Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

  • ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ...

  • ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ...

  • ଆଦାନୀଙ୍କ ବିରୋଧରେ ମାମଲା ପ୍ରକୃତରେ ...

  • ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ...

  • ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

  • AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ...

  • ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ...

  • ଶ୍ରୀଅଲାରନାଥଙ୍କ ପୀଠରେ ରିଲ୍ସ ସୁଟିଂ

  • ଏକତରଫା ପ୍ରେମରୁ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅମ୍ବାନୀଙ୍କୁ ପଛରେ ପକାଇଲେ , ଏସିଆର ସବୁଠୁ ଧନୀ ବ୍ୟକ୍ତି ହେଲେ ଆଦାନୀ

ଅମ୍ବାନୀଙ୍କୁ ପଛରେ ପକାଇଲେ , ଏସିଆର ସବୁଠୁ ଧନୀ ବ୍ୟକ୍ତି ହେଲେ ଆଦାନୀ

2022-02-05 07:25:05
14544
Share:
Facebook
Twitter
E-Mail
WhatsApp
Telegram
ଅମ୍ବାନୀଙ୍କୁ ପଛରେ ପକାଇଲେ , ଏସିଆର ସବୁଠୁ ଧନୀ ବ୍ୟକ୍ତି ହେଲେ ଆଦାନୀ


ନୂଆଦିଲ୍ଲୀ: ଅମ୍ବାନୀଙ୍କୁ ପଛରେ ପକାଇଲେ ଆଦାନୀ । ଏସିଆର ସବୁଠୁ ଧନୀ ବ୍ୟକ୍ତି ହେଲେ ଆଦାନୀ ଗ୍ରୁପ ମୁଖ୍ୟ ଗୌତମ ଆଦାନୀ । ଏହା ସଙ୍ଗେ ସଙ୍ଗେ ସେ ବିଶ୍ବର ୧୦ମ ଶ୍ରେଷ୍ଠ ଧନୀ ଭାବେ ସ୍ଥାନ ପାଇଛନ୍ତି ।  ଆଦାନୀଙ୍କ ସମ୍ପତ୍ତି ୯୦.୧ ବିଲିୟନ ଡଲାର ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍ ମୁଖ୍ୟ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ୯୦ ବିଲିୟନ ଡଲାର୍ ରହିଛି । ଲମ୍ବା ସମୟ ଧରି ଅମ୍ବାନୀ ଭାରତ ତଥା ଏସିଆର ସବୁଠୁ ଧନୀ ବ୍ୟକ୍ତି ରହିଥିଲେ ।

ପ୍ରଥମ ଥର ପାଇଁ ଫେସବୁକ ମୁଖ୍ୟ ମାର୍କ ଜୁକରବର୍ଗ ବିଶ୍ବର ଶ୍ରେଷ୍ଠ ୧୦ ଧନୀ ତାଲିକାରୁ ବାଦ୍ ପଡିଛନ୍ତି । ଉଭୟ ଶିଳ୍ପପତି ଅମ୍ବାନୀ ଓ ଆଦାନୀଙ୍କ ସମ୍ପତ୍ତି ଜୁକରବର୍ଗଙ୍କ ସମ୍ପତ୍ତିକୁ ଅତିକ୍ରମ କରିଛି । ମୁକେଶ ଅମ୍ବାନୀ ବିଶ୍ବ ବିଲିୟନେୟାର ତାଲିକାରେ ଏକାଦଶତମ ରାଙ୍କରେ ରହିଛନ୍ତି । ବିଶ୍ବବ୍ୟାପୀ ଷ୍ଟକ ବଜାରରେ ଜାରି ହ୍ରାସ ଧାରା ଯୋଗୁଁ ଟପ୍ ଅରବପତିଙ୍କ ସମ୍ପତ୍ତି ଏଭଳି ଭାବେ ପ୍ରଭାବିତ ହୋଇଛି । ଯେଉଁ କାରଣରୁ ବିଶ୍ବର ଶ୍ରେଷ୍ଠ ୧୦ ଧନୀ ତାଲିକା ମଧ୍ୟ ଏଥର ଓଲଟପାଲଟ ହୋଇଯାଇଛି ।ଫେସବୁକ୍ ପ୍ୟାରେଣ୍ଟ କମ୍ପାନୀ ମେଟାର ସେୟାର ମୂଲ୍ୟରେ ଭାରି ହ୍ରାସ ଯୋଗୁଁ ଜୁକରବର୍ଗ ବର୍ତ୍ତମାନ ତାଲିକାର ୧୨ ନମ୍ବର ସ୍ଥାନରେ ରହିଛନ୍ତି । ତାଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୮୪.୮ ବିଲିୟନ ଡଲାରକୁ ଖସି ଆସିଛି । ଏହି ଧନୀ ତାଲିକାରେ ଶୀର୍ଷରେ ରହିଛନ୍ତି ଟେଲସା ମାଲିକ ଏଲନ୍ ମସ୍କ । ଫ୍ରାନ୍ସର ବର୍ଣ୍ଣାଡ ଆର୍ଣ୍ଣୋଲ୍ଟ ୧୬୭ ବିଲିୟନ ଡଲାର ସହ ତାଲିକାରେ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ସେହିପରି ଆମାଜାନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ ତୃତୀୟ, ମାଇକ୍ରୋସପ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍‌ସ ଚତୁର୍ଥ, ଲ୍ୟାରୀ ପେଜ୍ ପଞ୍ଚମ, ଗୁଲର ସହ ପ୍ରତିଷ୍ଠାତା ସର୍ଗି ବ୍ରିନ ଷଷ୍ଠ, ୱାରେନ ବଫେଟ୍ ସପ୍ତମ, ଲାରି ଏଲିଜନ ଅଷ୍ଟମ, ଷ୍ଟେଭ୍ ବଲମେର ନବମ ଓ ଦଶମରେ ଭାରତୀୟ ଶିଳ୍ପପତି ଗୌତମ ଆଦାନୀ ରହିଛନ୍ତି ।

Powered by Froala Editor

Tags Adani

Related articles Odisha News Lens 4.1

  • ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ  ଯୋଗାଇ ଦିଆଯିବ ଟାବଲେଟ୍
    ଦେଶ-ଦେଶାନ୍ତର

    ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଯୋଗାଇ ଦିଆଯିବ ଟାବଲେଟ୍

    13578
    Feb 11, 2026
  • ଶ୍ରୀଅଲାରନାଥଙ୍କ ପୀଠରେ ରିଲ୍ସ ସୁଟିଂ
    ଜିଲ୍ଲା ପରିକ୍ରମା

    ଶ୍ରୀଅଲାରନାଥଙ୍କ ପୀଠରେ ରିଲ୍ସ ସୁଟିଂ

    13528
    Feb 11, 2026
  • ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’
    ଦେଶ-ଦେଶାନ୍ତର

    ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’

    15543
    Feb 11, 2026
  • AI ନିୟମ କଠୋର : AI ଭିଡିଓରେ  ‘AI Generated’ ଲେବଲ୍ ଲଗାଇବାକୁ ହେବ
    ଦେଶ-ଦେଶାନ୍ତର

    AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ଲଗାଇବାକୁ ହେବ

    15403
    Feb 11, 2026
  • ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ
    ମନୋରଞ୍ଜନ

    ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

    15062
    Feb 11, 2026
  • ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ଗୁଣରୁ ଅଧିକ ବୃଦ୍ଧି ପାଇଛି: ଯୋଗୀ ଆଦିତ୍ୟନାଥ
    ଦେଶ-ଦେଶାନ୍ତର

    ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ଗୁଣରୁ ଅଧିକ ବୃଦ୍ଧି ପାଇଛି: ଯୋଗୀ ଆଦିତ୍ୟନାଥ

    14061
    Feb 11, 2026
  • ଏକତରଫା ପ୍ରେମରୁ ହତ୍ୟା
    ଅପରାଧ

    ଏକତରଫା ପ୍ରେମରୁ ହତ୍ୟା

    13390
    Feb 11, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା
    ବିଶେଷ

    ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13295
    Feb 11, 2026
  •  ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଲେ ଅଶ୍ୱନୀ ବୈଷ୍ଣବ
    ଦେଶ-ଦେଶାନ୍ତର

    ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଲେ ଅଶ୍ୱନୀ ବୈଷ୍ଣବ

    13910
    Feb 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଏକତରଫା ପ୍ରେମରୁ ହତ୍ୟା

    13390
    Feb 11, 2026
  • ମନୋରଞ୍ଜନ

    ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

    15062
    Feb 11, 2026
  • ଦେଶ-ଦେଶାନ୍ତର

    ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଲେ ଅଶ୍ୱନୀ ବୈଷ୍ଣବ

    13910
    Feb 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17332
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17402
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17747
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16222
    Apr 03, 2021

ବିଶେଷ

  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13295
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14415
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15382
    Feb 09, 2026
  • ଗୋଲାପ ଦିବସ

    15963
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15833
    Feb 06, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14937
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14452
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16061
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15337
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ଗୁଣରୁ ଅଧିକ ବୃଦ୍ଧି ପାଇଛି: ଯୋଗୀ ଆଦିତ୍ୟନାଥ

    14061
    Feb 11, 2026
  • AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ଲଗାଇବାକୁ ହେବ

    15403
    Feb 11, 2026
  • ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

    15062
    Feb 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In