Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ...

  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ...

  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ...

  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ...

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ଚାରି ଦିନ ରହିବ ଶୁଖିଲା ପାଗ

ଆଜିଠୁ ଚାରି ଦିନ ରହିବ ଶୁଖିଲା ପାଗ

2022-02-05 07:17:28
15101
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ଚାରି ଦିନ ରହିବ ଶୁଖିଲା ପାଗ

ଭୁବନେଶ୍ୱର: ଆଜିଠୁ ଚାରି ଦିନ ପର୍ୟ୍ୟନ୍ତ ରାଜ୍ୟର ଶୁଖିଲା ରହିବ ପାଗ। ଆସନ୍ତା ୨ରୁ ୩ ଦିନ ଭିତରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ଖସିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର  ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।
ପାଣିପାଗ କେନ୍ଦ୍ରା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଗତକାଲି ରେକର୍ଡ ହୋଇଥିବା ରାତ୍ରି ତାପମାତ୍ରାରେ ବିଭିନ୍ନ ସ୍ଥାନରେ ଦୃଷ୍ଟାନ୍ତ ମୂଳକ ବୃଦ୍ଧି ଘଟିଥିବା ବେଳେ ସ୍ୱାଭାବିକ ତାପମାତ୍ରାଠାରୁ ୬ ଦଶମିକ ୪ ଡ଼ିଗ୍ରୀ ଯାଏ ଅଧିକ ରହିଥିଲା। ତେବେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏହା ୩ ରୁ ୫ ଡ଼ିଗ୍ରୀ ତଳକୁ ଖସିବ।  ତା’ପରେ ତାପମାତ୍ରା ସ୍ୱାଭାବିକ ହେବ।
୬ ଓ ୭ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ପଶ୍ଚିମା ଝଡ଼ ପ୍ରଭାବରେ ଗତକାଲି ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ବର୍ଷା ଯୋଗୁ ଗତକାଲି ବନ୍ଦ ଥିବା ଶିମିଳିପାଳ ଅଭୟାରଣ୍ୟ ଆଜି ପର୍ୟ୍ୟଟକଙ୍କ ପାଇଁ ଖୋଲିବ। ପ୍ରବଳ କୁହୁଡ଼ି ଓ ଖରାପ ପାଗ ଯୋଗୁଁ ବିଳମ୍ବରେ ଖୋଲାଯିବ ବୋଲି ସୂଚନା ମିଳିଛି। ବର୍ଷା ଯୋଗୁଁ ଗତକାଲି ଶିମିଳିପାଳ ଅଭୟାରଣ୍ୟକୁ ବନ୍ଦ କରାଯାଇଥିଲା।

Powered by Froala Editor

Tags Weather

Related articles Odisha News Lens 4.1

  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ

    14257
    Apr 22, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15404
    Apr 21, 2026
  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା
    ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15274
    Apr 22, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14140
    Apr 21, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15626
    Apr 21, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15413
    Apr 21, 2026
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...
    ଦେଶ-ଦେଶାନ୍ତର

    ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...

    14439
    Apr 22, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14682
    Apr 21, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା
    ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14279
    Apr 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15404
    Apr 21, 2026
  • ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15274
    Apr 22, 2026
  • ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15626
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17842
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14403
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13866
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16180
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15875
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16231
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15081
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

    14439
    Apr 22, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14140
    Apr 21, 2026
  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ମନ୍ତ୍ରୀ

    14257
    Apr 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In