାଯାଇଛି । ୩୮ଟି ଟ୍ୟାଙ୍କରରେ ଆନ୍ଧ୍ରପ୍ରଦେଶକୁ ୮୧୧.୦୪ ଟନ, ୨୭ଟି ଟ୍ୟାଙ୍କର ଯୋଗେ ତେଲେଙ୍ଗାନାକୁ ୪୭୯.୪୧୯ଟନ, ତାଲିମନାଡୁକୁ ୨ଟି ଟ୍ୟାଙ୍କର ଯୋଗେ ୩୬.୧ଟନ, ହରିଆଣାକୁ ୮ଟି ଟ୍ୟାଙ୍କରରେ ୧୮୭.୫୧୨ ଟନ, ମହାରାଷ୍ଟ୍ରକୁ ୬ଟି ଟ୍ୟାଙ୍କରରେ ୧୧୨.୦୬ ଟନ, ଛତିଶଗଡ଼କୁ ୫ଟି ଟ୍ୟାଙ୍କରରେ ୭୮.୨୨ଟନ, ଉତ୍ତରପ୍ରଦେଶକୁ ୯ଟି ଟ୍ୟାଙ୍କର ଯୋଗେ ୧୫୬.୩୮ ଟନ, ୧୭ଟି ଟ୍ୟାଙ୍କର ଯୋଗେ ୨୫୧.୩୨ ଟନ ଅକ୍ସିଜେନ ମଧ୍ୟପ୍ରଦେଶକୁ ଯୋଗାଇ ଦିଆଯାଇଛି । ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଧଶକ (ଆଇନ ଓ ଶୃଙ୍ଖଳା) ଯଶୋୱନ୍ତ ଜେଠୱାଙ୍କ ତତ୍ତ୍ୱାବଧାନରେ ଅକ୍ସିଜେନ ଯୋଗାଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଉଛି । ଜିଲ୍ଲାର ସମସ୍ତ ଏସପି, ଡିସିପି, ରେପ୍ସଜ ଡିଆଇଜି, ଆଇଜି ଏବଂ ପୁଲିସ କମିସନର ନିଜ ନିଜ ଅଞ୍ଚଳରେ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିଦେ୍ର୍ଧଶ ଦିଆଯାଇଛି ।

Powered by Froala Editor

Tags oxygen

Related articles Odisha News Lens 4.1

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14138
    Feb 12, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...
    ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...

    15585
    Feb 12, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13979
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15448
    Feb 12, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......
    ବିଶେଷ

    ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15797
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15045
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15311
    Feb 13, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14863
    Feb 12, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13870
    Feb 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

    15585
    Feb 12, 2026
  • ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13979
    Feb 12, 2026
  • ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14863
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15311
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15797
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13734
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14651
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15432
    Feb 09, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14944
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14457
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16065
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15344
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13979
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14863
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15311
    Feb 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In